• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 25, 2024
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୨୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି  :-> ଗଜପତି ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଆଜି ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ଅକ୍ଟୋବର ୨୮ ରିଖ ଠାରୁ ନଭେମ୍ବର ୩ ରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀ ଗଣେଶ ଚନ୍ଦ୍ର ପ୍ରଧାନ, ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ଖଣ୍ଡ ବ୍ରହ୍ମପୁର,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ, ଡିଏସପି ଦୁର୍ନୀତି ନିବାରଣ ବିଭାଗ ଶ୍ରୀ ବାସୁଦେବ ରାଓ ପ୍ରମୁଖ ଯୋଗ ଦେଇଥିଲେ ।

ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଆୟୋଜିତ ଏହି ଆଭାସୀ ବୈଠକରେ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ କାର୍ଯ୍ୟସୂଚୀ ନେଇ ଜିଲ୍ଲା ଓ ବ୍ଲକ୍ ସ୍ତରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ସପ୍ତାହ ଆରମ୍ଭ ଦିନ ଅକ୍ଟୋବର ୨୮ ତାରିଖ ଦିବା ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭି.ସି. ଜରିଆରେ ଶପଥ ପାଠ କାର୍ଯ୍ୟକ୍ରମରେ ସମସ୍ତ ଅଧିକାରୀ, କର୍ମଚାରୀ, ଜନପ୍ରତିନିଧି ପ୍ରମୁଖ ସାମିଲ ହୋଇ ଶପଥ ପାଠ କରିବେ । ମିଶନ ଶକ୍ତି ବିଭାଗ ଦ୍ଵାରା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ନେଇ ଦୁର୍ନୀତି ନିବାରଣ ସଚେତନତାର ଏକ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସମସ୍ତ ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ଗ୍ରାମ ସଭା ଆୟୋଜନ କରି ସଚେତନତା କରିବାକୁ ନିଷ୍ପତ୍ତି ନେବା ସହ କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଜିଲ୍ଲାପାଳ କହିଛନ୍ତି। ଏହି ବୈଠକରେ ଡେପୁଟି କଲେକ୍ଟର ଶ୍ରୀ ପ୍ରାନକୃଷ୍ଣ ପାଣଗ୍ରାହୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ,ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିବା ବେଳେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଭାସୀ ବୈଠକରେ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version