• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବରୀ ବିଧାୟିକା ଙ୍କ ନେତୃତ୍ବରେ ବିରୋଧୀ ଶୂନ୍ୟ ହେଉଛି – ବରୀ

Proprietor Abhimanyu Maharana by Proprietor Abhimanyu Maharana
August 19, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବରୀ ବିଧାୟିକା ଙ୍କ ନେତୃତ୍ବରେ ବିରୋଧୀ ଶୂନ୍ୟ ହେଉଛି – ବରୀ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୯ ଅଗଷ୍ଟ ବୁଧବାର) ଗଜପତି :- ବରୀ ରେ ବିରୋଧୀ ଶୂନ୍ୟ ହେଉଛି ବିଜେଡ଼ି। ମାନ୍ୟବର ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସଙ୍କ ନେତୃତ୍ବରେ ଆଜି ୩ଜଣ ସରପଂଚ ବିଜେପି ଛାଡି ଆଜି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦଇଛନ୍ତି। ଆଜି ମାନ୍ୟବର ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ତାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ସମୟରେ ପହଞ୍ଚି ଥିଲେ ଯାଜପୁର ବ୍ଲକ୍ ଅନ୍ତର୍ଗତ ଝାଲପଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯେଉଁଠି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ସ୍ବଚ୍ଛ ଓ ବିକାଶ ଶାସନ ତଥା ଆମ ପ୍ରିୟ ବିଧାୟିକାଙ୍କ ସର୍ବଜନ ହିତାୟଃ ସର୍ବଜନ ସୁଖାୟଃ ନିତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ଝାଲପଡା ସରପଞ୍ଚ ଶ୍ରୀଯୁକ୍ତ ନିର୍ମଳ ସାମଲ ତାଙ୍କର ସମର୍ଥକ ଙ୍କ ସହ ବିଜୁ ଜନତା ଦଳରେ ସାମିଲ ହେଲେ ।

ବରୀ ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ସମସ୍ତ ସାଂଗଠନିକ ନେତୃତ୍ଵଙ୍କ ସହ କାର୍ଯ୍ୟକର୍ତ୍ତା ଗଣ ଶ୍ରୀଯୁକ୍ତ ସାମଲ ଙ୍କ ଏହି ମିଶ୍ରଣ କୁ ସ୍ବାଗତ ଜଣାଇଛନ୍ତି ।ସେହିପରି ବରୀ ନିର୍ବାଚନ ମଣ୍ଡଳୀ ର ପେଣ୍ଠସ୍ଥଳୀ ବରୀ ପଞ୍ଚାୟତ ର ସରପଞ୍ଚ ତଥା ଦଳିତ ନେତା ଶ୍ରୀଯୁକ୍ତ ରାମାକାନ୍ତ ମଳିକ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ୍ ହୋଇ ବରୀ ଅଞ୍ଚଳର ସାମଗ୍ରିକ ବିକାଶ ରେ ସହଯୋଗ କରିବାକୁ ତାଙ୍କର ପ୍ରତିବଦ୍ଧତା ଜାହିର କରିଅଛନ୍ତି ।

ଏହି କାର୍ଯ୍ୟକ୍ରମ ରେ ବରୀ ବିଜୁ ଜନତା ଦଳର ଆବାହକ ଶ୍ରୀଯୁକ୍ତ ଦେବେନ୍ଦ୍ର ଦାସ, ବରୀ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ କେଦାର ସାମଲ, ଯୁବ ନେତା ତଥା ୨୧ନମ୍ବର ଯୋନ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଅଶୋକ ସାମଲ, ବରୀ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀଯୁକ୍ତ ରଞ୍ଜନ ପଣ୍ଡା, ବିଜୁ ଛାତ୍ର ଜନତା ଦଳ ର ସଭାପତି ଶ୍ରୀଯୁକ୍ତ ସଦିତ୍ସା ସାମଲ ଙ୍କ ସମେତ ବହୁ ନେତୃବୃନ୍ଦ ଏ ମିଶ୍ରଣ ପାଇଁ ଶ୍ରୀଯୁକ୍ତ ମଳିକ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ମାନ୍ୟବର ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଙ୍କ ମିଶ୍ରଣ କାର୍ଯ୍ୟକ୍ରମ ର ଦିତୀୟ ପର୍ଯ୍ୟାୟ ବରୀ ବ୍ଲକ ର ଅନ୍ୟାସୀପୁର ରେ ଅନୁଷ୍ଠିତ ହୋଇଯାଇଅଛି ଉକ୍ତ କାର୍ଯ୍ୟକ୍ରମ ରେ ବରିଷ୍ଠ ଭାଜପା ନେତା ତଥା ବରୀ ନିର୍ବାଚନ ମଣ୍ଡଳୀ ର ଅନ୍ୟତମ ଦଳିତ ଚେହେରା ଶ୍ରୀଯୁକ୍ତ ସୁଲଭ ଚନ୍ଦ୍ର ମଳିକ ଏବଂ ଅନ୍ୟାସୀପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଶୁଭଲକ୍ଷ୍ମୀ ମଳିକଙ୍କ ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ଯୋଗଦାନ ଫଳରେ ବରୀ ବିଜୁ ଜନତା ଦଳ ସଶକ୍ତ ହେଉଥିବା ସ୍ଥଳେ, ବରୀ ବିରୋଧୀ ଶୂନ୍ୟ ହେବା ତୀବ୍ରତର ହେଉଛି। ( ରିପୋର୍ଟ ସ୍ୱୟଂ ପ୍ରକାଶ ଦାଶ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version