• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଇକ୍ ସହ ବାଇକ୍ ଧକ୍କା – ଶିକ୍ଷକ ମୃତ

Proprietor Abhimanyu Maharana by Proprietor Abhimanyu Maharana
November 21, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବାଇକ୍ ସହ ବାଇକ୍ ଧକ୍କା – ଶିକ୍ଷକ ମୃତ
Share on FacebookShare on TwitterWhatsapp

୨୦ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ  :-> ନୟାଗଡ ଜିଲ୍ଲା ନୂଆଗାଁ ଥାନା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥ ନୂଆଗାଁ , ମାମାଢ଼ାବା ସମ୍ମୁଖରେ ମୁହାଁମୁହିଁ ଦୁଇ ବାଇକ୍ ଧକ୍କା ହେବା ଫଳରେ ଶିକ୍ଷକ ଜଣକ ମୃତ୍ୟୁ ବରଣ କରିଛନ୍ତି। ସୂଚନା ଅନୁଯାୟୀ ନୟାଗଡ ପଟୁ ଜଣେ ଶିକ୍ଷକ ହିରୋହୁଣ୍ଡା ଗାଡି ନଂ ( ଓ ଆର୍ ୦୨ଏ ଡବ୍ଲୁ – ୧୦୯୬) ରେ ନୂଆଗାଁ ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ଦୃତ ଗତିରେ ଆସୁଥିବା ଯାମହା ଆର୍- ୧୫ ଗାଡି ନଂ( ଓଡ଼ି – ୦୨ – ସି ସି – ୬୧୧୩)ସହ ଧକ୍କା ହୋଇଥିଲା। ବାଇକ୍ ଦୁଇଟି ଧକ୍କା ହେବା ଫଳରେ ଦୁଇ ବାଇକ୍ ଆରୋହୀ ରାସ୍ତା ପାର୍ଶ୍ବରେ ଛିଟିକି ପଡ଼ି ଗୁରୁତର ହୋଇଥିଲେ।ଉଭୟ ପାର୍ଶ୍ଵରୁ ଆସୁଥିବା କିଛି ଯାତ୍ରୀ ଏବଂ ନୂଆଗାଁ କଲେଜ୍ ଛାତ୍ର ମାନଙ୍କ ଦ୍ଵାରା ଗୁରୁତର ଗାଡି ଚାଳକଙ୍କୁ ଉଦ୍ଧାର କରିଥିଲେ।ଛାତ୍ର ମାନେ ୧୦୮ ଆମ୍ବୁଲାନ୍ସ କୁ ଖବର ଦେବାସହ ସ୍ଥାନୀୟ ନୂଆଗାଁ ପୁଲିସ୍ କୁ ଖବର ଦେଇଥିଲେ।

ଘଟଣାସ୍ଥଳରେ ନୂଆଗାଁ ପୁଲିସ୍ ପହଞ୍ଚି ଦୁଇ ଗୁରୁତରଙ୍କୁ ଆମ୍ବୁଲାନ୍ସ ସହାୟତାରେ ନୟାଗଡ ମୁଖ୍ୟ ଚିକିତ୍ସାଳୟ କୁ ପଠାଇବାର ବ୍ୟବସ୍ଥା କରିଥଲେ।ନୟାଗଡ ଚିକିତ୍ସାଳୟରେ କନ୍ଦଳବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ କିଶୋର ସେନାପତି(୫୫) ମୃତ୍ୟୁ ବରଣ କରିଥିବା ଜଣା ପଡ଼ିଛି । ମୃତ ଶିକ୍ଷକ ଜଣକ ନୟାଗଡ ବାଲୁଙ୍ଗା ଅଞ୍ଚଳର ବୋଲି ଜଣା ପଡ଼ିଛି । ୟାମହା ଆରୋହୀ ବଡ଼ଗୋଠ ଏକତାଳ ନୂଆପଲ୍ଲୀ ଗ୍ରାମର ଲୋଚନ ନାୟକ ଙ୍କୁ ନୟାଗଡ ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣା ପଡିଛି।ଗାଡି ଦୁଇଟିକୁ ଜବତ କରିବା ସହ ୨୨୬/୨୪ ରେ ଏକ ମାମଲା ରୁଜୁ କରିଥିବା ଥାନା ଅଧିକାରୀ ଶରତ ଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି । ଏହି ଖବର ପ୍ରସାରିତ ହେବା ପରେ ଶିକ୍ଷକ ମହଲରେ ଶୋକ ର ଛାୟା ଖେଳି ଯାଇଛି।ତତ୍ ସହିତ ତାଙ୍କ ଅମର ଆତ୍ମା ର ସଦଗତି କାମନା କରିଛନ୍ତି ଶିକ୍ଷକ ଶିକ୍ଷୟତ୍ରୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version