• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲାୟନ୍ସ ଆଇଡ଼ଲ-୨୦୨୪-୨୫

Proprietor Abhimanyu Maharana by Proprietor Abhimanyu Maharana
November 4, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଲାୟନ୍ସ ଆଇଡ଼ଲ-୨୦୨୪-୨୫
Share on FacebookShare on TwitterWhatsapp

୪ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଲାୟନ୍ସ ୩୨୨ସି୪ ଦ୍ୱାରା “ଲାୟନ୍ସ ଆଇଡ଼ଲ” ପ୍ରତିଯୋ ଗୀତା ହୋଇଯାଇଛି । ଗତ ତା.୦୩.୧୧.୨୦୨୪ରିଖ ସଂନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଗୁରୁ କେଳୁ ଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଏହି ପ୍ରତିଯୋଗୀତା ଲାୟନ୍ସ ଜିଲ୍ଲା ପ୍ରତିନିଧି ସଂଯୁକ୍ତା ପତ୍ରୀଙ୍କ ତତ୍ତ୍ୱାବଧାନରେ ସମାପନ ହୋଇଛି । ଗତ ଅକ୍ଟୋବର ୨୦ ତାରିଖରେ ପ୍ରାଥମିକ ରାଉଣ୍ଡରେ ସବ୍‌ ଜୁନିୟର, ଜୁନିୟର ଏବଂ ସିନିୟର ଏହିପରି ତିନୋଟି ବିଭାଗରେ ପ୍ରାୟ ୩୫ଜଣ ପ୍ରତିଯୋଗୀ ଚୟନ ହୋଇ ଫାଇନାଲ ରାଉଣ୍ଡରେ ଅଂଶ ଗ୍ରହଣ କରିଥିଲେ । ଜିଲ୍ଲା ଗଭର୍ଣ୍ଣର ସରସ୍ୱତୀ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ ସଂଯୁକ୍ତା ପତ୍ରୀଙ୍କର ଏହି ପଦକ୍ଷେପକୁ ବହୁ ପ୍ରଶଂସା କରିଥିଲେ ।

ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ସୌରଭ ନାୟକ, ଲୋଭା ବିଶ୍ୱାଳ, ଶୈଳେନ୍ଦ୍ର ପାତ୍ର ଓ ଶୈଳବାଳା ମହାପାତ୍ର ବିଚାରକ ଭାବେ ଉପସ୍ଥିତ ରହି ନିରପେକ୍ଷ ଚୟନ କରିଥିଲେ । ଉକ୍ତ ଅବସରରେ ପ୍ରଖ୍ୟାତ ଗାୟୀକା ତୃପ୍ତୀ ଦାସ, ଗୀତା ପଟ୍ଟନାୟକ ଓ ଗାୟକ ଦିବାକାର ମହାନ୍ତିଙ୍କୁ ସମ୍ମାନିତ କରାଯାଇଥିଲା । ପ୍ରତିଯୋଗୀତାର ସବ୍‌ଜୁନିୟର:-ପ୍ରଥମ- ଅର୍ଣ୍ଣିତା ବିଶ୍ୱାଳ, ଦ୍ୱିତୀୟ-ସଚି ପ୍ରିୟଦର୍ଶିନୀ, ତୃତୀୟ- ପ୍ରତ୍ୟୁଶ ସେହିପରି ଜୁନିୟର :- ପ୍ରଥମ-ନିହାରୀକା, ଦ୍ୱିତୀୟ-ସାଇ ପ୍ରିୟଂଶୀ, ତୃତୀୟ-ଦେବାଂଶୀ, ସିନିୟର-ପ୍ରଥମ-ବୈଷ୍ଣବୀ, ଦ୍ୱିତୀୟ- ସାଇଶ୍ରୀ ପ୍ରଧାନ, ତୃତୀୟ-ସ୍ୱୀକୃତି ସାହୁ ସ୍ଥାନ ଅଧିକାର କରିଥିଲେ ।

ଏହି ବିଜୟତା ପ୍ରତିଯୋଗୀମାନଙ୍କ ମଧ୍ୟରୁ ପ୍ରତି ପ୍ରଥମ ବିଜେତାଙ୍କୁ ୫ହଜାର, ପ୍ରତି ଦ୍ୱିତୀୟ ବିଜେତାଙ୍କୁ ୩ହଜାର ଟଙ୍କା ଓ ତୃତୀୟ ବିଜେତାଙ୍କୁ ୨ହଜାର ଟଙ୍କା ସହିତ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା । ଏହି ମନୋରଞ୍ଜନ କାର୍ଯ୍ୟକ୍ରମରେ ଉପ ଜିଲ୍ଲା ଗଭର୍ଣ୍ଣର ହେମନ୍ତ ବହୁ ପୂର୍ବତନ ଜିଲ୍ଲା ଗଭର୍ଣ୍ଣର ଓ ଅନେକ ଲାୟନ ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ । ଲାୟନ ସୁରଭୀ ଦାସ ଉକ୍ତ ମନୋରମ ସଂନ୍ଧ୍ୟାକୁ ସୁଚାରୁରୂପେ ପରିଚାଳନା କରିଥିଲେ । ସର୍ବଶେଷରେ ଉପ ଜିଲ୍ଲା ପ୍ରତିନିଧି ଲାୟନ ରଶ୍ମୀତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version