• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପରିବା ବଜାରର ଉତ୍କଟ ରୂପ – ଭଡାଟିଆ କ୍ଷୁଦ୍ର ବ୍ୟବସାୟୀଙ୍କୁ ହଟାଇଲା ପ୍ରଶାସନ

Proprietor Abhimanyu Maharana by Proprietor Abhimanyu Maharana
November 23, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପରିବା ବଜାରର ଉତ୍କଟ ରୂପ – ଭଡାଟିଆ କ୍ଷୁଦ୍ର ବ୍ୟବସାୟୀଙ୍କୁ ହଟାଇଲା ପ୍ରଶାସନ
Share on FacebookShare on TwitterWhatsapp

୨୨ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :->  ହିଞ୍ଜିଳିକାଟୁ ପୈାରାଞ୍ଚଳ ପନିପରିବା ମାର୍କେଟ ମୁଖ୍ୟ ରାସ୍ତା ସଙ୍କୁଚିତ କରି ଦୈନିକ ବ୍ୟବସାୟ କରୁଥିବା ପରିବା ବ୍ୟବସାୟୀଙ୍କୁ ହଟାଇଛି ସ୍ଥାନୀୟ ପ୍ରଶାସନ। ହିଞ୍ଜିଳିକାଟୁ ଠାରୁ ପରିବା ବଜାର ଦେଇ ତାରାତାରିଣୀ, ଖରିଡା , ଆଲପୁର, ପୁରୁଷୋତ୍ତମପୁର, ସିକିରି, ରାଳବ, ଅନ୍ତରିଗାଁ, କୋଳିଦାସପୁର ପ୍ରମୁଖ ଗାଁ କୁ ବହୁ ଯାତ୍ରୀ ପରିବହନ କାରୀ ବସ୍, କାର୍, ଅଟୋ ସମେତ ମାଲ୍ ପରିବହନ କାରୀ ଯାନବାହାନ ଗୁଡିକ ଚଳାଚଳ କରୁଛି। ଏପରିକି ସଂପୃକ୍ତ ରାସ୍ତାଦେଇ କେନ୍ଦ୍ରୀୟ ବିଦ୍ୟାଳୟ, ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟକୁ ବହୁ ଶିକ୍ଷାର୍ଥୀ ଯାତାୟତ କରିବା ସହ ବିଭିନ୍ନ କାର୍ଯ୍ୟରେ ବହୁ ପଥଚାରୀ ଡାକ କାର୍ଯ୍ୟାଳୟକୁ ଯାତାୟତ କରିଥାନ୍ତି। ପରିବା ବଜାର ରାସ୍ତାର ଉଭୟ ପାର୍ଶ୍ବରେ ବହୁ କ୍ଷୁଦ୍ର ପରିବା ବ୍ୟବସାୟୀ ରାସ୍ତା ଉପରେ ବସି ବ୍ୟବସାୟ କରି ଆସୁଥିଲେ। ଏଥିପାଇଁ ସେମାନଙ୍କ ଠାରୁ ଦୈନିକ ଜାଗା ଭଡ଼ା ଆଦାୟ କରା ଯାଉଛି ବୋଲି ଜଣାପଡିଛି।

ଫଳରେ କ୍ଷୁଦ୍ର ବ୍ୟବସାୟୀ ସଂପୃକ୍ତ ପରିବା ବଜାର ରାସ୍ତା ସଂକୀର୍ଣ୍ଣ ହେବା ସହ ଗାଡି ମୋଟର ଚଳାଚଳ ସମୟରେ ଗୁରୁତର ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହ ବିଭିନ୍ନ ସମୟରେ ଛୋଟ ବଡ ଦୂର୍ଘଟଣା ଘଟୁଥିବା ନଜିର ରହିଥିଲା। ଘଟଣା ସମ୍ପର୍କରେ ବିଭିନ୍ନ ସମୟରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶିତ ପରେ ପ୍ରଶାସନ ଚେତିଛି। ବୁଧବାର ହିଞ୍ଜିଳିକାଟୁ ପୈାର ଓ ପୁଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ପୈାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା ଓ ହିଞ୍ଜିଳି ଥାନା ଆଇଆଇସି ଶ୍ରୀନିବାସ ସେଠିଙ୍କ ନେତୃତ୍ୱରେ ପୈାର ଏନଫୋର୍ସମେଣ୍ଟ ଟିମ୍ ଓ ପୁଲିସ ପ୍ରଶାସନ ପରିବା ମାର୍କେଟରେ ପହଞ୍ଚି ରାସ୍ଥା ଉପରେ ବସି ୪୦ ରୁ ଉର୍ଦ୍ଧ୍ୱ କ୍ଷୁଦ୍ର ପରିବା ବ୍ୟବସାୟୀଙ୍କୁ ରାସ୍ତାରୁ ହଟାଇଛି।

ଥାନା ଏସଆଇ ସୁନିଲ କଣ୍ଡାଗୋରି , ଏସ୍ ଆଇ ସିଦ୍ଧାର୍ଥ ଜେନା,ଏଏସଆଇ ଅନନ୍ତ ଶବର, କନେଷ୍ଟବଳ ବସନ୍ତ ଉପାଧ୍ୟାୟ, ଓଏ ପିଫ୍ କୈଳାଶ ମଲ୍ଲିକ ଓ ଦଣ୍ଡପାଣି ମଲ୍ଲିକ, କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ,ପୈାର ଏନଫୋର୍ସମେଣ୍ଟ ଟିମ୍ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ। କିଛି ଦିନର ବିରତି ପରେ ଗତ ତିନି ଦିନ ଧରି ହିଞ୍ଜିଳି ପୁଲିସ ଓ ପୈାର ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି। ଅନ୍ୟ ପକ୍ଷରେ କିଛି ଲାଭଖୋର ବ୍ୟବସାୟୀଙ୍କ ଯୋଗୁଁ କ୍ଷୁଦ୍ର ପରିବା ବେପାରୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଜଣାପଡିଛି।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version