• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶୁଭ ମଙ୍ଗଳ ଗୀତ ସଙ୍ଗୀତ ମଞ୍ଚ ର ୨ୟ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
November 3, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଶୁଭ ମଙ୍ଗଳ ଗୀତ ସଙ୍ଗୀତ ମଞ୍ଚ ର ୨ୟ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

୦୩ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ବାଣପୁର  :-> ବାଣପୁର ସ୍ଥିତ ସାହିତ୍ୟ ସିନ୍ଦୁରା ଓ ପରିଡ଼ା ପାଠାଗାର ପରିସରରେ ଏହି ଅନୁଷ୍ଠାନ ର ସାଂସ୍କୃତିକ ବିଭାଗ ଶୁଭ ମଙ୍ଗଳ ଗୀତ ସଙ୍ଗୀତ ମଞ୍ଚ ର ୨ୟ ବାର୍ଷିକ ଉତ୍ସବ ଆଜି ସନ୍ଧ୍ୟାରେ ବର୍ଣ୍ଣାଢ଼୍ୟ ପରିଵେଶ ମଧ୍ୟରେ ଶୁଭ ମଙ୍ଗଳ କଲ୍ୟାଣ ମଣ୍ଡପ,ଵିଧାରପୁର ଠାରେ ଅନୁଷ୍ଠିତ ହୋଇ ଯାଇଛି।ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ନଳିନୀ କାନ୍ତ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ନାଚୁଣୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫେସର ରାଜ କିଶୋର ସାହୁ,

ସମ୍ମାନିତ ଅତିଥି ଭାବେ ଚିଲିକା ବ୍ଲକ ର ପ୍ରାକ୍ତନ ଅଧ୍ୟକ୍ଷ ଲଳିତ ମୋହନ ପଟ୍ଟନାୟକ , ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ଲାଭ କରିଥିବା ଶିବାନୀ ରାଉତ ପ୍ରମୁଖ ଯୋଗଦେଇ ଓଡ଼ିଶା ର ସାହିତ୍ୟ ଓ ସଂସ୍କୃତିର ଦିଗ୍ ବଳୟ କୁ ପରିବ୍ୟାପ୍ତ କରିବାରେ ଏହି ଅନୁଷ୍ଠାନ ର ପ୍ରମୁଖ ଭୂମିକା ର ଭୂୟସୀ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମ କୁ ସନ୍ ଯୋଜନା କରିଥିଲେ ବିଶିଷ୍ଟ ମଞ୍ଚ ନିର୍ଦ୍ଦେଶକ ଜିତେନ୍ଦ୍ର ପଟ୍ଟନାୟକ। ଏହାପରେ ଅନୁଷ୍ଠାନ ର କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ ଵିଚିତ୍ରା ପରିବେଷିତ ହୋଇଥିଲା। ଉତ୍ସବ ର ସାମଗ୍ରିକ ପରିଚାଳନା କରିଥିଲେ ଏବଂ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ସାହିତ୍ୟ ସିନ୍ଦୁରା ଓ ପରିଡ଼ା ପାଠାଗାର ର ପରିଚାଳକ ଗୋଲକ ବିହାରୀ ପରିଡ଼ା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version