• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବସନ୍ତ ମଞ୍ଜରୀ ସ୍ୱାସ୍ଥ୍ୟ ନିବାସ ମିଳିତ କ୍ରିୟାନୁଷ୍ଠାନ କମିଟି ଡ଼ାକରାରେ ବୈଠକ ଅନୁଷ୍ଠିତ , ସମସ୍ତ କାର୍ଯ୍ୟାନୁଷ୍ଠାନ ବିଧାୟକ ଙ୍କ ହାତରେ ନ୍ୟସ୍ତ ।।

Proprietor Abhimanyu Maharana by Proprietor Abhimanyu Maharana
August 19, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ବସନ୍ତ ମଞ୍ଜରୀ ସ୍ୱାସ୍ଥ୍ୟ ନିବାସ ମିଳିତ କ୍ରିୟାନୁଷ୍ଠାନ କମିଟି ଡ଼ାକରାରେ ବୈଠକ ଅନୁଷ୍ଠିତ , ସମସ୍ତ କାର୍ଯ୍ୟାନୁଷ୍ଠାନ ବିଧାୟକ ଙ୍କ ହାତରେ ନ୍ୟସ୍ତ  ।।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୯ ଅଗଷ୍ଟ ବୁଧବାର ) ଚାନ୍ଦପୁର /ରିପୋର୍ଟଅଭିମନ୍ୟୁ ମହାରଣା :- ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟ କୁ କୋଭିଡି ହସ୍ପିଟାଲ କରା ଯାଇଥିବା ଯୋଗୁଁ ସାଧାରଣ ଲୋକ ସ୍ୱାସ୍ଥ୍ୟ ସେବା ରୁ ବଞ୍ଚିତ ହେଉଥିବାରୁ । ଚବିଶ ଘଣ୍ଟା ସ୍ବାସ୍ଥ୍ୟ ସେବା ପାଇ ପାରୁ ନଥିବା ନେଇ ଦୃଢ ବିରୋଧ ହୋଈଛି । ଏବଂ ଗ୍ରାମବାସୀ , ବସନ୍ତ ମଞ୍ଜରୀ ଦାନ କରିଥିବା ଜାଗା ଯେଉଁଠି ହସ୍ପିଟାଲ ନିର୍ମାଣ ହୋଈଛି । ସେଥିରେ ବସନ୍ତ ମଞ୍ଜରୀ ଙ୍କ ନାମ ଉଲ୍ଲେଖ କରାଯାଉନଥିବାରୁ । ଯାହାକୁ ଅଞ୍ଚଳ ବାସୀ ସମେତ ବରିଷ୍ଠ ନେତା ବୃନ୍ଦ ଦୃଢ ପ୍ରତିବାଦ କରିଥିଲେ । ଏବଂ ଚାନ୍ଦପୁର ଜିଲ୍ଲା ପରିଷଦ ବିଜୟ କେତନ ସାହୁ ଙ୍କ ଆବାହକତ୍ୱ ରେ ଏକ ବୈଠକ ଡକାଯାଇଥିଲା ଓ ମୁଖ ପାତ୍ର ହିସାବ ରେ ମନୋଜ ଦାସ ଅବଗତ କରାଇଥିଲେ । ଏ ସଂକ୍ରାନ୍ତ ରେ ଆଞ୍ଚଳିକ କ୍ରିୟାନୁଷ୍ଠାନ କମିଟି ଚାନ୍ଦପୁର ୧୬ ତାରିଖ ରବିବାର ଅପରାହ୍ନ ୪ ଘଟିକା ଅପ୍ସରା କଲ୍ୟାଣ ମଣ୍ଡପ ଠାରେ ଏହି ସଂକ୍ରାନ୍ତ ର ଏକ ଜରୁରୀ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା ଆଗାମୀ କାର୍ଯ୍ୟପଦା ସଂପର୍କ ରେ ଅମଲାତାନ୍ତ୍ରିକ ଷଡ଼ଯନ୍ତ୍ର କୁ ପଣ୍ଡ କରିବା ପାଇଁ ।

ଏବଂ ୩ ମାସିଆ ଏମ୍ୟୁ କୁ ବାତିଲ କରିବା ପାଈଁ ମେଡ଼ିକାଲ ପୁନଃ ଫେରାଇ ଦେବା ପାଈଁ ଦୃଢ ବିରୋଧ କରିଥିଲେ ଅଞ୍ଚଳ ର ପୁର୍ବଜ ଦେଇଥିବା ଜାଗା ଓ ରାଜମାତା ବସନ୍ତ ମଞ୍ଜରୀ ଦେଇଥିବା ଜାଗା ଙ୍କୁ ଅସଙ୍ଗତ କରାନଯାଇ ତାକୁ ଜନସାଧାରଣ ଙ୍କ ସେବା ରେ ସମର୍ପି ଦେବା ପାଇଁ ଆଞ୍ଚଳିକ କ୍ରିୟାନୁଷ୍ଠାନ କମିଟି ଦାବି ରଖିଥିଲେ । ଏହି କଥା ର କଡ଼ା ବିରୋଧ ନିମନ୍ତେ ଡାକିଥିବା ବୈଠକ ରେ ସାମ୍ବାଦିକ , ବୁଦ୍ଧିଜୀବୀ ,ଅଞ୍ଚଳବାସୀ ସାମିଲ ହେବା ସହିତ ସ୍ଥାନୀୟ ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଙ୍କୁ ନିମନ୍ତ୍ରୀତ କରାଯାଇଥିଲା । ବିଧାୟକ ଙ୍କ ସମ୍ପର୍କୀୟ ଲୋକ ଙ୍କ ଦେହାନ୍ତ ହେତୁ ଉକ୍ତ ବୈଠକ ରେ ଯୋଗଦାନ କରି ପାରିନଥିବାରୁ ଏ ପର୍ଯ୍ୟନ୍ତ ସେ ଦିଗରେ କୌଣସି ନିର୍ଦ୍ଧିଷ୍ଟ ପଦକ୍ଷେପ ନିଆ ଯାଇପାରିନାହିଁ ଏବଂ ସମସ୍ତ କାର୍ଯ୍ୟାନୁଷ୍ଠାନ ଓ ଧାର୍ଯ୍ୟ ପଦକ୍ଷେପ ନିମନ୍ତେ ବିଧାୟକ ହାତରେ ନ୍ୟସ୍ତ ଥିବାରୁ ଏହି ପ୍ରତିବାଦ ବୈଠକ କୁ ପୁନଃ ସ୍ପଷ୍ଟୀକରଣ ପାଈଁ ଡକାଯିବ ବୋଲି ଧାର୍ଯ୍ୟ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version