• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

କେୟାର ହସ୍ପିଟାଲ ପକ୍ଷରୁ AI ଏବଂ ରୋବୋଟିକ୍ ସର୍ଜରୀ ଉପରେ କର୍ମଶାଳା ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
November 18, 2024
in ଅନୁଗୁଳ, ଓଡ଼ିଶା, ବାଣିଜ୍ୟ, ହୋମ୍
0
କେୟାର ହସ୍ପିଟାଲ ପକ୍ଷରୁ AI ଏବଂ ରୋବୋଟିକ୍ ସର୍ଜରୀ ଉପରେ କର୍ମଶାଳା ଆୟୋଜିତ
Share on FacebookShare on TwitterWhatsapp

୧୬ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଅନୁଗୁଳ :-> ସମୟ ସହିତ ଉନ୍ନତି ହୋଇଛି ଚିକିତ୍ସା ବିଜ୍ଞାନ। ବର୍ତ୍ତମାନ ଅତ୍ୟାଧୁନିକ ଟେକ୍‌ନୋଲୋଜି ସାହାଯ୍ୟରେ ଅନେକ ଜଟିଳ ରୋଗର ସଫଳ ଚିକିତ୍ସା କରାଯାଇପାରୁଛି । Artificial intelliegnce (AI) ଏବଂ ରୋବୋଟିକ୍ ପଦ୍ଧତିରେ କିଭଳି ବିଭିନ୍ନ ପ୍ରକାର ଆଣ୍ଠୁ ଅପରସେନ୍ କରାଯାଇ ପାରୁଛି ସେ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ କେୟାର ହସ୍ପିଟାଲ ପକ୍ଷରୁ ଏକ କର୍ମଶାଳା ଅନୁଗୁଳର ହୋଟେଲ ପ୍ରଶାନ୍ତିଠାରେ ଆୟୋଜନ କରାଯାଇଥିଲା । ଏଥିରେ ରାଜ୍ୟର ଅନେକ ବୁଦ୍ଧିଜୀବି, ଡାକ୍ତର ଏବଂ ଆଣ୍ଠୁ ସର୍ଜରୀ ହୋଇଥିବା ରୋଗୀମାନେ ଯୋଗଦାନ କରିଥିଲେ।

କେୟାର ହସ୍ପିଟାଲର ବରିଷ୍ଠ ଅସ୍ଥିଶଲ୍ୟ ବିଶେଷଜ୍ଞ ତଥା ବିଭାଗୀୟ ମୁଖ୍ୟ ଡାକ୍ତର ସନ୍ଦୀପ ସିଂହଙ୍କ ମତରେ ପାରମ୍ପରିକ ସର୍ଜରୀ ତୁଳନାରେ Artificial Intelligence (AI) ଏବଂ ରୋବୋଟିକ୍ ପଦ୍ଧତିରେ ଅପରେସନ୍ କଲେ ଏହାର ସଫଳତା ହାର ବେଶ୍ ଅଧିକ। ଏଥିରେ ରୋଗୀଙ୍କୁ ଅଧିକ ଦିନ ହସ୍ପିଟାଲରେ ରହିବାକୁ ପଡ଼ିନଥାଏ ଏବଂ ଶୀଘ୍ର ପୂର୍ବ ଭଳି ନିଜର ସମସ୍ତ କାମ ନିଜେ କରିପାରିବେ। ଆଣ୍ଠୁ ପ୍ରତିରୋପଣଠାରୁ ଆରମ୍ଭ କରି କ୍ରୀଡା ଜନିତ ଆଘାତର ସଫଳ ଚିକିତ୍ସା Al ଏବଂ ରୋବୋଟିକ୍ ପଦ୍ଧତିରେ କରାଯାଇପାରୁଛି।

 

ଡଃ ଲୋକନାଥ ଦାଶ ( ଏଭିପି) ରୋଗୀମାନଙ୍କର ସଫଳ ଚିକିତ୍ସା ପାଇଁ ଅଭିନବ ଟେକ୍ନୋଲୋଜି ଗ୍ରହଣ କରିବାକୁ ହସପିଟାଲର ପ୍ରତିବଦ୍ଧତା ଉପରେ ନିଜର ମନ୍ତବ୍ୟ ଦେଇଛନ୍ତି । କେୟାର ହସ୍‌ପିଟାଲ ଶୀଘ୍ର Artificial Intelligence (AI) ଏବଂ ରୋବୋଟିକ୍ ପଦ୍ଧତି ଗ୍ରହଣ କରିଥିବାରୁ ସେ ଗର୍ବିତ ଅନୁଭବ କରୁଛନ୍ତି ବୋଲି କହିଥିଲେ। ରୋଗୀମାନଙ୍କୁ ସର୍ବନିମ୍ନ ଜଟିଳତା, ଶୀଘ୍ର ଆରୋଗ୍ୟଲାଭ ସହ ସର୍ବୋତ୍ତମ ସାମ୍ଭାବ୍ୟ ଚିକିତ୍ସା ଯୋଗାଇବା ଆମର ନିରନ୍ତର ପ୍ରୟାସ ଅଟେ ବୋଲି ସେ ପ୍ରକାଶ କରିଥିଲେ ।

