• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି କୁ ଧୋଇଲେ ରୁଦ୍ର ପ୍ରତାପ ମହାରଥୀ କହିଲେ ୫ ମାସ ଭିତରେ କରିଛ କ’ଣ

Proprietor Abhimanyu Maharana by Proprietor Abhimanyu Maharana
October 31, 2024
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ବିଜେପି କୁ ଧୋଇଲେ ରୁଦ୍ର ପ୍ରତାପ ମହାରଥୀ କହିଲେ ୫ ମାସ ଭିତରେ କରିଛ କ’ଣ
Share on FacebookShare on TwitterWhatsapp

୩୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପିପିଲି  :-> ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ପିପିଲି ଏନସିସି ପକ୍ଷରୁ ଏକ ଜନ ସଂପର୍କ ପଦଯାତ୍ରା କରାଯାଇଥିଲା । ଏହି ପଦଯାତ୍ରା ଟି ପିପିଲି ର ପୂର୍ବତନ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ଙ୍କ ନେତୃତ୍ୱରେ ଏକ ବିଶାଳ ପଦଯାତ୍ରା ହାଇସ୍କୁଲ ଠାରୁ ଆରମ୍ଭ ହୋଇ ପିପିଲି ପାର୍ଟି ଅଫିସ୍ ପର୍ଯ୍ୟନ୍ତ ଯାଇଥିଲା । ଏହି ପଦଯାତ୍ରା ମାଧ୍ୟମରେ ସାଧାରଣ ଲୋକମାନଙ୍କ ର ସମସ୍ୟା ସଂପର୍କରେ ବୁଝିବା ସହିତ ଶାସକ ଦଳ ନେତାଙ୍କ ଉପରେ ଖୁବ୍ ବର୍ଷିଥିଲେ ପୂର୍ବତନ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ।

ଏବଂ କଟାକ୍ଷ କରି କହିଥିଲେ ଯେ ଏ ବିଜେପି ସରକାର ଯାହା ବଡପା ଦେଖାଇବାକୁ ଯାଇ ବଡ଼ ବଡ଼ ପ୍ରତିଶ୍ରୁତି ଦେଇଥିଲା ତାହାକୁ ୧୦୦ ଦିନ ଅର୍ଥାତ୍ ତିନି ମାସରୁ ଉର୍ଦ୍ଧ୍ବ ଦିନ ଭିତରେ କରିଦେଖାବା ପାଇଁ ଯେଉଁ ଦୃଢକ୍ତି ଦେଖାଉଥିଲେ ତାହା ଆଜକୁ ୫ ମାସ ବିତିଯାଇଥିଲେ ବି ଏ ପର୍ଯ୍ୟନ୍ତ କୌଣସି ବିକାଶ ମୂଳକ କାର୍ଯ୍ୟ ସଠିକ ଢଙ୍ଗରେ ଡେଲାଙ୍ଗ -ପିପିଲି ରେ କରାଯାଇପାରିନାହିଁ,କେବଳ ବିଜେଡ଼ି ସରକାର ର ପୂର୍ବ ଯୋଜନା‌ କୁ ରଙ୍ଗ ମରାଯାଇ ଡେଲାଙ୍ଗ -ପିପିଲି ଅଞ୍ଚଳର ବିକାଶ ହେଉଛି ବୋଲି ମିଛ ବାହାସ୍ପଟ ମାରୁଛନ୍ତି ବିଜେପି ନେତା ଏହା କହିବା ସହ କ୍ଷୋଭ ପ୍ରକାଶ କରିଥିଲେ ରୁଦ୍ର ପ୍ରତାପ ମହାରଥୀ ।

ନୂତନ ସରକାର ର ନିର୍ବାଚନ ପୂର୍ବରୁ ଯେଉଁ ସବୁ ପ୍ରତିଶ୍ରୁତି ଦେଇଥିଲେ ସେ କେତେ ପୂରଣ କରିଛନ୍ତି ବୋଲି ସେ କଡ଼ା ସମାଲୋଚନା କରିବା ସହିତ ପ୍ରଶ୍ନ କରିଛନ୍ତି ବିଜେପି ସରକାରକୁ। ମହିଳା ମାନଙ୍କୁ ଠକିଛି ଏ ସରକାର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛି ଏ ମିଛୁଆ ସରକାର। ଶୁଭଦ୍ରା ଯୋଜନାରେ ସମସ୍ତଙ୍କୁ ପ୍ରତ୍ୟେକ ମହିଳା ମାନଙ୍କୁ ୫୦୦୦୦ ଟଙ୍କାର ଭାଉଚର ଦେବେ ବୋଲି କହିଥିଲେ ତାଙ୍କ ନେତା କୁହନ୍ତୁ ଡେଲାଙ୍ଗ -ପିପିଲି ଅଞ୍ଚଳର କେତେଜଣ ମହିଳା ମା ମାନେ ଏହି ଶୁଭଦ୍ରା ଯୋଜନା ପାଇଛନ୍ତି ଏହା ତାଙ୍କର ଶସ୍ତା ରାଜନୀତି ବୋଲି କହିଥିଲେ ରୁଦ୍ର। ଏହି ପଦଯାତ୍ରା ପିପିଲି ଏନସିସି ର ହାଟଛକ ରୁ ପିପିଲି ବିଜେଡ଼ି ପାର୍ଟି ଅଫିସ୍ ପର୍ଯ୍ୟନ୍ତ ବିଭିନ୍ନ ନାରାବାଜି ସହିତ ପହଞ୍ଚିଥିଲା। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା ଧରଣୀଧର ସାହୁ, ଏନସିସି ଅଧ୍ୟକ୍ଷ ସେକ୍ ବାବୁ, ବ୍ଲକ୍ ଅଧ୍ୟକ୍ଷା ଦେବସ୍ଵନୀ ନନ୍ଦଙ୍କ ସହ ବହୁ ନେତୃବୃନ୍ଦ ଓ ଶତାଧିକ ବିଜେଡ଼ି କର୍ମୀ ମାନେ ଏହି ଜନ ସଂପର୍କ ପଦଯାତ୍ରା ରେ ସାମିଲ ହୋଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

October 8, 2026
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

October 8, 2026
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version