• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋଟି କୋଟି ଭକ୍ତଙ୍କର ଆସ୍ଥା ଏବଂ ଭାବନାକୁ କୁଠାରଘାତ କରୁଛନ୍ତି ରାଜ୍ୟସରକାର : ପୃଥ୍ୱୀରାଜ

Proprietor Abhimanyu Maharana by Proprietor Abhimanyu Maharana
August 19, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
କୋଟି କୋଟି ଭକ୍ତଙ୍କର ଆସ୍ଥା ଏବଂ ଭାବନାକୁ କୁଠାରଘାତ କରୁଛନ୍ତି ରାଜ୍ୟସରକାର : ପୃଥ୍ୱୀରାଜ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୯ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- କରୋନା ମହାମାରୀ ଏବଂ ଲୋକଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନକୁ ବନ୍ଦ ରଖିବା ପାଇଁ କଟକଣା ଜାରି କରାଯାଇଥିଲା । ପରବର୍ତୀ ସମୟରେ କେନ୍ଦ୍ର ସରକାରଙ୍କ ଅନଲକ-୧ ଗାଇଡଲାଇନ ଅନୁଯାୟୀ ଜୁନ୍ ୮ ତାରିଖରୁ ଧର୍ମାନୁଷ୍ଠାନ ଖୋଲିବା ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି । କିନ୍ତୁ ଏଯାବତ୍ ରାଜ୍ୟସରକାର ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ସମେତ ଛୋଟ ବଡ ମନ୍ଦିର ଖୋଲିବା ନେଇ କୌଣସି ନିଷ୍ପତି ନନେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ମନୁଷ୍ୟ ତା’ର ବିପତି ଏବଂ ଅସୁବିଧା ସମୟରେ ଭଗବାନଙ୍କ ଉପରେ ଭରସା ରଖିଥାଏ ଏବଂ ଭଗବାନଙ୍କ ଦର୍ଶନ ପାଇଁ ମନ୍ଦିରକୁ ଯାଇଥାଏ । ଓଡିଶା ଜନସାଧାରଣଙ୍କର ଆସ୍ଥା ଏବଂ ବିଶ୍ୱାସର ପ୍ରତୀକ ହେଉଛନ୍ତି ମହାପ୍ରଭୃ ଶ୍ରୀ ଜଗନ୍ନାଥ । କିନ୍ତୁ ଦୁର୍ଭାଗ୍ୟର ବିଷୟ ଦୀର୍ଘଦିନ ଧରି ମହାପ୍ରଭୃଙ୍କ ଶ୍ରୀମନ୍ଦିର ବନ୍ଦ ହୋଇ ପଡିଛି ।

ରାଜ୍ୟରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନେଇ ରାଜ୍ୟସରକାର ଚୂଡାନ୍ତ ନିଷ୍ପତି ନେବା ପାଇଁ ମାନ୍ୟବର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ସତ୍ୱେ ବି ରାଜ୍ୟସରକାର ଏ ଦିଗରେ କୌଣସି ପଦକ୍ଷେପ ନନେଇ ଚୁପ୍ ରହିବା ଅତ୍ୟନ୍ତ ନିନ୍ଦନୀୟ । ରାଜ୍ୟସରକାର ଭଗବାନଙ୍କ ଠାରୁ ଭକ୍ତକୁ ଦୂରେଇ ରଖି କୋଟି କୋଟି ଭକ୍ତଙ୍କର ଆସ୍ଥା ଏବଂ ଭାବନାକୁ କୁଠାରଘାତ କରୁଛନ୍ତି ବୋଲି ବିଜେପି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଭିଯୋଗ କରିଛନ୍ତି । ଅନ୍ୟ ରାଜ୍ୟ ଗୁଡିକରେ ମନ୍ଦିର ଏବଂ ଧର୍ମାାନୁଷ୍ଠାନ ଗୁଡିକ ମାନକ ପରିଚାଳନା ପ୍ରକ୍ରିୟା (ଏସଓପି)ପାଳନ କରାଯାଇ ଖୋଲା ହୋଇଛି । ଗତ କିଛି ଦିନ ତଳେ ମାତା ବୈଷ୍ଣୋ ଦେବୀଙ୍କ ମନ୍ଦିର ଖୋଲାଯାଇଛି । ତିରୁପତି ଠାରେ ପ୍ରଭୃ ବାଲାଜୀଙ୍କ ମନ୍ଦିର ଏସଓପି ପାଳନ କରି ଖୋଲାଯାଇଥିବାରୁ ଭକ୍ତମାନେ ପ୍ରଭୃଙ୍କ ଦର୍ଶନ କରିପାରୁଛନ୍ତି । ଯଦି ଅନ୍ୟ ରାଜ୍ୟମାନଙ୍କରେ ମନ୍ଦିର ଖୋଲ ଯାଇ ପାରୁଛି ତେବେ ଓଡିଶାରେ ଅସୁବିଧା କେଉଁଠି ରହିଛିି ? ଓଡିଆ ଲୋକଙ୍କୁ ପ୍ରଭୃ ଜଗନ୍ନାଥଙ୍କ ଦର୍ଶନ ଠାରୁ ଦୂରେଇ ରଖିବାର ଉଦ୍ଦେଶ୍ୟ କ’ଣ ରାଜ୍ୟସରକାର ଏହାର ଉତର ଦିଅନ୍ତୁ ।

