• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ସ୍ବେଚ୍ଛାସେବୀ

Proprietor Abhimanyu Maharana by Proprietor Abhimanyu Maharana
November 1, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ସ୍ବେଚ୍ଛାସେବୀ
Share on FacebookShare on TwitterWhatsapp

୩୧ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଖଣ୍ଡପଡ଼ା :-> କେନ୍ଦ୍ର ସରକାରଙ୍କ ମୋ ଭାରତ ସଂସ୍ଥା ତରଫରୁ ଗଣିଆ ବଜାର ଅଞ୍ଚଳରେ ଯୁବ ଭାରତ ଆସୋସିଏସନ୍ ଉଦ୍ୟମ ରେ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ “ମେଡିକାଲ ସ୍ଵେଚ୍ଛାସେବୀ” କାର୍ଯ୍ୟକ୍ରମ ସମ୍ପାଦନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ କେନ୍ଦ୍ର ସରକାରଙ୍କ ମୋ ଭାରତ ସଂସ୍ଥା ର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ହୋଇଥିଲା ।

ଏହି ମେଡିକାଲ ସ୍ଵେଚ୍ଛାସେବୀ କାର୍ଯ୍ୟକ୍ରମ ଟି ଖଣ୍ଡପଡ଼ା ର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆୟୋଜିତ ହୋଇଥିଲା । ଏହି ସଫେଇ କାର୍ଯ୍ୟକ୍ରମ ରେ ଯୁବ ସ୍ଵେଚ୍ଛାସେବୀ ଗଣ ଡାକ୍ତରଖାନା କୁ ଆସୁଥିବା ରୋଗୀ ଏବଂ ତାଙ୍କର ସମ୍ପର୍କୀୟ ଙ୍କୁ ସଠିକ୍ ରାସ୍ତା ଦେଖାଇବା ଏବଂ ରୋଗୀଙ୍କୁ ବାହ୍ୟ ପରୀକ୍ଷା ଗାର ଓ ଔଷଧ ଦୋକାନ କୁ ନେବା ଆଣିବା ରେ ସହଯୋଗ କରିବା ସହିତ ଅନେକ ରୋଗୀଙ୍କୁ ଡାକ୍ତରଖାନା ରେ ଉପଲବ୍ଧ ଔଷଧ ପ୍ରାପ୍ତ କରାଇବାରେ ସହଯୋଗ ର ହାତ ବଢିଥିଲେ ।

ଏହି କାର୍ଯ୍ୟକ୍ରମ ରେ ଖଣ୍ଡପଡ଼ା ର ପଠାଣି ସାମନ୍ତ ପୂଜ୍ୟପୂଜା ସମିତି ର ସ୍ବେଚ୍ଛାସେବୀ ମହେନ୍ଦ୍ର କୁମାର ବାରିକ ଙ୍କ ସହିତ ଯୁବ ଭାରତ ଆସୋସିଏସନ୍ ର ଯୁବ ସ୍ବେଚ୍ଛାସେବୀ ପ୍ରିୟବ୍ରତ ମିଶ୍ର, ଦେବବ୍ରତ ମିଶ୍ର, ତନ୍ମୟ ରଞ୍ଜନ ସାହୁ,ସିଦ୍ଧାର୍ଥ ପରିଡ଼ା, ବାପୁନି ବେହେରା, ସୁଜିତ୍ କୁମାର ଚଣ୍ଡ ଆଦି ଯୋଗ ଦେଇ କାର୍ଯ୍ୟକ୍ରମ କୁ ସଫଳ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକଙ୍କ ପିତୃ ବିୟୋଗ

ସାମ୍ବାଦିକଙ୍କ ପିତୃ ବିୟୋଗ

May 27, 2026
କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

May 27, 2026
ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

May 27, 2026
ନାଟ୍ୟକାର ପରଶୁରାମ ହରିଚନ୍ଦନ ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଉତ୍ସବ

ନାଟ୍ୟକାର ପରଶୁରାମ ହରିଚନ୍ଦନ ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଉତ୍ସବ

May 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକଙ୍କ ପିତୃ ବିୟୋଗ

ସାମ୍ବାଦିକଙ୍କ ପିତୃ ବିୟୋଗ

May 27, 2026
କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

May 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version