• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଶାଖା ପରିଚାଳକଙ୍କ ଦବଙ୍ଗଗିରି : ତାତିଲେ ଗ୍ରାହକ

Proprietor Abhimanyu Maharana by Proprietor Abhimanyu Maharana
August 20, 2020
in Uncategorized, ଓଡ଼ିଶା, ହୋମ୍
0
ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଶାଖା ପରିଚାଳକଙ୍କ ଦବଙ୍ଗଗିରି : ତାତିଲେ ଗ୍ରାହକ

??????

Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୦ ଅଗଷ୍ଟ ଗୁରୁବାର) ହିଞ୍ଜିଳିକାଟୁ :- ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ୍ ହିଞ୍ଜିଳିକାଟୁ ଶାଖା ପରିଚାଳକଙ୍କ ମନମୁଖୀ ଶାସନରେ ଗତ କିଛି ଦିନ ଧରି ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା । ଗୁରୁବାର ସକାଳେ ସଂପୃକ୍ତ ବ୍ୟାଙ୍କର ଶାଖା ପରିଚାଳକଙ୍କ ଦବଙ୍ଗଗିରିକୁ ନେଇ ଗ୍ରାହକ ତାତି ଉଠିଥିଲେ । ଫଳରେ କିଛି ସମୟ ପାଇଁ ବ୍ୟାଙ୍କ କର୍ମଚାରୀ ଓ ଗ୍ରାହକଙ୍କ ମଧ୍ୟରେ ଯୁକ୍ତିତର୍କ ଚାଲିଥିଲା । ପ୍ରକାଶ ଯେ , ଗୁରୁବାର ସକାଳ ପ୍ରାୟ ୧୦ଟା ୧୫ମିନଟ ସମୟରେ ବ୍ୟାଙ୍କରୁ ଟଙ୍କା ଉଠାଣ ସକାଶେ ୫/୭ଜଣ ବୃଦ୍ଧା ଓ ଜଣେ ବିକଳାଙ୍ଗ ଆସିଥିଲେ । ଟଙ୍କା ଉଠାଣ ବର୍ତମାନ ସମୟରେ ହୋଇପାରିବ ନାହିଁ ବୋଲି ଶାଖା ପରିଚାଳକ କହିବା ସହ କିଛି ଜରୁରୀ କାର୍ଯ୍ୟ ଥିବା ଦର୍ଶାଇ ୨ଜଣ କର୍ମଚାରୀଙ୍କୁ ବାହାରକୁ ପଠାଇଥିଲେ । ଯିବା ସମୟରେ ବ୍ୟାଙ୍କର ବାହାରପଟୁ ତାଲା ଲଗାଇ ଯିବାକୁ କର୍ମଚାରୀଙ୍କୁ କହିଥିଲେ । ଫଳରେ ୨ କର୍ମଚାରୀ ଗ୍ରାହକଙ୍କୁ ବାହାରକୁ ଯିବାକୁ କହି ବ୍ୟାଙ୍କର ବାହାରପଟୁ ତାଲା ପକାଇ ବାହାରକୁ ଚାଲି ଯାଇଥିଲେ । ପ୍ରାୟ ୩୦ମିନଟ ପରେ ୨ କର୍ମଚାରୀ ବ୍ୟାଙ୍କକୁ ଫେରିଥିଲେ । ବିକଳାଙ୍ଗ ଓ ପ୍ରାପ୍ତ ବୟସ୍କଙ୍କ ସକାଶେ ସମସ୍ତ ସ୍ଥାନରେ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ସକାଶେ ସରକାର ନିୟମ ପ୍ରଚଳନ କରିଥିଲେ ମଧ୍ୟ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ୍ ହିଞ୍ଜିଳିକାଟୁ ଶାଖାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ।

