• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦ୍ବିପଞ୍ଚାଶତ ବାର୍ଷିକ ଭକ୍ତଚରଣ ସ୍ମାରକୀ ସମାରୋହ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
November 12, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଦ୍ବିପଞ୍ଚାଶତ ବାର୍ଷିକ ଭକ୍ତଚରଣ ସ୍ମାରକୀ ସମାରୋହ ଉଦଘାଟିତ
Share on FacebookShare on TwitterWhatsapp

୧୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍  )  ରଣପୁର  :-> ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳାସ୍ଥିତ ଭକ୍ତ ଚରଣ କ୍ଳବ ଓ ପାଠାଗାର ଦ୍ୱାରା ଆୟୋଜିତ ସନ୍ଥ ବୈଷ୍ଠବ କବି ଭକ୍ତ ଚରଣ ଦାସଙ୍କ ଦ୍ବିପଞ୍ଚାଶତ ତମ ବାର୍ଷିକ ଭକ୍ତ ଚରଣ ସ୍ମାରକୀ ସମାରୋହ ଭକ୍ତଚରଣ କ୍ଳବ ଓ ପାଠାଗାର ସଭାପତି ସତ୍ୟନାରାୟଣ ମିଶ୍ରଙ୍କ ଆବାହତ୍ତ୍ୱରେ ଅନୁଷ୍ଠିତ ହୋଇଯାଇଛି ! ଏହି କାର୍ଯ୍ୟକ୍ରମ ସୋମବାର ଦିନ ପୂର୍ବାହ୍ନ ୬ଘଟିକ!ରେ ନଗର କୀର୍ତ୍ତନ, ମଂଗଳ ଆଳତି ଓ ନାମସଂକୀର୍ତ୍ତନ,ଦେବାର୍ଚ୍ଚନ ହୋଇଥିବାବେଳେ ସ୍ଥାନୀୟ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ, ସମିତି ସଭ୍ୟ ତପନ ପ୍ରଧାନ ଭକ୍ତଚରଣ କ୍ଳବ ପାଠାଗାରର ସମସ୍ତ ସଭ୍ୟ/ ସଭ୍ୟାମାନେ ଯୋଗଦେବା ସହ ଉଦଘାଟକ ଭାବେ ନୟାଗଡ଼ ଜିଲ୍ଲାପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ଏହାକୁ ଶୁଭ ଉଦଘାଟନ କରିଥିଲେ !

ଏହାପରେ ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କ ନେଇ ମଥୁରା ମଙ୍ଗଳ କବିତା ଗାନ , କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା !ଅପରାହ୍ନରେ ରାଜସୁନାଖଳା କଲେଜ ଓଡ଼ିଆ ବିଭାଗର ପ୍ରାକ୍ତନ ଅଧ୍ୟାପକ ତଥା ପ୍ରବଚକ ରବୀନ୍ଦ୍ର କୁମାର ସାହୁଙ୍କ ଦ୍ୱାରା ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ! ସନ୍ଧ୍ୟା ୭ଘଟିକl ସମୟରେ ଆୟୋଜିତ ସ୍ମାରକୀ ସଭାରେ ଡାକ୍ତର ରାଜେନ୍ଦ୍ର ନାଥ ମିଶ୍ର ଅଧକ୍ଷତା କରିଥିବାବେଳେ ମୁଖ୍ୟଅତିଥି ଭାବେ ରଣପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ମୁଖ୍ୟବକ୍ତା ଭାବେ ବାଙ୍କୋଇ କଲେଜର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ଅଧ୍ୟାପକ ରଙ୍କନିଧି ବଳିୟାରସିଂହ ଓ ସଂମ୍ମାନିତ ଅତିଥିଭାବେ ରାଜସୁନାଖଳା ମହାବିଦ୍ୟାଳୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାଗିରଥି ପାଢ଼ୀ ପ୍ରମୁଖ ଯୋଗଦେଇ ସନ୍ଥ ବୈଷ୍ଟବ କବି ଭକ୍ତ ଚରଣଙ୍କ ପ୍ରତିମୂର୍ତ୍ତିରେ ଫୁଲ,ଚନ୍ଦନ ଓ ପ୍ରଦୀପ ପ୍ରଜ୍ବଳନ କରି ଏହାକୁ ଶୁଭରମ୍ଭ କରିଥିଲେ !

ଶିକ୍ଷକ ପ୍ରଭାତ କୁମାର ପଣ୍ଡା ବେଦପାଠ ଗାନ କରିଥିଲେ,ପ୍ରାକ୍ତନ ଅଧ୍ୟାପକ ତଥା ପ୍ରବଚକ ରବୀନ୍ଦ୍ର କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସମ୍ପାଦକ ସନ୍ତୋଷ କୁମାର ପ୍ରଧାନ ସମ୍ପାଦକୀୟ ବିବରଣୀ ପଠନ କରିଥିଲେ !ପରିଶେଷରେ କ୍ଳବର ସଭାପତି ସତ୍ୟନାରାୟଣ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ! ରାତି ୯ଘଟିକା ସମୟରେ ରଙ୍ଗରଙ୍ଗ ମନୋରଞ୍ଜନ ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମ୍ୟାଜିକସିଆନ ବିଜୟ କୁମାର ସାହୁଙ୍କ ଦ୍ୱାରା ମ୍ୟାଜିକ ସୋ ଦର୍ଶକମାନଙ୍କ ମନମୋହିଥିଲେ ! ଭକ୍ତଚରଣ କ୍ଳବ ପାଠାଗାରର ଉପଦେଷ୍ଠା ମଣ୍ଡଳୀ, ସ୍ମାରକୀ ସଂଯୋଜକ ଓ କ୍ଳବର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରି ପରିଚାଳନା କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Oriom Group Bets Big on Odisha’s Urban Growth, Launches Oriom Realty

ଓରାୟମ୍ ଗ୍ରୁପ୍ ଓଡ଼ିଶାର ସହରୀ ଅଭିବୃଦ୍ଧିରେ ବଡ଼ ବାଜି ଲଗାଇବା ସହ ଓରାୟମ୍  ରିଅଲଟିର ଶୁଭାରମ୍ଭ

August 8, 2026
Oriom Group Bets Big on Odisha’s Urban Growth, Launches Oriom Realty

Oriom Group Bets Big on Odisha’s Urban Growth, Launches Oriom Realty

August 8, 2026
Vedanta Aluminium’s Project SANGAM Trains 400+ Farmers on Safe and Sustainable Agricultural Practices Across Kalahandi

ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Oriom Group Bets Big on Odisha’s Urban Growth, Launches Oriom Realty

ଓରାୟମ୍ ଗ୍ରୁପ୍ ଓଡ଼ିଶାର ସହରୀ ଅଭିବୃଦ୍ଧିରେ ବଡ଼ ବାଜି ଲଗାଇବା ସହ ଓରାୟମ୍  ରିଅଲଟିର ଶୁଭାରମ୍ଭ

August 8, 2026
Oriom Group Bets Big on Odisha’s Urban Growth, Launches Oriom Realty

Oriom Group Bets Big on Odisha’s Urban Growth, Launches Oriom Realty

August 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version