ଲୋକଙ୍କ ଆସ୍ଥା ସହ ଖେଳିବା ପାଇଁ କୌଣସି ସରକାରର ଅଧିକାର ନାହିଁ । ସେହିପରି ମନ୍ଦିରରେ ପୂଜା କରୁଥିବା ବାହ୍ମଣ ଏବଂ ପୂଜକମାନେ ଏବେ ଅଭାବ ଅନଟନରେ ଅଛନ୍ତି । ମନ୍ଦିର ଖୋଲାଯାଉନଥିବାରୁ ତାଙ୍କ ପରିବାର ଚଳେଇବା ଏବେ କାଠିକର ପାଠ ହୋଇଛି । ରାଜ୍ୟସରକାର ଏହାକୁ ଗୁରୁତର ସହ ନେଇ କୋଭିଡ ୧୯ ନିୟମ ଅନୁଯାୟୀ ଏସଓପି ପାଳନ କରି ମନ୍ଦିର ଏବଂ ଧର୍ମାନୁଷ୍ଠାନ ଖୋଲନ୍ତୁ ବୋଲି ଶ୍ରୀ ହରିଚନ୍ଦନ ଦାବୀ କରିଛନ୍ତି । ପୂର୍ବରୁ ପୁରୀରେ ମହାପ୍ରଭୃଙ୍କ ରଥଯାତ୍ରା ବନ୍ଦ କରିବା ପାଇଁ ରାଜ୍ୟସରକାର ଏକ ବଡ ଷଡଯନ୍ତ୍ର କରିଥିଲେ । ରଥଯାତ୍ରା ସମୟରେ ରାଜ୍ୟସରକାର ସତ୍ୟପାଠ ଦାଖଲ କରିଥିଲେ କି, ଲକ୍ଷ ଲକ୍ଷ ଭକ୍ତ ଏକାଠୀ ହେବା ଯୋଗୁଁ ରାଜ୍ୟରେ କରୋନା ବ୍ୟାପିଯିବ । ଏହା ସଂପୂର୍ଣ୍ଣର୍ଭାବେ ଅମୂଳକ ଓ ମିଥ୍ୟାରେ ପରିଣତ ହେଲା । ମାନ୍ୟବର ସୁପ୍ରିମକୋର୍ଟ ଏବଂ କେନ୍ଦ୍ରସରକାରଙ୍କ ହସ୍ତକ୍ଷେପ ଯୋଗୁଁ ସୁରୁଖୁରୁରେ ବିନା ଭକ୍ତରେ ରଥଯାତ୍ରା ସଂପୂର୍ଣ୍ଣ ହେଲା । କୋଟି କୋଟି ଭକ୍ତ ଟିଭି ମାଧ୍ୟମରେ ପ୍ରଭୃଙ୍କର ଦର୍ଶନ କରିପାରିଥିଲେ । ସେହିପରି ମନ୍ଦିରରରେ ଭକ୍ତମାନଙ୍କର ଦର୍ଶନ କରିବାର ବ୍ୟବସ୍ଥା ରାଜ୍ୟସରକାର ତୁରନ୍ତ କରିବାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀ ଏ ଦିଗରେ ହସ୍ତକ୍ଷେପ କରି ମନ୍ଦିର ଖୋଲିବା ନେଇ ଏକ ଠୋସ୍ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଶ୍ରୀ ହରିଚନ୍ଦନ ଦାବୀ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version