• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସମ୍ଭାବ୍ୟ ବନ୍ୟା ସ୍ଥିତିରେ ରାଜ୍ୟ ଜଳସଂପଦ ମନ୍ତ୍ରୀଙ୍କ ସମୀକ୍ଷା – ଭୁବନେଶ୍ବର

Proprietor Abhimanyu Maharana by Proprietor Abhimanyu Maharana
August 20, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସମ୍ଭାବ୍ୟ ବନ୍ୟା ସ୍ଥିତିରେ ରାଜ୍ୟ ଜଳସଂପଦ ମନ୍ତ୍ରୀଙ୍କ ସମୀକ୍ଷା –  ଭୁବନେଶ୍ବର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୦ ଅଗଷ୍ଟ ଗୁରୁବାର) ଭୁବନେଶ୍ବର :- ରାଜ୍ୟରେ ଗତ କିଛି ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷାରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ଏହି ପରିପ୍ରେକ୍ଷୀରେ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଆଜି ପୂର୍ବାହ୍ନରେ ରାଜ୍ୟ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ସ୍ଥିତିର ସମୀକ୍ଷା କରିଛନ୍ତି । ବୈଠକରୁ ଜଣା୩⁄୪ାଇଛି ଯେ , ରାଜ୍ୟର ବିଭିନ୍ନ ନଦୀରେ ଜଳ ବିପଦ ସଂକେତର ଯଥେଷ୍ଟ ତଳେ ପ୍ରବାହିତ ହେଉଛି । ମହାନଦୀର ଉପର ମୁଣ୍ଡରେ ଏବେ ବେଶି ବର୍ଷା ହେଉନାହିଁ । ବୈତରଣୀ ନଦୀ ଜଳସ୍ତର ବୃଦ୍ଧି ପାଉଥିଲେ ମଧ୍ୟ ଏହି ନଦୀରେ ମଧ୍ୟ ଜଳ ବିପଦ ସଂକେତ ତଳେ ପ୍ରବାହିତ ହେଉଛି ।

ସବୁ ନଦୀର ଜଳ ପ୍ରବାହ ସ୍ଥିତିକୁ ଅନୁଧ୍ୟାନ କଲେ ବର୍ତ୍ତମାନ ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ ବୋଲି ରାଜ୍ୟ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଛନ୍ତି । ତେବେ ଆଗାମୀ ଦିନରେ ଅଧିକ ବର୍ଷା ଓ ଜଳଭଣ୍ଡାର ଗୁଡ଼ିକରେ ଜଳ ସ୍ଥିତିକୁ ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ହୋଇ କାର୍ଯ୍ୟ କରିବାକୁ ମନ୍ତ୍ରୀ ଶ୍ରୀ ଦାସ ବିଭାଗୀୟ ଯନ୍ତ୍ରୀ ମାନଙ୍କୁ ଆବଶ୍ୟକୀୟ ପରାମର୍ଶ ଓ ଦାୟିତ୍ୱ ଦେଇଥିଲେ । ମନ୍ତ୍ରୀ ଶ୍ରୀ ଦାସ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଜ୍ୟୋତିର୍ମୟ ରଥ, ସର୍ବୋଚ୍ଚ ଯନ୍ତ୍ରୀ (ଯୋଜନା ଓ ପରିକଳ୍ପନା) ଇଂ ଧିରେନ୍‌ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ ଯନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାରର ଜଳଧାରଣ ସ୍ଥିତି ଓ ଅନ୍ୟ ନଦୀରେ ପ୍ରବାହିତ ଜଳ ଓ ସେସବୁର ବିପଦ ସଂକେତ ସ୍ତର ସଂପର୍କରେ ପୁଙ୍ଖାନୁ ପୁଙ୍ଖ ଆଲୋଚନା କରିଥିଲେ । ବୈଠକରେ ଦର୍ଶାଯାଇଛି ଯେ, ବୈଷୟିକ ଜ୍ଞାନକୌଶଳ ଜରିଆରେ କ୍ଷେତ୍ର ସ୍ତରରେ କାର୍ଯ୍ୟରତ ଯନ୍ତ୍ରୀ ଓ ଅଧିକାରୀଙ୍କ ଠାରୁ ବିଭିନ୍ନ ନଦୀର ଜଳସ୍ତର ସ୍ଥିତି ତଥ୍ୟ ସଂଗ୍ରହ କରାଯାଇ ସମନ୍ୱିତ କରାଯାଉଛି, ଯାହାକି ଏବେ ବନ୍ୟା ନିୟନ୍ତ୍ରଣ ପାଇଁ ନିଷ୍ପତ୍ତି ନେବାରେ ସହଜ ହେଉଛି ।

ସର୍ବୋଚ୍ଚ ଯନ୍ତ୍ରୀ ଇଂ ରଥ କହିଲେ ଯେ, ରେଙ୍ଗାଲୀ ଜଳଭଣ୍ଡାରରେ ଏବେ ଜଳ ସଂଗୃହୀତ ହୋଇରହୁଛି । ଆଗାମୀ ୨୩ ତାରିଖରୁ ବର୍ଷା ଯୋଗୁଁ ଯଦି ଅଧିକ ଜଳ ଜଳଭଣ୍ଡାରକୁ ଆସେ, ତେବେ ସ୍ଥିତିକୁ ଦେଖି ଜଳ ଛଡ଼ା ଯାଇପାରେ । ହୀରାକୁଦ ଜଳଭଣ୍ଡାର ଉ ପରମୁଣ୍ଡରେ ଅଧିକ ବର୍ଷା ନଥିବାରୁ ସ୍ଥିତିକୁ ଦୃଷ୍ଟିରେ ରଖି ୧୦ଟି ଗେଟ୍‌ ଖୋଲାଯାଇଛି । ବନ୍ୟା ନିୟନ୍ତ୍ରଣ, ଜଳବିଦୁ୍ୟତ ଶକ୍ତି ଉତ୍ପାଦନ, ଶିଳ୍ପ ଓ କୃଷି ପାଇଁ ଜଳ ଯୋଗାଣକୁ ଦୃଷ୍ଟିରେ ରଖି ହୀରାକୁଦରେ ଜଳ ନିୟନ୍ତ୍ରିତ କରି ଛଡ଼ାଯାଉଛି । ରାଜ୍ୟର ୧୧ଟି ନଦୀ ବେସିନ୍‌ରେ ବର୍ଷା ପରିମାଣ ସଂପର୍କରେ ଯନ୍ତ୍ରୀ ଅବଗତ ହୋଇଥିଲେ । କ୍ଷେତ୍ର ସ୍ତରରୁ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବନ୍ୟା ନିୟନ୍ତ୍ରଣ ପ୍ରତି ସତକ ଦୃଷ୍ଟି ରଖି କାର୍ଯ୍ୟ କରିବାକୁ ଯନ୍ତ୍ରୀ ଶ୍ରୀ ଦାସ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version