• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇଣ୍ଡିଆନ୍ ବ୍ୟାଙ୍କ୍ କାର୍ଯ୍ୟପାଳକ ନିର୍ଦ୍ଦେଶକ ମହେଶ କୁମାର ବଜାଜ୍‌ଙ୍କ ଓଡିଶା ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
November 21, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଇଣ୍ଡିଆନ୍ ବ୍ୟାଙ୍କ୍ କାର୍ଯ୍ୟପାଳକ ନିର୍ଦ୍ଦେଶକ ମହେଶ କୁମାର ବଜାଜ୍‌ଙ୍କ ଓଡିଶା ଗସ୍ତ
Share on FacebookShare on TwitterWhatsapp

୨୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ )  ଭୁବନେଶ୍ୱର :-> ଇଣ୍ଡିଆନ୍ ବ୍ୟାଙ୍କ୍ କାର୍ଯ୍ୟପାଳକ ନିର୍ଦ୍ଦେଶକ ମହେଶ କୁମାର ବଜାଜ୍ ଚଳିତ ମାସ ୨୦ ଓ ୨୧ ତାରିଖରେ ଦୁଇଦିନିଆ ଓଡିଶା ଗସ୍ତରେ ଆସିଥିଲେ । ତାଙ୍କର ଏହି ଗସ୍ତ ଅବସରରେ ସେ ବହୁ ସରକାରୀ ଉଚ୍ଚ ପଦାଧିକାରୀଙ୍କ ସହ ସାକ୍ଷାତ କରିଥିଲେ ଓ ରାଜ୍ୟରେ ଇଣ୍ଡିଆନ୍ ବ୍ୟାଙ୍କ୍ ଦ୍ୱାରା ପ୍ରଦାନ କରାଯାଉଥିବା ବିଭିନ୍ନ ବ୍ୟାଙ୍କିଙ୍ଗ୍ ସେବା ସମ୍ବନ୍ଧରେ ସେମାନଙ୍କୁ ଅବଗତ କରାଇଥିଲେ । ସାଧାରଣ ଗ୍ରାହକ ଏବଂ କର୍ପୋରେଟ୍‌ ଗ୍ରାହକମାନଙ୍କ ସୁବିଧା ପାଇଁ ଇଣ୍ଡିଆନ୍ ବ୍ୟାଙ୍କ୍ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସେ ଆଲୋଚନା କରିଥିଲେ ।

ଓଡିଶା ସରକାରଙ୍କ “ସୁଭଦ୍ରା” ଯୋଜନାରେ ବ୍ୟାଙ୍କର ଅଂଶଗ୍ରହଣ ଓ ସୁଭଦ୍ରା ହିତାଧିକାରୀଙ୍କୁ ସି.ବି.ଡି.ସି(ଉଈଊଉ) ପ୍ଲାଟ୍‌ଫର୍ମରେ ଆର୍‌.ବି.ଆଇ(ଜଈଓ) ଡିଜିଟାଲ ମୁଦ୍ରା ଯୋଗାଇବା ସମ୍ପର୍କରେ ଶ୍ରୀ ବଜାଜ ଅଧିକାରୀମାନଙ୍କୁ ସୂଚୀତ କରିଥିଲେ । ବ୍ୟାଙ୍କ୍ ପକ୍ଷରୁ ସାମାଜିକ ଦାୟିତ୍ୱବୋଧତା (ଉଝଜ) କାର୍ଯ୍ୟକ୍ରମ ମାଧ୍ୟମରେ ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ୟୁନିଭରସିଟିକୁ ୪ଟି ସାନିଟାରୀ ନ୍ୟାପକିନ୍ ଭେଣ୍ଡିଂ ମେସିନ୍ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସ (କିସ୍‌) କୁ ୨ଟି ଆମ୍ବୁଲାନ୍ସ ପ୍ରଦାନ କରାଯାଇଥିଲା । ପୁରୀ ଜିଲ୍ଲାର ନିମାପଡାଠାରେ ଏକ ନୂତନ ଶାଖାକୁ ଶ୍ରୀ ବଜାଜ ଉଦ୍‌ଘାଟନ କରିଥିଲେ ।

ସମ୍ପ୍ରତି ଇଣ୍ଡିଆନ୍ ବ୍ୟାଙ୍କ୍ ,୧୯୯ଟି ଶାଖା ମାଧ୍ୟମରେ ରାଜ୍ୟରେ ବ୍ୟାଙ୍କିଙ୍ଗ୍ ସେବା ପ୍ରଦାନ କରୁଅଛି । ସଞ୍ଚୟ ଏବଂ ଜମା କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ତଥା ବ୍ୟାଙ୍କ ଛାଡି ଚାଲିଯାଇଥିବା ଗ୍ରାହକମାନଙ୍କ ସହ ପୁନଃ ସଂଯୋଗ ପାଇଁ “ଜଟଘ ଞଙ ଜଋଇଉଐ” ଓ “ଉଙଘଘଋଉଞ ଇଘଊ ଉଙଘଛଟଋଜ” ନାମରେ ଦୁଇଟି ଅଭିଯାନ ଆରମ୍ଭ କରିଥିଲେ । ଏହି ଅଭିଯାନ ଊନ୍ମୋଚନ ଅବସରରେ ଶ୍ରୀ ବଜାଜ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ ଏବଂ ସୂଚୀତ କରିଥିଲେ ଯେ ଇଣ୍ଡିଆନ୍‌ ବ୍ୟାଙ୍କ ଯାହା କି, ଦେଶର ସପ୍ତମ ବୃହତ୍ତମ ରାଷ୍ଠ୍ରାୟତ୍ତ ବ୍ୟାଙ୍କ, ଡିଜିଟାଲ ସେବା ଏବଂ ଗ୍ରାହକ ସଂଯୋଗୀକରଣ କ୍ଷେତ୍ରରେ ଏକ ଅଗ୍ରଣୀ ବ୍ୟାଙ୍କ୍ । ବ୍ୟାଙ୍କିଙ୍ଗ୍‌ରେ ଦକ୍ଷତା ଓ ଗ୍ରାହକମାନଙ୍କ ଅଭିଜ୍ଞତା ବୃଦ୍ଧିରେ ଡିଜିଟାଲ ସୃଜନଶୀଳତା ଉପରେ ସେ ଆଲୋକପାତ କରିଥିଲେ । ଶ୍ରୀ ବଜାଜ କହିଥିଲେ ଯେ, ୨୨୦ରୁ ଉର୍ଦ୍ଧ୍ୱ ବୈଶିଷ୍ଟ୍ୟ ଥିବା ଓଘଊଝଗଇଜଞ ମୋବାଇଲ ବ୍ୟାଙ୍କିଙ୍ଗ୍ ଆପ୍‌ ପ୍ଲାଟ୍‌ଫର୍ମ ସହିତ ଇଣ୍ଡିଆନ୍ ବ୍ୟାଙ୍କର ଡିଜିଟାଲ ଯାତ୍ରା ଜାରି ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version