• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଘରୋଇ କଳିରୁ ଵିଭାହିତା ମହିଳାଙ୍କୁ ପାଟିରେ କନା ବିଣ୍ଡିଆ ଦେଇ କିରୋସିନ ଢାଳି ପୋଡି ହତ୍ୟା,ପାଇଖାନା ଘରୁ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର

Proprietor Abhimanyu Maharana by Proprietor Abhimanyu Maharana
August 20, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଘରୋଇ କଳିରୁ ଵିଭାହିତା ମହିଳାଙ୍କୁ ପାଟିରେ କନା ବିଣ୍ଡିଆ ଦେଇ କିରୋସିନ ଢାଳି ପୋଡି ହତ୍ୟା,ପାଇଖାନା ଘରୁ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୦ ଅଗଷ୍ଟ ଗୁରୁବାର) କଟକ ମାହାଙ୍ଗା :- କଟକ ମାହାଙ୍ଗା ଓଡିଶା ତାଜା ନିଉଜ, ଅଗଷ୍ଟ 20 ଗୁରୁବାର : ଘରୋଇ କଳିରୁ ଵିଭାହିତା ମହିଳାଙ୍କୁ ପାଟିରେ କନା ବିଣ୍ଡିଆ ଦେଇ କିରୋସିନ ଢାଳି ପୋଡି ହତ୍ୟା କଲେ ଶାଶୂଘର ଲୋକେ, ଖବର ପାଇ ପାଇଖାନା ଘରୁ ଅର୍ଦ୍ଧ ଦଗ୍ଧ ମୃତ ଦେହ ଉଦ୍ଧାର କରି ସ୍ୱାମୀକୁ ଅଟକ ରଖି ତଦନ୍ତ ଚଳାଇଛି ପୋଲିସ, ଏଭଳି ହୃଦୟ ବିଦାରକ ଘଟଣା ଘଟିଛି କଟକ ଜିଲ୍ଲା ମାହାଙ୍ଗା ଥାନା ମୁଳୁବସନ୍ତ ଗ୍ରାମ ଧନେଇ ଗଣ୍ଡ ଗାଁ ରେ,ଏଥିନେଇ ବାପଘର ପକ୍ଷରୁ ଥାନାରେ ହତ୍ୟା ଅଭିଯୋଗ ହୋଇଛି, ।

ମୃତ ମହିଳା ଜଣଙ୍କ ହେଲେ ଧନେଇଗଣ୍ଡ ଗାଁ ର ସନ୍ତୋଷ ଘଡେଇ ଙ୍କ ସ୍ତ୍ରୀ ମାନସୀ ଘଡେଇ। ମାନସୀ ଙ୍କ ଅର୍ଦ୍ଧ ଦଗ୍ଧ ମୃତ ଶରୀରକୁ ଏକ ନିର୍ମାଣଧୀନ ପାଇଖାନା ଘରୁ ପୋଲିସ ଉଦ୍ଧାର କରିଛି । ପାରିବାରିକ କଳହରୁ ମାନସୀ ଆତ୍ମହତ୍ୟା କରିଛନ୍ତି ବୋଲି ସ୍ୱାମୀ ସନ୍ତୋଷ କହୁଥିବା ବେଳେ ମୃତକ ଙ୍କ ଭାଇ ଅଭିଯୋଗ କରିଛନ୍ତି ଯେ ମୋର ଭଉଣୀ କୁ ମାରି ପୋଡି ଦିଆଯାଇଛି । ଏହି ଘଟଣାରେ ପୋଲିସ ମୃତକଙ୍କ ସ୍ୱାମୀ କୁ ଅଟକ ରଖି ପଚରା ଉଚାରା କରୁଛି । ପୋଲିସ ଶବ କୁ ଜବତ କରିବା ସହ ଏକ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁ ର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି ।

