• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହୋତ୍ସବ କମିଟିର ନୂତନ ଅଧକ୍ଷ ରୂପେ ସମ୍ବର୍ଦ୍ଧିତ ହେଲେ ବିଧାୟକ ପ୍ରଦୀପ ସାହୁ

Proprietor Abhimanyu Maharana by Proprietor Abhimanyu Maharana
November 4, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମହୋତ୍ସବ କମିଟିର ନୂତନ ଅଧକ୍ଷ ରୂପେ ସମ୍ବର୍ଦ୍ଧିତ ହେଲେ ବିଧାୟକ ପ୍ରଦୀପ ସାହୁ
Share on FacebookShare on TwitterWhatsapp

୦୩ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :-> ରାଜ୍ୟ ତଥା ରାଜ୍ୟ ବାହାରେ ଅଂଚଳର ପାରମ୍ପରିକ ସଂସ୍କୃତି,ଲୋକକଳା ବୈଭବ,ଭାଇଚାରା,ଗର୍ବ, ଗୌରବ ଓ ଗରିମାକୁ ଉଜ୍ଜୀବିତ କରିପାରିଛି ବୋଲଗଡ଼ ମହୋତ୍ସବ। ସୂଚନା ଯେ ୨୬ ଡିସେମ୍ବର ୨୦୦୪ ମସିହାରେ ଶିଶୁ ଭାବେ ବୋଲଗଡ଼ ମହୋତ୍ସବ ଜନ୍ମ ଗ୍ରହଣ କରି ଆଜି ଯୌବନରେ ପଦାର୍ପଣ କରିଛି । ଏହି ପାରମ୍ପରିକ ବୋଲଗଡ଼ ମହୋତ୍ସବର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ଜାନକୀ ବଲ୍ଲଭ ପାଢ଼ୀ ଓ କର୍ମକର୍ତ୍ତା ତଥା କମିଟିର ନିଷ୍ପତି ଥିଲା ଏହି କି ଯେ ଅଂଚଳର ନିର୍ବାଚିତ ଜନପ୍ରତିନିଧି ବିଧାୟକ ମହୋତ୍ସବ କମିଟିର ଅଧକ୍ଷ ଦାୟୀତ୍ୱ ବହନ କରିବେ ।

ଏହି ପାରମ୍ପରିକ ନୀତିନିୟମ ଆଦିକୁ ବଜାୟ ରଖି ରବିବାର ସ୍ଥାନୀୟ ମିନି ଷ୍ଟାଡିୟମଠାରେ କମିଟି ଦ୍ଵାରା ଆୟୋଜିତ ଏକ ସାଧାରଣ ସଭାରେ ବିଧାୟକ ପ୍ରଦୀପ କୁମାର ସାହୁ ବୋଲଗଡ଼ ମହୋତ୍ସବର ନୂତନ ଅଧକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ କମିଟି ପକ୍ଷରୁ ବିଧାୟକ ଶ୍ରୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ସାଧାରଣ ସଭାରେ କାର୍ଯ୍ୟକାରୀ ସଭାପତି ରବୀନ୍ଦ୍ର ପରିଡା ସଭାପତିତ୍ୱ କରିଥିଲେ। ଏଥିରେ ସାଧାରଣ ସମ୍ପାଦକ ବୀର ଦାସ,

ବରିଷ୍ଠ ସଦସ୍ୟ ଲଲାଟେନ୍ଦୁ କେଶରୀ ସିଂହ, ପ୍ୟାରୀ ମୋହନ ଦାସ,ପୂର୍ବତନ ବ୍ଲକ ଅଧକ୍ଷ ବାନାମ୍ବର ମାଝିଓ ସନାତନ ପାଟ୍ଟଶାଣୀ ପ୍ରମୁଖ ମଞ୍ଚାସିନ ଥିଲେ । ସେହିପରି ଏହି ସଭାରେ ବ୍ଲକର ୧୯ଗୋଟି ପଂଚାୟତର ଜନପ୍ରତିନିଧି ସରପଞ୍ଚ,ବ୍ଲକ ନୋମିନ,ବରିଷ୍ଠ ନାଗରିକ, ଆଇନଜୀବି,ସାମ୍ବାଦିକ,ବ୍ଲକ ବିଜେଡି ମହିଳା ସଭାପତି,ବିଜେପି ଓ କଂଗ୍ରେସ ବ୍ୟକ୍ତି ବିଶେଷଙ୍କ ସମେତ ଅଂଚଳର ପ୍ରମୁଖ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ ।ଶେଷରେ କମିଟିର ବରିଷ୍ଠ ସଦସ୍ୟ ପ୍ରଫୁଲ୍ଲ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version