• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଦ୍ୟପାନ କରି ବିଦ୍ୟାଳୟକୁ ଆସୁଥିଲେ ଶିକ୍ଷକ : ଶିକ୍ଷା ବିଭାଗ କଲା ନିଲମ୍ବିତ

Proprietor Abhimanyu Maharana by Proprietor Abhimanyu Maharana
November 7, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ମଦ୍ୟପାନ କରି ବିଦ୍ୟାଳୟକୁ ଆସୁଥିଲେ ଶିକ୍ଷକ :  ଶିକ୍ଷା ବିଭାଗ କଲା ନିଲମ୍ବିତ
Share on FacebookShare on TwitterWhatsapp

୦୬ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ମଦ୍ୟପାନ କରି ଶିକ୍ଷକ ନିଲମ୍ବିତ । ଜଣେ କାର୍ଯ୍ୟରତ ଶିକ୍ଷକ ବିଦ୍ୟାଳୟ ସମୟରେ ମଦ୍ୟପାନ କରି ବିଦ୍ୟାଳୟକୁ ଆସି ନିଲମ୍ବିତ ହୋଇଥିବା ଜଣାପଡିଛି । ସୂଚନାରୁ ପ୍ରକାଶ ଯେ ଦୀର୍ଘ ଦିନ ହେବ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଆଜି ପରାସେଟ ବିଦ୍ୟାଳୟ ସମୟରେ ମଦ୍ୟପାନ କରି ବିଦ୍ୟାଳୟକୁ ଆସୁଥିଲେ । ବିଦ୍ୟାଳୟରେ ଅଧ୍ୟୟନରତ କୋମଳମତି ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବା ବାହାନାରେ ବହିର ଅନ୍ୟ ବିଷୟ ଉପରେ ପାଠ ପଢ଼ାଇ ଆସୁଥିଲେ ।

ପ୍ରଧାନ ଶିକ୍ଷକ ବିବରାମ ଉଠାଣ ସିଂ ବିଦ୍ୟାଳୟ ସମୟରେ ମଦ୍ୟପାନକୁ ବାରଣ କରିଥିଲେ ମଧ୍ୟ ଶିକ୍ଷକ ଶ୍ରୀ ପରାସେଟ ପ୍ରଧାନ ଶିକ୍ଷକଙ୍କ କଥାକୁ ମାନି ନଥିଲେ । ଶେଷରେ ପ୍ରଧାନ ଶିକ୍ଷକ ଏନେଇ ତୁମୁଡିବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ପବିତ୍ର ଗଡତ୍ୟାଙ୍କୁ ଲିଖିତ ଭାବେ ଅବଗତ କରାଇଥିଲେ । ତୁମୁଡିବନ୍ଧ ବି.ଇ.ଓ ଶ୍ରୀ ଗଡତ୍ୟା ଶିକ୍ଷକ ନିଆଜି ପରାସେଟଙ୍କୁ ନିଲମ୍ବିତ କରିଥିବା ଜଣାପଡ଼ିଛି । ଏନେଇ ସ୍ଥାନୀୟ ସିଆରସିସି ସିପାନା ମାଝୀ ନିଲମ୍ବିତ ଚିଠିକୁ ସଂପୃକ୍ତ ଶିକ୍ଷକଙ୍କୁ ପ୍ରଦାନ କରିଥିବା ପ୍ରକାଶ କରିଛନ୍ତି। ଏହି ଖବର ଅଞ୍ଚଳରେ ଆଲୋଚ୍ୟର ବିଷୟ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version