• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଅନୁସୂଚୀତ ଜାତି ଓ ଅନୁସୂଚିତ ଜନଜାତି, ସରକାରୀ କର୍ମଚାରୀ ସମନ୍ୱୟ ପରିଷଦ ର ଏକ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 27, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଜିଲ୍ଲାସ୍ତରୀୟ ଅନୁସୂଚୀତ ଜାତି ଓ ଅନୁସୂଚିତ ଜନଜାତି, ସରକାରୀ କର୍ମଚାରୀ ସମନ୍ୱୟ ପରିଷଦ ର ଏକ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

୨୭ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ  :->  କନ୍ଧମାଳ ଜିଲ୍ଲାର ଜିଲ୍ଲାସ୍ତରୀୟ ଅନୁସୂଚୀତ ଜାତି ଓ ଅନୁସୂଚିତ ଜନଜାତି, ସରକାରୀ କର୍ମଚାରୀ ସମ ନ୍ୱୟ ପରିଷଦ ବାର୍ଷିକ ସମ୍ମିଳନୀ ୨୦୨୪ ସ୍ଥାନୀୟ ଫୁଲବାଣୀ ସ୍ଥିତ ଗାନ୍ଧୀ ସ୍ମୃତି ଭବନ ଠାରେ ଆୟୋଜନ ଜିଲ୍ଲା ସଭପତି ଶ୍ରୀ ସୁଜନ ବେହେରା ଙ୍କ ସଭା ପତିତୋ ରେ ଅନୁଷ୍ଠିତ ହୋଇଥିଲା । ଏହି ସମ୍ମିଳନୀର ମୂଖ୍ୟ ଉଦେଶ୍ୟ ଥିଲା ସମ୍ବିଧାନ ପ୍ରଣୀତ ଆଇନ୍ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଅନୁୂଚିତ ଜନଜାତି ସରକାରୀ କର୍ମଚାରୀ ମାନେ କିପରି ନିଯୁକ୍ତି ପଦନୋଟି ଓ ଅନ୍ୟାନ୍ୟ ସୁବିଧା ରୂ ବଂଚିତ ହେଉଛନ୍ତି ତାହା କିପରି ଆଗମୀ ଦିନରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ସଂଘର ସଭାପତି ଶ୍ରୀ ସୁଜନ ବେହେରା ଓ ସଂପାଦକ ଶ୍ରୀ କୈଳାସ କହଁର, ଉପଦେଷ୍ଟା ଶ୍ରୀ ଗଣେଶ ନାୟକ ସୂଚନା ଦେଇଛନ୍ତି ।

ଯଦି ସରକାର ଆଗମୀ ଦିନରେ ଅନୁସୂଚୀତ ଜାତି ଓ ଅନୁୂଚିତ ଜନଜାତି ସରକାରୀ କର୍ମଚାରୀ ମାନଙ୍କ ନାର୍ୟ ଦାବୀ ସମ୍ବିଧାନ ପ୍ରକାରେ ପୁରଣ କରିବାରେ ଅବହେଳା କରନ୍ତି ତେବେ ରାଜ୍ୟରେ ଥିବା ସମସ୍ତ ଅନୁସୂଚୀତ ଜାତି ଓ ଅନୁୂଚିତ ଜନଜାତି ସରକାରୀ କର୍ମଚାରୀ ଏ ଦିଗରେ ସୋର ଉତ୍ତୋଳନ କରିବେ ବୋଲି ସମ୍ମିଳନୀରେ ସୁଚନା ଦେଉଥିଲେ । ଏହି ସମ୍ମିଳନୀରେ ମାନ୍ୟବର ବିଧାୟକ ବାଲିଗୁଡା ଶ୍ରୀ ଚକ୍ରମଣି କହଁର ମୁଖ୍ୟ ଅତିଥି ରୂପେ ଏବଂ ମାନ୍ୟବର ବିଧାୟକ ଜି, ଉଦୟଗିରି ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲେ । ତତ୍ ସହିତ ସ୍, ଗିରିଧାରୀ ରାଜ୍ୟ ସଂଘ ର ସଂପାଦକ ( ନିଯୁକ୍ତି ବିଭାଗ) ଏବଂ ଶ୍ରୀ ବିଶିକେ ସନ ବାଘ୍ ।

ଯୋଗଦାନ କରି ସରକାରୀ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ସମ୍ବନ୍ଧ ରେ ଆଲୋକ ପାତ କରିଥିଲେ । ଉକ୍ତ ସମ୍ମିଳନୀରେ ଜିଲା ର ୧୨ ଟି ବ୍ଲକ ରୁ ୪୦୦ ରୁ ଅଧିକ ସରକାରୀ କର୍ମଚାରୀ ୪୨ ଟି ବିଭାଗ ରୁ ଯୋଗଦାନ୍ କରି ନିଜ ନିଜର ମତ ପ୍ରକାଶ କରିଥିଲେ । ଏହି ସମ୍ମିଳନୀରେ ବିଶିଷ୍ଠ ଆଇନଜୀବୀ ଶ୍ରୀ ଲମ୍ବୋଦର କହଁ ର ଏବଂ ବିଶିଷ୍ଠ ଆଇନଜୀବୀ, ସମାଜସେବୀତଥା ସମାଜସେବୀ ଶ୍ରୀ ସତ୍ୟ ନାରାୟନ ବେହେରା ସମ୍ମାନିତ ଅତିଥି ଭାବରେ ଯୋଗଦେଇ ସମସ୍ତ ସରକାରୀ କର୍ମଚାରୀ ଙ୍କୁ ଉତ୍ସା ହିତ କରିଥିଲେ । ଉକ୍ତ ସମ୍ମିଳନୀ କୁ ସୁର ପ୍ରସାଦ ନାୟକ, ଶ୍ରୀକାନ୍ତ ବେହେରା ଓ ବିଦେଶୀ ନାୟକ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version