• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ କ୍ୟାରିୟର ଓ ୟୁନିଭର୍ସିଟି ଫେୟାର ‘ପଥ ପ୍ରଦର୍ଶକ ୨.୦’

Proprietor Abhimanyu Maharana by Proprietor Abhimanyu Maharana
November 4, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ୱରରେ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ କ୍ୟାରିୟର ଓ ୟୁନିଭର୍ସିଟି ଫେୟାର ‘ପଥ ପ୍ରଦର୍ଶକ ୨.୦’
Share on FacebookShare on TwitterWhatsapp

– ଆସନ୍ତା ନଭେମ୍ବର ୮ ଓ ୯ ତାରିଖରେ ଆୟୋଜିତ ହେବାକୁ ଯାଉଥିବା ଏହି ଫେୟାର୍‌ କ୍ୟାରିୟର ମାର୍ଗ ପାଇଁ ଉତ୍ସାହଜନକ ସୁଯୋଗ ପ୍ରଦାନ କରିବ ।

୪ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଓଡିଶାର ଶୀର୍ଷ କ୍ୟାରିୟର ମାର୍ଗଦର୍ଶକ ଓ ପରାମର୍ଶଦାତା ସଂଗଠନ କ୍ୟାରିୟର ମ୍ୟାପ୍ ଆସନ୍ତା ନଭେମ୍ବର ୮ ଓ ୯ ତାରିଖରେ ପଥ ପ୍ରଦର୍ଶକ ୨.୦ର ପ୍ରତ୍ୟାବର୍ତନ ସମ୍ପର୍କରେ ଘୋଷଣା କରିଛି, ଯାହାକି ରାଜ୍ୟର ସବୁଠାରୁ ବଡ କ୍ୟାରିୟର ଓ ୟୁନିଭର୍ସିଟି ଫେୟାର ଅଟେ । ଭୁବନେଶ୍ୱରର ଜାଗମରା ରୋଡ୍‌ସ୍ଥିତ ଖଣ୍ଡଗିରି କ୍ରିକେଟ ପଡିଆରେ ଆୟୋଜିତ ହେବାକୁ ଯାଉଥିବା ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ସକାଳ ୯ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ, ଯାହା ୯ମ ଶ୍ରେଣୀରୁ ପୋଷ୍ଟଗ୍ରାଜୁଏଟ ସ୍ତର ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଓ ସେମାନଙ୍କର ଅଭିଭାବକମାନଙ୍କୁ ବିବିଧ ଶିକ୍ଷାଗତ ଓ କ୍ୟାରିୟର ମାର୍ଗ ଅନୁସନ୍ଧାନ କରିବା ପାଇଁ ଏକ ମୂଲ୍ୟବାନ ସୁଯୋଗ ପ୍ରଦାନ କରିବ । ଭାରତବ୍ୟାପୀ ୭୦ରୁ ଅଧିକ ପ୍ରତିଷ୍ଠିତ ୟୁନିଭର୍ସିଟି ଓ କଲେଜଗୁଡିକ ସମେତ ଆନ୍ତର୍ଜାତୀୟ ଶିକ୍ଷାନୁଷ୍ଠାନଗୁଡିକର ଅଂଶଗ୍ରହଣ ସହିତ ପଥ ପ୍ରଦର୍ଶକ ୨.୦ରେ ବିଭିନ୍ନ ପ୍ରକାରର ଷ୍ଟଲ୍ ରହିବ ଯାହା ଇଞ୍ଜିନିୟରିଂଠାରୁ ଆରମ୍ଭ କରି ବ୍ୟବସାୟ, କଳା, ଫିଲ୍ମ, ମିଡିଆ, କ୍ରୀଡା, ଡିଜିଟାଲ ମାର୍କେଟିଙ୍ଗ୍ ଓ ଉଦୀୟମାନ କ୍ଷେତ୍ରଗୁଡିକରେ ଶିକ୍ଷାଗତ ଓ ବୃତିଗତ ସୁଯୋଗଗୁଡିକୁ ପ୍ରଦର୍ଶିତ କରିବ ।

