• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରାହ୍ମଣୀପାଳରେ ଟାଟା ଷ୍ଟିଲ ଫାଉଣ୍ଡେସନର ଡିଜିଟାଲ ସାକ୍ଷରତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 23, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ବ୍ରାହ୍ମଣୀପାଳରେ ଟାଟା ଷ୍ଟିଲ ଫାଉଣ୍ଡେସନର ଡିଜିଟାଲ ସାକ୍ଷରତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

‘କୌଶଲ୍ୟାନ ‘ସମ୍ପାଦିତ – ଉପକୃତ ହେଲେ ୧୪୩ ଜଣ ଛାତ୍ରଛାତ୍ରୀଙ୍କ କିମ୍ବା ଟାଟା ଷ୍ଟିଲର ‘କୌଶଲ୍ୟାନ ପ୍ରୋଜେକ୍ଟ  ‘ମାଧ୍ୟମରେ ଡିଜିଟାଲ ସାକ୍ଷରତାରେ ମାଇଲଖୁ ‘ ହାସଲ କଲେ ୧୪୩ ଜଣ ଛାତ୍ରଛାତ୍ରୀ ବ୍ରାହ୍ମଣୀପାଳ,

୨୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବ୍ରାହ୍ମଣୀପାଳ :-> ଟାଟା ଷ୍ଟିଲ ଫାଉଣ୍ଡେସନ, ଏଚପି ଏବଂ ସୋସାଇଟି ଫର ଅଲ ରାଉଣ୍ଡ ଡେଭଲପମେ’ (ଏସଏଆରଡି)ର ମିଳିତ ଉଦ୍ୟମରେ ବ୍ରାହ୍ମଣୀପାଳର ଟମକା ସ୍ଥିତ ସରକାରୀ ହାଇସ୍କୁଲର ୧୪୩ ଜଣ ଛାତ୍ରଛାତ୍ରୀ ‘କୌଶଲ୍ୟାନ ପ୍ରୋଜେକ୍ଟ’ ଅଧୀନରେ ତିନି ମାସର ଡିଜିଟାଲ ଦକ୍ଷତା ପାଠ୍ୟକ୍ରମ ଶେଷ କରିଛନ୍ତି । ଗ୍ରାମୀଣ ଏବଂ ଆଦିବାସୀ ସମ୍ପ୍ରଦାୟର ଛାତ୍ରଛାତ୍ରୀମାନଙ୍କୁ ଅତ୍ୟାବଶ୍ୟକ କମ୍ପ୍ୟୁଟର ଦକ୍ଷତା ସହିତ ସଶକ୍ତ କରିବା, ସେମାନଙ୍କୁ ସେମାନଙ୍କ ଉଜ୍ୱଳ ଭବିଷ୍ୟତ ଏବଂ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ଏହି ପଦକ୍ଷେପର ଲକ୍ଷ୍ୟ । ଏହି ଅବସରରେ ଟାଟା ଷ୍ଟିଲର ଫେରୋ ଆଲୋଇ ପ୍ଲା'(ବ୍ରାହ୍ମଣୀପାଳ)ର ମୁଖ୍ୟ ଆଦର୍ଶ ଅଗ୍ରୱାଲ, ଦେଉଳକଣ ଗ୍ରାମ ପଞ୍ଚାୟତର ସରପଞ୍ଚ ବିଜୟ କୁମାର ଜେନା, କିଆଝର ଗ୍ରାମ ପଞ୍ଚାୟତର ସରପଞ୍ଚ ରାଜଲକ୍ଷ୍ମୀ ମହାପାତ୍ର, ସମାଜସେବୀ ନରୋତ୍ତମ ବେହେରା, ଟିଏସଏଫ ଓ ଏସଏଆରଡି ଫିଲ୍ଡ ଟିମ୍ ସଦସ୍ୟମାନେ ଉପସ୍ଥିତ ଥିଲେ ।

