• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା ମହୁରୀକାଳୁଆ ଯାତ୍ରାତ୍ସୋବ ପାଇଁ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
November 4, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମା ମହୁରୀକାଳୁଆ ଯାତ୍ରାତ୍ସୋବ ପାଇଁ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୪ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :-> ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡା ଗ୍ରାମରେ ମା ମହୁରୀ କାଳୁଆଙ୍କ ଅଷ୍ଟଦିନ ବ୍ୟାପି ଯାତ୍ରାତ୍ସୋବ ସକାଶେ ସୋମବାର ପୈାର କାର୍ଯ୍ୟାଳୟ ସଭା ପ୍ରକୋଷ୍ଠରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୈାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ସଂଯୋଜନାରେ ଆୟୋଜିତ ବୈଠକରେ ପୈାରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ ଅଧ୍ୟକ୍ଷତା କରିଥିଲେ।‌ ଚଳିତ ବର୍ଷ ମା ଙ୍କ ଯାତ୍ରା ନଭେମ୍ବର ୬ ତାରିଖ ଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ୮ ଦିନ ବ୍ୟାପି ଅନୁଷ୍ଠିତ ହେବ ।

୬ ତାରିଖ ସନ୍ଧ୍ୟାରେ ମା ମହୁରୀ କାଳୁଆଙ୍କ ଆଗମନ ଓ ଗ୍ରାମ ପରିକ୍ରମା , ୮ ତାରିଖରେ ଅଧିବାସ ଓ ନାମଯଜ୍ଞ ଆରମ୍ଭ, ୧୧ ତାରିଖରେ ନାମଯଜ୍ଞ ପୁର୍ଣ୍ଣାହୁତି, ଅନ୍ନଯଜ୍ଞ ସହ ପ୍ରସାଦ ସେବନ, ୧୨ ତାରିଖରେ ଘୃତଯଜ୍ଞ ପୁର୍ଣ୍ଣାହୁତି ସହ ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ୧୩ ତାରିଖରେ ମାଙ୍କ ପ୍ରତ୍ୟାବର୍ତ୍ତନ ହେବ । ଯାତ୍ରାତ୍ସୋବ ସକାଶେ ଆଇନ ଶୃଙ୍ଖଳା ପରିସ୍ଥିତି, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା, ପୈାର ପ୍ରଶାସନ ପକ୍ଷରୁ ପରିମଳ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା ପ୍ରତି ଗୁରୁତ୍ଵାରୋପ ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ବୈଠକରେ ମତ ପ୍ରକାଶ ପାଇଥିଲା ।‌

ଆୟୋଜିତ ବୈଠକରେ ବିଡ଼ିଓ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ, ଅତିରିକ୍ତ ତହସିଲଦାର ସୁରଜ ନାୟକ ବେହେରା, ଥାନା ଆଇଆଇସି ଶ୍ରୀନିବାସ ସେଠି, ଯାତ୍ରା କମିଟି ସଭାପତି ନିଳମଣି ପଟ୍ଟନାୟକ, ଡାକ୍ତର ସନ୍ତୋଷ କୁମାର ଷଡଙ୍ଗୀ, ବିଦ୍ୟୁତ୍ ବିଭାଗୀୟ ସହକାରୀ ଯନ୍ତ୍ରୀ ସମ୍ବିତ ସାମଲ, ଫାର୍ମାସିଷ୍ଟ ସାଗର ସାହୁ, ଅଗ୍ନିଶମ ଅଧିକାରୀ ବଗରାଇ ମୁର୍ମୁ, ଅବକାରୀ ବିଭାଗୀୟ ଅଧିକାରୀ ସୁମିତ୍ରା ବିଶି, ଓ୍ବାଟୋକ୍ ସହକାରୀ ଯନ୍ତ୍ରୀ ଶ୍ରୀଧର ଦାଶ, ପ୍ରଦୀପ ପଣ୍ଡା, ଯାତ୍ରା କାର୍ଯ୍ୟକାରୀ ସଭାପତି ସନାତନ ନାହାକ, ପୂଜା କମିଟି ସଭାପତି ଯୋଗିନ୍ଦ୍ର ବେହେରା, ସମ୍ପାଦକ ଲକ୍ଷ୍ମଣ ରାଉତ, ଅରକ୍ଷିତ ବାଡତ୍ୟା, କାଉନସିଲର ଶ୍ୟାମଘନ ବେହେରା, ସନାତନ ନାହାକ, ଯୁଧିଷ୍ଟିର ସ୍ୱାଇଁ, ସଞ୍ଜୟ ସ୍ବାଇଁ, ଦୁର୍ଯ୍ୟୋଧନ ମୁନି, ସହଦେବ ସ୍ବାଇଁ, କିରଣ ନାହାକ, ସନ୍ତୋଷ ମହାରଣା, ବିଜୟ ନାହାକ, ସିତାରାମ ବେହେରା, ପିଣ୍ଟୁ ନାହାକ, ଦିଲ୍ଲିପ ସାମନ୍ତରା, ଅକ୍ଷୟ ପଟ୍ଟନାୟକ, କପି ନାହାକଙ୍କ ସମେତ ଗ୍ରାମର ବହୁ ବ୍ୟକ୍ତି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026
ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

April 28, 2026
ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version