• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଆକ୍ସନ ମୋଡ୍ ରେ ପୋଲିସ ,ଗିରଫ ହେଲା ଶିକାରୀ ଓ ଓ ଜବତ୍ ହେଲା ବନ୍ଧୁକ

Proprietor Abhimanyu Maharana by Proprietor Abhimanyu Maharana
November 22, 2024
in ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଆକ୍ସନ ମୋଡ୍ ରେ ପୋଲିସ ,ଗିରଫ ହେଲା ଶିକାରୀ ଓ ଓ ଜବତ୍ ହେଲା ବନ୍ଧୁକ
Share on FacebookShare on TwitterWhatsapp

୨୧ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ଆକ୍ସନ୍ ମୋଡ୍ ରେ ଦଶପଲ୍ଲା ଥାନା ଅଧିକାରିଣୀ ଅନିତା ସାହୁ ଓ ବାଣୀଗୋଛା ଥାନାଧିକାରୀ ବିନୟ ରଂଜନ ପରିଡା । ଗତ କିଛିଦିନ ଧରି ଶ୍ରୀମତୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଚଢାଓ କରାଯାଇ ଦଶପଲ୍ଲା ଥାନା ଅନ୍ତର୍ଗତ ମଧୁପୁର ନିକଟରୁ ଦେଶୀ ବନ୍ଧୁକ ଜବତ କରାଯିବା ସହିତ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତି ଜଣଙ୍କ ଖଇରାପଙ୍କାଳସାହି ର ପବନା ନାୟକଙ୍କ ପୁତ୍ର ତୀର୍ଥବାସୀ ନାୟକ (୪୬ ବର୍ଷ ) ବୋଲି ପୋଲିସ ସୂତ୍ରରୁ ଖବର ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଅତର୍କିତ ଚଢ଼ାଉ କରି ଏଭଳି ସଫଳତା ପାଇଥିବା ଜଣାପଡ଼ିଛି ।

ଅପର ପାର୍ଶ୍ବରେ ପରିଣତ ବୟସରେ ପହଞ୍ଚିଥିଲେ ମଧ୍ୟ ନିଜ ପାଖରେ ଚୋରା ଦେଶୀ ବନ୍ଧୁକ ରଖି ବିଭିନ୍ନ ସମୟରେ ଶିକାର କରୁଥିବା ଜଣେ ପୋଖତ ଶୀକାରୀ କୁ ଗତ ମଙ୍ଗଳବାର ଦିନ ବାଣିଗୋଛା ପୁଲିସ ଗିରଫ କରିଛି । ଅଭିଯୁକ୍ତ ଘରୁ ୨ଟି ବନ୍ଧୁକ ଜବତ କରିଥିବା ବେଳେ, ଅଭିଯୁକ୍ତ ଜଣଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ବାଣିଗୋଛା ଥାନା ଅନ୍ରର୍ଗତ ଚଡ଼େୟାପଲ୍ଲୀ ପଞ୍ଚାୟତ ଲଣ୍ତାଗାଡୁ ଗ୍ରାମର ବ୍ରଜବନ୍ଧୁ ମଳିକ (୫୮)। ବ୍ରଜବନ୍ଧୁ ନିଜ ପାଖରେ ବନ୍ଧୁକ ରଖି ବିଭିନ୍ନ ସମୟରେ ଜଙ୍ଗଲରୁ ଶିକାର କରୁଥିଲେ ।

ଏସମ୍ପର୍କରେ ଖବର ପାଇବା ପରେ ବାଣିଗୋଛା ଥାନା ଅଧିକାରୀ ବିନୟ ରଞ୍ଜନ ପରିଡ଼ା ତାଙ୍କ ଘର ଉପରେ ଚଢ଼ଉ କରିଥିଲେ | ଘରେ ସେ ନ ଥିବାବେଳେ କେବଳ ୨ଟି ବନ୍ଧୁକ ଜବତ କରାଯାଇଥିଲା । ପୁନର୍ବାର ବିଶ୍ବସ୍ଥ ସୁତ୍ରରୁ ଖବର ପାଇ ଯୋଜନାବଦ୍ଧ ଭାବରେ ତାକଂ ଘର ଉପରେ ଚଢାଓ କରାଯାଇ ,ତାକୁ ଗିରଫ କରାଯାଇଛି। ଏହି ପୋଖତ ଓ ଅଭ୍ୟାସଗତ ଶୀକାରୀ କୁ କୋର୍ଟଚାଲାଣ କରାଯାଇଥିବା ଥାନା ଅଧିକାରୀ ଶ୍ରୀ ପରିଡ଼ା କରିଛନ୍ତି l ପ୍ରକାଶ ଥାଉକି ବାଣିଗୋଛା ଥାନାର ପୂର୍ବତନ ଥାନାଧିକାରୀ ଲକ୍ଷ୍ମଣ ଦଣ୍ଡସେନା ମଧ୍ୟ ୧୧ ଗୋଟି ବେଆଇନ ବନ୍ଧୁକ ଜବତ୍ କରିଥିଲେମଧ୍ୟ ଅଦ୍ୟାବଧି ଚୋରା ବନ୍ଧୁକ କାରଖାନା କୁ ଠାବ କରାଯାଇପାରିନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

July 29, 2026
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

July 29, 2026
୧୧୯ ଦିନରେ ପହଞ୍ଚିଲା ନୀରବ ସତ୍ୟାଗ୍ରହ ପଦଯାତ୍ରା : ପତିତପାବନ ଯାତ୍ରା ପରେ ନୀଳକନ୍ଦରରେ ଶ୍ରୀଜୀଉଙ୍କ ଦର୍ଶନ, ଆଜିଠାରୁ ନୀଳାଚଳ ଅବଢ଼ା ମହାପ୍ରସାଦ, ପୁରୀବାସୀଙ୍କ ପୂର୍ବପରି ଦର୍ଶନ ଅଧିକାର ପୁନଃସ୍ଥାପନ ପାଇଁ ଅବ୍ୟାହତ ପ୍ରାର୍ଥନା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version