ଏହି ପାଠ୍ୟକ୍ରମରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ୧୦ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିବା ବେଳେ ଏହି ଅବସରରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ‘ପାଠ୍ୟକ୍ରମ ସମାପନ ପ୍ରମାଣପତ୍ର’ ପ୍ରଦାନ କରାଯାଇଥିଲା । ବିସ୍ତୃତ ତିନି ମାସର ପ୍ରଶିକ୍ଷଣରେ ଏମଏସ ଅଫିସ (ଏକ୍ସେଲ୍‌, ୱାର୍ଡ, ପାୱାରପଏଌକ୍ଷଗ୍ଧ;), ଇଌକ୍ଷଗ୍ଧ;ରନେଟ୍ ନେଭିଗେସନ୍‌ ଏବଂ ୟୁଟ୍ୟୁବ୍‌, ଜିମେଲ୍‌, ଷ୍ଟଡି ଆପ୍ଲିକେସନ ଏବଂ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଭଳି ଲୋକପ୍ରିୟ ଆପ୍ଲିକେସନ୍ ରେ ମୌଳିକ କମ୍ପ୍ୟୁଟର ଧାରଣା ପ୍ରଦାନ କରାଯାଇଥିଲା । ଶିକ୍ଷାଗତ ପାଠ୍ୟକ୍ରମ ସହିତ, ଛାତ୍ରଛାତ୍ରୀମାନେ ନୂତନ ଯୁଗର ଟେକ୍ନୋଲୋଜି ବିଷୟରେ ଅଭିଜ୍ଞତା ହାସଲ କରିଥିଲେ, ଯାହା ସେମାନଙ୍କ ପାଇଁ ବର୍ତ୍ତମାନର ଡିଜିଟାଲ୍ ଦୁନିଆରେ ଉଭୟ ଶୈକ୍ଷିକ ଏବଂ ବ୍ୟକ୍ତିଗତ ଅଭିବୃଦ୍ଧି କ୍ଷେତ୍ରରେ ସହାୟକ ହେବ ।

‘କୌଶଲ୍ୟାନ ପ୍ରୋଜେକ୍ଟ’ ଅଧୀନରେ ଭ୍ରାମ୍ୟମାଣ କମ୍ପ୍ୟୁଟର ଲ୍ୟାବ୍ ବିଦ୍ୟାଳୟ ଓ ଗ୍ରାମ ପଞ୍ଚାୟତରେ ପହଞ୍ଚି ବିଶେଷକରି ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କ ଜୀବନ ଓ ଜୀବିକା ପାଇଁ ଆବଶ୍ୟକ ଡିଜିଟାଲ୍ ଦକ୍ଷତା ପ୍ରଦାନ କରିବା ନେଇ ସୁନିଶ୍ଚିତ କରୁଛି । ଏହି କାର୍ଯ୍ୟକ୍ରମ କେବଳ ଡିଜିଟାଲ ପ୍ରଶିକ୍ଷଣ ଭିତ୍ତିଭୂମିକୁ ସୁଦୃଢ଼ କରେ ନାହିଁ ବରଂ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଏବଂ ଉତ୍ସାହ ବୃଦ୍ଧି ସହିତ ଦୀର୍ଘକାଳୀନ ଶିକ୍ଷାଗତ ଯୋଗାଯୋଗକୁ ମଧ୍ୟ ସୁନିଶ୍ଚିତ କରେ, ଯାହା ଅଧାରୁ ପାଠ ଛାଡୁଥିବା ପିଲାଙ୍କ ସଂଖ୍ୟା ହ୍ରାସ କରିବାରେ ସାହାଯ୍ୟ କରୁଛି । ଏଥି ସହିତ ଭ୍ରାମ୍ୟମାଣ କମ୍ପ୍ୟୁଟର ଲ୍ୟାବ୍ ଓ କ୍ଲାସରୁମ୍ ଅନ୍‌ ହ୍ୱିଲ୍ ଦୁର୍ଗମ ଗ୍ରାମୀଣ ଓ ଆଦିବାସୀ ଅଂଚଳର ଯୁବପିଢ଼ିଙ୍କ ପାଇଁ ଡିଜିଟାଲ ସାକ୍ଷରତା ଉପଲବ୍ଧ କରାଇବା ପାଇଁ ଲକ୍ଷ୍ୟ ରଖିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version