• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ରେଲୱେ ଷ୍ଟେସନରେ ଦୀପ ଏବଂ ଦୀପାବଳୀ : ଗ୍ରାମୀଣ ଉତ୍ପାଦ ଉପଲବ୍ଧ

Proprietor Abhimanyu Maharana by Proprietor Abhimanyu Maharana
October 29, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
କଟକ ରେଲୱେ ଷ୍ଟେସନରେ ଦୀପ ଏବଂ ଦୀପାବଳୀ : ଗ୍ରାମୀଣ ଉତ୍ପାଦ ଉପଲବ୍ଧ
Share on FacebookShare on TwitterWhatsapp

୨୮ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ  :-> ଗୋଟିଏ ଷ୍ଟେସନ୍ ଗୋଟିଏ ଉତ୍ପାଦ ଆଉଟଲେଟ୍ ମାଧ୍ୟମରେ କଟକ ରେଲୱେ ଷ୍ଟେସନରେ ଦୀପ ଏବଂ ଦୀପାବଳୀ ଅନ୍ୟାନ୍ୟ ଗ୍ରାମୀଣ ଉତ୍ପାଦ ଉପଲବ୍ଧ । ଓଡ଼ିଶା ଗ୍ରାମୀଣ ବିକାଶ ଏବଂ ମାର୍କେଟିଂ ସୋସାଇଟି (ଓରମାସ)କଟକ ସହିତ ମିଳିତ ଭାବରେ ନିଆଯାଇଥିବା ଏକ ପଦକ୍ଷେପ । ଏହି ଦୀପାବଳୀରେ ରେଳ ଷ୍ଟେସନରେ ଗ୍ରାମୀଣ ଉତ୍ପାଦକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କଟକ ରେଳ ଷ୍ଟେସନରେ ଏକ “ଗୋଟିଏ ଷ୍ଟେସନ୍ ଗୋଟିଏ ଉତ୍ପାଦ” ଆଉଟଲେଟ୍ ଖୋଲାଯାଇଛି ।

ଯେଉଁଠି, ଟେରାକୋଟା ଏବଂ ଗାଈ ଗୋବର ଦ୍ଵାରା ତିଆରି କରାଯାଇଥିବା ଦୀପ, ସାଜସଜ୍ଜା ମହମବତୀ,ବଳିତା, ଜଡ଼ାତେଲ,ପୂଜା ସାମଗ୍ରୀ,ଅଗରବତୀ ଇତ୍ୟାଦି ଉପଲବ୍ଧ କରାଯାଉଛି । ଏହି ଗ୍ରାମୀଣ ଉତ୍ପାଦଗୁଡ଼ିକ ଓଡ଼ିଶା ଗ୍ରାମୀଣ ବିକାଶ ଏବଂ ମାର୍କେଟିଂ ସୋସାଇଟି (ଓରମାସ)କଟକ ଦ୍ୱାରା । ପ୍ରୋତ୍ସାହିତ ସମ୍ପ୍ରଦାୟ ଭିତ୍ତିକ ସଂଗଠନ ଗୁଡ଼ିକ ଦ୍ୱାରା ତିଆରି କରାଯାଇଛି । କଟକ ଜିଲ୍ଲାର ବହୁ ମହିଳା କାରିଗର ତଥା ସ୍ଵୟଂ ସହାୟକ ଗୋଷ୍ଠୀ ନିଜର ଜୀବିକା ନିର୍ବାହ ପାଇଁ କାର୍ଯ୍ୟ କରୁଛନ୍ତି ।

ଗୋଟିଏ ଷ୍ଟେସନ୍ ଗୋଟିଏ ଉତ୍ପାଦ ସ୍ଥାନୀୟ କାରିଗର, କୁମ୍ଭକାର, ବୁଣାକାର, ହ୍ୟାଣ୍ଡଲୁମ୍ ବୁଣାକାର, ଆଦିବାସୀ ମାନଙ୍କର ଜୀବିକା ବୃଦ୍ଧି ତଥା କଲ୍ୟାଣ ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଦ୍ଵାରା ନିଆଯାଇଥିବା ଏକ ପଦକ୍ଷେପ । ଏହି ଓଏସ୍ଓପି ସ୍କିମ୍ ଅଧୀନରେ ରେଳ ଷ୍ଟେସନ ଗୁଡିକ ସ୍ଥାନୀୟ ଉତ୍ପାଦ ଗୁଡିକ ପାଇଁ ଏକ ମାର୍କେଟିଂ ଚ୍ୟାନେଲ୍ ଏବଂ ପ୍ରମୋସନାଲ୍ ହବ୍ ଭଳି କାମକରୁଛି । ଖୋର୍ଦ୍ଧାରୋଡ୍ ମଣ୍ଡଳ ଏହାର ଯାତ୍ରୀମାନଙ୍କୁ କଟକ ରେଳ ଷ୍ଟେସନରେ“ଗୋଟିଏ ଷ୍ଟେସନ୍ ଗୋଟିଏ ଉତ୍ପାଦ” ଆଉଟଲେଟରେ ମିଳୁଥିବା ଗ୍ରାମୀଣ ଦୀପାବଳୀ ଉତ୍ପାଦ ଗୁଡ଼ିକର ଲାଭ ଉଠାଇ ସେମାନଙ୍କ ପର୍ବକୁ ସ୍ମରଣୀୟ କରିବାକୁ ଅନୁରୋଧ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version