• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଖେଳ

ବିନୋଦ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ :ରଘୁନାଥଜୀଉ ଫୁଟବଲ ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
November 17, 2024
in ଖେଳ, ଜଗତସିଂହପୁର, ହୋମ୍
0
ବିନୋଦ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ :ରଘୁନାଥଜୀଉ ଫୁଟବଲ ଚମ୍ପିୟାନ
Share on FacebookShare on TwitterWhatsapp

୧୬ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ )  ଜଗତସିଂହପୁର :-> ପବିତ୍ର କାର୍ତ୍ତିକ ପୁର୍ଣିମା ଅବସରରେ ବିରିଡି ବ୍ଲକ ଅନ୍ତର୍ଗତ ପୁରଣ ପଞ୍ଚାୟତ ର ମୈନ୍ଦି ପୁର କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ଶୁକ୍ରବାର ମଇନ୍ଦିପୁର ଖେଳ ପଡିଆ ଠାରେ 41ତମ ବିନୋଦ ମେମୋରିଆଲ ଏକ ଦିବସିୟ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଏହାକୁ ବ୍ଲକ ଅଧ୍ୟକ୍ଷା ମମତା ପାତ୍ର ଉଦ୍ଘାଟନ କରିଥିଲେ l ତାଙ୍କ ସହ ବରେଣ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ଚନ୍ଦ୍ର ଶେଖର ଦାଶ, ସରପଞ୍ଚ ଯୁଧିଷ୍ଠିର ବେହେରା, ନିରଞ୍ଜନ ସେଠୀ, ଯୁବନେତା ନୃସିଂହ କୁମାର ଦାଶ, ପୂର୍ବତନ ସରପଞ୍ଚ ପ୍ରବୋଧ ତ୍ରିପାଠୀ, ଯୋଗଦେଇଥିଲେ l ଏଥିରେ ମୋଟ 8ଗୋଟି ଫୁଟ ବଲ ଟିମ ଯୋଗଦେଇ ସେମାଙ୍କର ଖେଳ ପ୍ରଦର୍ଶନ କରିଥିଲେ l

ଫାଇନାଲ ମ୍ୟାଚ ରେ ରଘୁନାଥ ଜୀଉ ଫୁଟବଲ ଟିମ ପୁରଣ ଓ ୟୁନାଇଟେଡ଼ ସ୍ପୋର୍ଟ୍ସ କ୍ଲବ ଗଣ୍ଡର ପୁର କଟକ ପରସ୍ପରକୁ ଭେଟିଥିଲେ ଏଥିରେ ରଘୁନାଥଜୀଉ ଫୁଟବଲ ଟିମ ପୁରଣ 1-0ରେ ଗୋଲ ରେ ବିଜୟୀ ହୋଇଥିଲେ l ତାଙ୍କ ସହ ଖେଳୁଥିବା ୟୁନାଇଟେଡ଼ ସ୍ପୋର୍ଟ୍ସ ଟିମ ଗଣ୍ଡରପୁର ରନର୍ସ କପ ପାଇଥିଲେ l ଉଦଯାପନୀ ଉତ୍ସବରେ ଯୁବକ ସଂଘର ଅଧକ୍ଷ ବିମ୍ବାଧର ଦାଶ ସଭାପତିତ୍ୱ କରିଥିଲେ l ମୁଖ୍ୟ ଅତିଥି ଭାବେ ତିର୍ତୋଲ ବିଧାୟକ ଡ଼. ରମାକାନ୍ତ ଭୋଇ, ସମ୍ମାନନୀୟ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ଚନ୍ଦ୍ରଶେଖର ଦାଶ, ସରପଞ୍ଚ ଯୁଧିଷ୍ଠିର ବେହେରା, ସରପଞ୍ଚ ଲଷ୍ମୀପ୍ରିୟା ଜେନା, ସମବାୟ ସମିତିର ସଭାପତି ନନ୍ଦ କିଶୋର ବସ୍ତିଆ, ପୂର୍ବତନ ସରପଞ୍ଚ କାଳନ୍ଦୀ ବସ୍ତିଆ, ସୁକାନ୍ତ ବାରିକ ପ୍ରମୁଖ ଯୋଗଦେଇଥିଲେ l

ଯୁବକ ସଂଘର ସଭାପତି ରାସ ବିହାରୀ ଦାସ, ସଂଯୋଜକ ପ୍ରକାଶ କୁମାର ଦାସ, ସମ୍ପାଦକ ସୁବ୍ରତ ପଟ୍ଟନାୟକ, ଉପସଭାପତି ବିଶ୍ୱଜିତ ପଟ୍ଟନାୟକ, କ୍ରୀଡା ସମ୍ପାଦକ ବିଶ୍ୱନାଥ ଭୋଇ, କୋଷାଧ୍ୟକ୍ଷ୍ୟ ଚିରଂଜିତ ପଟ୍ଟନାୟକ, ଓ ସତ୍ୟ ପଟ୍ଟନାୟକ ଯୋଗ ଦେଇଥିଲେ l ମୁଖ୍ୟ ଅତିଥି ବିଧାୟକ ଶ୍ରୀ ଭୋଇ ଚମ୍ପିୟାନ ଦଳ ରଘୁନାଥ ଜୀଉ ଫୁଟବଲ ଟିମକୁ 12ହଜାର ଟଙ୍କା ସହ ଚମ୍ପିୟାନ ଟ୍ରଫି ଓ ରନର୍ସ ଅପ ଟିମ ୟୁନlଇଟେଡ଼ ସ୍ପୋର୍ଟ୍ସ ଟିମକୁ ରନର୍ସ କପ ସହ 8ହଜାର ଟଙ୍କା ପ୍ରଦାନ କରିଥିଲେ l ଖେଳ ପରିଚାଳନା କରିଥିଲେ ସୁନୀଲ ପଟ୍ଟନାୟକ, ବ୍ରହ୍ମାନନ୍ଦ ଭୋଇ, ସଂଜୀବ ଦାସ, ଜ୍ୟୋତି ରଞ୍ଜନ ସ୍ୱାଇଁ, ସଫିକିଉ ଖାନ l ଘୋଷକ ଭାବେ ପ୍ରବୀର ଦାସ ଯୋଗଦେଇ ଦର୍ଶକଙ୍କୁ ବିମୁଗ୍ଧ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version