ପରେ ଅପେକ୍ଷା କରିଥିବା ବିକଳାଙ୍ଗ ଯୁବକ ଓ ବୃଦ୍ଧା ମାନଙ୍କୁ ଗାଳି ଗୁଲଜ କରିଥିବା ଅଭିଯୋଗ ହୋଇଛି । ଶାଖା ପରିଚାଳକଙ୍କ ଏଭଳି ମନ୍ତବ୍ୟକୁ ନେଇ ଗ୍ରାହକ ମାନେ ତାତି ଉଠିଥିଲେ । ଫଳରେ କିଛି ସମୟ ପାଇଁ ବ୍ୟାଙ୍କ କର୍ମଚାରୀ ଓ ଗ୍ରାହକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏଭଳି ଘଟଣାର ଭିଡ଼ିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ପ୍ରାୟ ୟଧଘଂଟା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା । ଏ ନେଇ ଶାଖା ପରିଚାଳକ ଅରବିନ୍ଦ ସେନାପତିଙ୍କୁ ପଚାରିବାରୁ ସେ କହିଲେ, ମହାମାରୀ କରୋନା ସମୟରେ ସାମାଜିକ ଦୂରତ୍ୱ ରକ୍ଷାକୁ ଗୁରୁତ୍ୱ ପ୍ରଦାନ କରାଯାଉଥିବାରୁ ଏବଂ ଅତ୍ୟାବଶ୍ୟକ କାର୍ଯ୍ୟ ସକାଶେ ୨ କର୍ମଚାରୀ ବାହାରକୁ ଯିବାରୁ ଅଯଥା ଗ୍ରାହକଙ୍କ ଭିଡ଼ ହେବା ସମ୍ଭାବନାକୁ ଆଖି ଆଗରେ ରଖି ସଂପୃକ୍ତ ୨ କର୍ମଚାରୀଙ୍କୁ ବ୍ୟାଙ୍କର ବାହାର ପଟୁ ତାଲା ପକାଇ ଯିବାକୁ କହିଥିଲେ । ଗ୍ରାହକଙ୍କୁ ଗାଳି ଗୁଲଜ କରିବା ଘଟଣା ସମ୍ପୁର୍ଣ୍ଣ ମିଥ୍ୟା । ତେବେ ଗତ କିଛି ମାସ ଧରି ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ୍ ହିଞ୍ଜିଳିକାଟୁ ଶାଖାର ପରିଚାଳକଙ୍କ ମନମୁଖୀ କାର୍ଯ୍ୟକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା । ପୂର୍ବରୁ ମଧ୍ୟ ଏଭଳି ଘଟଣା ଘଟିଥିଲା । ( ରିପୋର୍ଟ-ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନର କଙ୍କାଳକୁ ନେଇ ବାରମ୍ୱାର ବଢୁଛି ଦ୍ୱନ୍ଦ : ଅଭିଯୋଗକାରୀକୁ ମିଛ ପ୍ରଳାପରେ ବାଟବଣା କରୁଛି ପୋଲିସ୍ ପ୍ରଶାସନ

ନର କଙ୍କାଳକୁ ନେଇ ବାରମ୍ୱାର ବଢୁଛି ଦ୍ୱନ୍ଦ : ଅଭିଯୋଗକାରୀକୁ ମିଛ ପ୍ରଳାପରେ ବାଟବଣା କରୁଛି ପୋଲିସ୍ ପ୍ରଶାସନ

August 25, 2026
୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

August 25, 2026
ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

August 25, 2026
ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ

ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ

August 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନର କଙ୍କାଳକୁ ନେଇ ବାରମ୍ୱାର ବଢୁଛି ଦ୍ୱନ୍ଦ : ଅଭିଯୋଗକାରୀକୁ ମିଛ ପ୍ରଳାପରେ ବାଟବଣା କରୁଛି ପୋଲିସ୍ ପ୍ରଶାସନ

ନର କଙ୍କାଳକୁ ନେଇ ବାରମ୍ୱାର ବଢୁଛି ଦ୍ୱନ୍ଦ : ଅଭିଯୋଗକାରୀକୁ ମିଛ ପ୍ରଳାପରେ ବାଟବଣା କରୁଛି ପୋଲିସ୍ ପ୍ରଶାସନ

August 25, 2026
୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

August 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version