• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିନ୍ଦଲ କାରଖାନାରକୁ ପ୍ରଦୂଷଣ ବିଭାଗ ର କାରଣଦର୍ଶାଅ ନୋଟିସ, କେତେ ହେଉଛି କାର୍ଯ୍ୟକାରୀ ?

Proprietor Abhimanyu Maharana by Proprietor Abhimanyu Maharana
November 1, 2024
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ଜିନ୍ଦଲ କାରଖାନାରକୁ ପ୍ରଦୂଷଣ ବିଭାଗ ର କାରଣଦର୍ଶାଅ ନୋଟିସ, କେତେ ହେଉଛି କାର୍ଯ୍ୟକାରୀ ?
Share on FacebookShare on TwitterWhatsapp

ପ୍ରଦୂଷଣ ଯନ୍ତାରେ କଳିଙ୍ଗନଗରବାସୀ ଛଟପଟ

ପ୍ରଦୂଷଣ ଯନ୍ତାରେ କଳିଙ୍ଗନଗରବାସୀ ଛଟପଟ ହେଉଥିବା ବେଳ ଏବେ କାରଖାନା ପାଇଁ ଶିଳ୍ପପତିମାନଙ୍କ ଲମ୍ବା ଧାଡ଼ି ଲାଗିଛି । ଏପଟେ ଜନ ଶୁଣାଣି ପାଇଁ ନାନା ବିଭ୍ରାନ୍ତିକର ତଥ୍ୟ ଦିଆଯାଉଛି । ଏହାକୁ ନେଇ ବଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି ।

୩୧ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳିଙ୍ଗନଗର :-> କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଜିନ୍ଦଲ କାରଖାନା କୁ ମାତ୍ରାଧିକ ବାୟୁ ଜଳ ପ୍ରଦୂଷଣ କରୁଥିବା ପାଇଁ ପ୍ରଦୂଷଣ ବିଭାଗ କାରଣ ଦର୍ଶାଅ ନୋଟିସ ଦେଇଛନ୍ତି,କଳିଙ୍ଗ ନଗର ଶିଳ୍ପ ରାଜଧାନୀ ରେ ୧୫ରୁ ଉର୍ଦ୍ଧ କାରଖାନା ସ୍ଥାପିତ ହୋଇଛି । ଦିନ କୁ ଦିନ କଳିଙ୍ଗ ନଗର ଅଞ୍ଚଳରେ ବାୟୁ,ଜଳ ପ୍ରଦୂଷଣ ବଢି ଚାଲିଛି ଯାହା ଫଳରେ କାରଖାନା ଚାରିପାଖରେ ଥିବା ଜନସାଧାରଣ ବିଭିନ୍ନ ରୋଗର ଶିକାର ହେବା ସହ ମୃତ୍ୟୁ ମୁଖରେ ପଡୁଛନ୍ତି ।

ଯାହା କୁ ନେଇ ନୂତନ ଆଞ୍ଚଳିକ ପ୍ରଦୂଷଣ ବିଭାଗ ର ମୁଖ୍ୟ ନିଜର କାର୍ଯ୍ୟଦକ୍ଷତା ବଳରେ କଳିଙ୍ଗନଗର ରେ ଥିବା ଏକାଧିକ କାରଖାନା କୁ ପ୍ରଦୂଷଣ ନିୟନ୍ତ୍ରଣ କରିବା ପାଇଁ ବହୁ ସମୟରେ ପରିଦର୍ଶନ କଲା ପରେ ଏବେ କାରଣଦର୍ଶାଅ ନୋଟିସ ପଠାଉଛନ୍ତି । ସୂଚନା ମୁତାବକ ଚିଠି ସଂଖ୍ୟା ୧୭୧୮୬ ଆଇଏନଡି ଆଇ କେନ୍ ୫୨୮୭ ତା ୨୫.୧୦.୨୪ ରେ ଜିନ୍ଦଲ କାରଖାନାରକୁ ଦୁଇ ସପ୍ତାହ ମଧ୍ୟରେ ଉତ୍ତର ରଖିବା ପାଇଁ କାରଖାନା କୁ ନୋଟିସ ଦିଆଯାଇଛି, ଯଦି କୌଣସି ସନ୍ତୋଷ ଜନକ ଉତ୍ତର ନ ଦିଆ ଯାଏ ତେବେ କାରଖାନା ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି,

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବିଭାଗ ର ସଚିବ,ଗତ ୮.୦୯.୨୩ ର ରିପୋର୍ଟ ଆଧାରରେ ଗୋଟିଏ ଚିଠି କରିଥିଲେ ଚିଠି ସଂଖ୍ୟା ୧୬୩୮୧ ଥିବା ରିପୋର୍ଟ ଦେଇଥିବା ବେଳେ ଗତ ୨୬.୦୯.୨୪ରେ ଆଞ୍ଚଳିକ ପ୍ରଦୂଷଣ ବିଭାଗ ର ପରିଦର୍ଶନ ସମୟରେ ଜିନ୍ଦଲ ଗେଟ୍ ନମ୍ବର ୩ର ନିକଟସ୍ଥ ଗଳାବାଟ ରେ ଛାଡୁଥିବା ଜଳ ନମୁନା ସଂଗ୍ରହ କରିଥିଲେ ପ୍ରଦୂଷଣ ବିଭାଗ ର କର୍ମକର୍ତ୍ତା ଯାହା କି ପରିବେଶ ପାଇଁ କ୍ଷତିକାରକ ହୋଇଥିବା ଯୋଗୁଁ ଅଧିକାରୀ ଙ୍କ ରିପୋର୍ଟ ଅନୁଯାୟୀ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବିଭାଗ ର ସଚିବ ଏପରି ନିର୍ଦ୍ଦେଶ ଜାରି କରିଛନ୍ତି । ତେଣୁ ଆଗକୁ ଦେଖିବାକୁ ବାକି ରହିଲା କି ର ଜିନ୍ଦଲ କାରଖାନାର ପ୍ରଦୂଷଣ ନିୟନ୍ତ୍ରଣ କରିବା ପାଇଁ କ’ଣ ସବୁ ପଦକ୍ଷେପ ଗ୍ରହଣ କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version