ଏହି ପଦ୍ଧତିରେ ଚିକିତ୍ସା କରାଇଥିବା ରୋଗୀମାନେ ନିଜର ଅଭିଜ୍ଞତା ବାଣ୍ଟିବା ସହ ଏହି ଅତ୍ୟାଧୁନିକ ପଦ୍ଧତି ଦ୍ଵାରା ଶୀଘ୍ର ଆରୋଗ୍ୟ ଲାଭ କରିପାରୁଥିବା କଥା ପ୍ରକାଶ କରିଥିଲେ। ଏହି ଟେକ୍ନୋଲୋଜିକୁ ସ୍ୱାସ୍ଥ୍ୟ ସେବାରେ ଯୋଡିବା ପାଇଁ ଚାଲିଥିବା ପ୍ରୟାସ ଏକ ଗୁରୁତ୍ଵପୂର୍ଣ ମାଇଲଖୁଣ୍ଟ ଯାହା ରୋବୋଟିକ୍ସ ଅର୍ଥୋପେଡିକ୍ଟର ଭବିଷ୍ୟତକୁ କିଭଳି ରୁପ ଦେଉଛି ତାହା ଦର୍ଶାଇବ। ଅନୁଗୁଳ, ତାଳଚେର ଏବଂ ନିକଟବର୍ତ୍ତୀ ଶିଳ୍ପାଞ୍ଚଳ ପାଇଁ କେୟାର ହସପିଟାଲ ହେଉଛି ପସନ୍ଦଯୋଗ୍ୟ ବିକଳ୍ପ । ଏଠାରେ ସରକାରୀ ସ୍ୱାସ୍ଥ୍ୟ ଯୋଜନା ଅଧିନରେ ରୋଗୀମାନଙ୍କୁ ଚିକିତ୍ସା କରାଯାଊଥିବା ସହ ସମସ୍ତ ବୀମା ଏବଂ ଟିପିଏ ପଲିସି ପାଇଁ ନିରନ୍ତର ସେବା ପ୍ରଦାନ କରାଯାଉଛି। ବିସ୍ଵସ୍ତ ଏବଂ ବିସ୍ତୃତ ସ୍ବାସ୍ଥ୍ୟ ସେବା ପାଇଁ କେୟାର ହସପିଟାଲକୁ ଚୟନ କରିପାରିବେ।

“ଭବିଷ୍ୟତରେ ଭାରତର ସ୍ଵାସ୍ଥ୍ୟସେବା (AI) ଏବଂ ରୋବେଟିକ୍ ପଦ୍ଧତି ଉପରେ ନିର୍ଭର କରିବ। ଏହା ଫଳରେ ଅନେକ ଜଟିଳ ଅପରେସନ୍ କରାଯାଇ ପାରିବ ଯାହାର ସଫଳତା ହାର ମଧ୍ୟ ବେଶ୍ ଅଧିକ ରହିବ। ଭାରତ ଏହି ଚିକିତ୍ସା ବିପ୍ଲବରେ ପ୍ରମୁଖ ଭୁମିକା ନେବା ପାଇଁ ପ୍ରସ୍ତୁତ, ରୋଗୀ ସେବା କ୍ଷେତ୍ରରେ ନୂତନ ମାନଦଣ୍ଡ ସୃଷ୍ଟି କରିବ।” ରୋବୋଟକ୍ ପଦ୍ଧତି ସାହାଯ୍ୟରେ ସଫଳତାର ସହିତ ଆଣ୍ଠୁ ଅପରେସନ୍ କରିବା କେବଳ ଓଡ଼ିଶାରେ ନୁହେଁ ସମଗ୍ର ଭାରତ ପାଇଁ ଏକ ଗୌରବର କଥା । ତା ସହିତ କେୟାର ହସ୍ପିଟାଲରେ ଥିବା ଅତ୍ୟାଧୁନିକ ଅପରେସନ୍ ଥିଏଟର ଏବଂ ଅଭିଜ୍ଞ ଡାକ୍ତର ଓ ନର୍ସଙ୍କ ଟିମ୍ ଦ୍ବାରା ଏହି ସଫଳତା ସମ୍ଭବ ହୋଇଛି। କେୟାର ହସ୍ପିଟାଲ ଭୁବନେଶ୍ଵରଠାରେ ଆଣ୍ଠୁ ଅପରେସନ୍ କରିବା ପାଇଁ ସମସ୍ତ ପ୍ରକାର ବୀମା କମ୍ପାନୀର ମଧ୍ୟ ସହଭାଗୀତା ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version