ବିଜ୍ଞାନୀ ଅନୁସନ୍ଧାନୀ ଦଳ ଘଟଣା ସ୍ଥଳରେ ପହଂଚି ମହିଳାଙ୍କ ମୃତ୍ୟୁ କୁ ନେଇ ଛାନଭିନ କରିଥିବାବେଳେ ମୃତ ମହିଳା ଙ୍କ ମୁହଁ ରେ ଏକା କନା ର ବିଣ୍ଡିଆ ଦିଆଯାଇଥିବା ଦେଖିବାକୁ ମିଳିବା ପରେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ସାଧାରଣରେ ଆଲୋଚନା ହୋଇଛି, ପୋଲିସ ମୃତ ମହିଳାଙ୍କ ମୁହଁ ଭିତରୁ ବାହାର କରିଛି କନା ବିଣ୍ଡିଆ । ତେବେ ଶାଶୂଘର ଲୋକେ ପାରିବାରିକ କଳହରୁ ଏହା ଏକ ଆତ୍ମହତ୍ୟା ଘଟଣା କହୁଥିବା ବେଳେ ବାପଘର ଲୋକ ଏହା ହତ୍ୟାକାଣ୍ଡ ବୋଲି ପୋଲିସ ନିକଟରେ ଦାବିକରିଛନ୍ତି,

ଭଉଣୀ ପାଟିରେ କନା ବିଣ୍ଡିଆ ଦେଇ ମାରିବାପରେ ହାତଗୋଡ଼ ବାନ୍ଧି ପାଇଖାନା ଭିତରେ ପକେଇ କିରୋସିନ ଢାଳି ନିଆ ଲଗେଇ ଶାଶୁ ଘର ଲୋକେ ମିଶି ମାରିଦେଇଛନ୍ତି ଭାଇ ଅଭିଯୋଗ କରିଛନ୍ତି, ମୃତ ମହିଳାଙ୍କ ଦୁଇଟି ଛୋଟ ଶିଶୁ ଥିବା ଜଣାପଡିଛି, ଅପର ପକ୍ଷରେ ଏଭଳି ଅମାନୁଷିକ ହତ୍ୟାକାଣ୍ଡ ଘଟାଇଥିବା ଶାଶୁ ଘର ଲୋକ ମାନଙ୍କୁ କଠୋରରୁ କଠୋର ଦଣ୍ଡ ଦେବାକୁ ସାଧାରଣରେ ଦାବୀ ହୋଇଛି, (ମାହାଙ୍ଗାରୁ ଲଷ୍ମୀଧର ଖୁଣ୍ଟିଆ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ

କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ

October 10, 2026
ଦଶମ ଶ୍ରେଣୀର କୃତୀ ଛାତ୍ର ଅର୍ଣ୍ଣବ ସାହୁଙ୍କ ଏକାଦଶାହରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଦଶମ ଶ୍ରେଣୀର କୃତୀ ଛାତ୍ର ଅର୍ଣ୍ଣବ ସାହୁଙ୍କ ଏକାଦଶାହରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

October 10, 2026
କୁଇବାହାଲ ରେ ନୁଆଁଖାଇ ଭେଟ

କୁଇବାହାଲ ରେ ନୁଆଁଖାଇ ଭେଟ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ

କଟକ ଜିଲ୍ଲା ଅବକାରୀ ବିଭାଗର ଅତର୍କିତ ଚଢ଼ାଉ, ବିପୁଳ ଚୋରା ନିଶାଦ୍ରବ୍ୟ ଜବତ

October 10, 2026
ଦଶମ ଶ୍ରେଣୀର କୃତୀ ଛାତ୍ର ଅର୍ଣ୍ଣବ ସାହୁଙ୍କ ଏକାଦଶାହରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଦଶମ ଶ୍ରେଣୀର କୃତୀ ଛାତ୍ର ଅର୍ଣ୍ଣବ ସାହୁଙ୍କ ଏକାଦଶାହରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version