ଅଂଶଗ୍ରହଣକାରୀମାନଙ୍କ ନିକଟରେ ଗୋଟିଏ ସ୍ଥାନରେ ବିଶ୍ୱବିଦ୍ୟାଳୟର ପ୍ରତିନିଧିମାନଙ୍କ ସହ ସିଧାସଳଖ ଆଲୋଚନା କରିବା, ନାମଲେଖା ପ୍ରକ୍ରିୟା, ବୃତି ଓ ସ୍ୱତନ୍ତ୍ର କ୍ୟାରିୟର ମାର୍ଗ ସମ୍ପର୍କରେ ତଥ୍ୟ ହାସଲ କରିବାର ସୁଯୋଗ ରହିବ । ପଥ ପ୍ରଦର୍ଶକ ୨.୦ ସହରର ସବୁଠାରୁ ବଡ ଶିକ୍ଷାଗତ ଓ ବୃତିଗତ ଉତ୍ସଗୁଡିକର ସମାବେଶର ଆୟୋଜନ କରୁଛି । ଏହି ଫେୟାର୍‌ର ଲକ୍ଷ୍ୟ ହେଉଛି ଓଡିଶାର ଯୁବପିଢିଙ୍କୁ ନିଜର ଭବିଷ୍ୟତ ସମ୍ପର୍କରେ ସୂଚିନ୍ତିତ ନିଷ୍ପତି ନେବା ପାଇଁ ସେମାନେ ଆବଶ୍ୟକ କରୁଥିବା ମାର୍ଗଦର୍ଶନ ପ୍ରଦାନ କରି ସଶକ୍ତ କରିବା, ଯାହା ସେମାନଙ୍କର ଆଗ୍ରହ ଓ ଆକାଂକ୍ଷା ସହ ମେଳ ଖାଉଥିବ । କ୍ୟାରିୟର ମ୍ୟାପ୍ ଓଡିଶାର ଯୁବପିଢିଙ୍କ ପାଇଁ ପ୍ରଭାବୀ ଶିକ୍ଷା ଓ କ୍ୟାରିୟର ବିକଳ୍ପ ସୃଷ୍ଟି କରିବା ପାଇଁ ପ୍ରତିବଦ୍ଧ ରହିଛି ।

ଏନେଇ ଭୁବନେଶ୍ୱରର ଲାଇଫ୍ ହୋଟେଲ୍‌ଠାରେ ଏକ ପ୍ରେସ୍‌ମିଟ୍‌ର ଆୟୋଜନ କରାଯାଇଛି ଯେଉଁଠାରେ କ୍ୟାରିୟର ମ୍ୟାପ୍‌ର ପ୍ରତିଷ୍ଠାତା ଓ ପରିଚାଳନା ନିର୍ଦ୍ଦେଶକ ଯଶବନ୍ତ ନାରାୟଣ ସିଂହ ଲାଲ, ମୁଖ୍ୟ ପରିଚାଳନା ଅଧିକାରୀ ଅମିତ କୁମାର ତ୍ରିପାଠୀ ଓ ସାଧାରଣ ସମ୍ପାଦକ ଜ୍ୟୋତି ସରିତାଙ୍କ ସମେତ ଲିଡରସିପ୍ ଟିମ୍ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଅଫରିଙ୍ଗଗୁଡିକ ବିଷୟରେ ଆଲୋଚନା କରାଯାଇଛି । କ୍ୟାରିୟର ମ୍ୟାପ୍ ହେଉଛି ଓଡିଶାର ଅଗ୍ରଣୀ କ୍ୟାରିୟର କାଉନ୍ସଲିଙ୍ଗ୍ ସଂସ୍ଥା ଯାହା ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଗତ ଓ ବୃତିଗତ ସଫଳତା ଦିଗରେ ମାର୍ଗଦର୍ଶନ ପ୍ରଦାନ କରିବା ପାଇଁ ଉତ୍ସର୍ଗୀକୃତ ରହିଛି । ପଥ ପ୍ରଦର୍ଶକ ଓ ଅନ୍ୟାନ୍ୟ ପଦକ୍ଷେପ ଭଳି କାର୍ଯ୍ୟକ୍ରମଗୁଡିକ ମାଧ୍ୟମରେ କ୍ୟାରିୟର ମ୍ୟାପ୍ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଆଜିର ପ୍ରତିଯୋଗୀପୂର୍ଣ୍ଣ ପରିବେଶରେ ଉତ୍କର୍ଷତା ହାସଲ କରିବା ପାଇଁ ଆବଶ୍ୟକ ସୂଚନା, ସଂଶାଧନ ଓ ସହଯୋଗ ପ୍ରଦାନ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version