• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ସହରାଞ୍ଚଳ ଭୌଗୋଳିକ ସୂଚନା ଓ ମାଷ୍ଟର ପ୍ଲାନ ସମ୍ବନ୍ଧୀୟ ଦ୍ୱିକୀୟ କର୍ମଶାଳା

Proprietor Abhimanyu Maharana by Proprietor Abhimanyu Maharana
November 24, 2024
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀ ସହରାଞ୍ଚଳ ଭୌଗୋଳିକ ସୂଚନା ଓ ମାଷ୍ଟର ପ୍ଲାନ ସମ୍ବନ୍ଧୀୟ ଦ୍ୱିକୀୟ କର୍ମଶାଳା
Share on FacebookShare on TwitterWhatsapp

୨୩ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ସହରାଞ୍ଚଳରେ ଅବସ୍ଥିତ ବିଭିନ୍ନ ଗ୍ରାମଗୁଡିକର ଭୌଗୋଳିକ ସୂଚନା ସଂପର୍କୀୟ ମାଷ୍ଟର ପ୍ଳାନ ସମ୍ବନ୍ଧୀୟ ଦ୍ୱିତୀୟ କର୍ମଶାଳା କଟକ ପ୍ରମୋଦ ହୋଟେଲ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ବାଙ୍କୀ ସହର ତା.୧୧.୦୭.୧୯୬୬ରେ ଅଧସୂଚୀତ କ୍ଷେତ୍ରପରିଷଦ ଭାବେ ମାନ୍ୟତା ଲାଭ କରିଥିଲା । ଆଜକୁ ୫୮ବର୍ଷ ହେବ ଯାହା ଉନ୍ନତି ହୋଇଛି ତାହାର ଏକ ବିସ୍ତୃତ ବିବରଣୀ ଏହି କର୍ମଶାଳାରେ ବାଙ୍କୀର କାର୍ଯ୍ୟନିର୍ବାହୀ ଅଧିକାରୀ ସଂପଦ କୁମାର ସ୍ୱାଇଁ ପ୍ରକାଶ କରିଥିଲେ । ଆଗାମୀ ୨୦୫୧ମସିହା ପାଇଁ ବାଙ୍କୀ ଏନ୍‌.ଏ.ସିର ମାଷ୍ଟରପ୍ଲାନ ତିଆରି କରାଯାଇଥିଲା । ଏଥିରେ ସହରକୁ ସରସ ସୁନ୍ଦର କରିବା ପାଇଁ ପ୍ରସ୍ତାବମାନ ଗୃହିତ କରାଯାଇଥିଲା ।

୨୪ଘଣ୍ଟା ଲୋକମାନେ ପାନୀୟ ଜଳ ପାଇବା ସହ ବିଦ୍ୟାଳୟ, ମହାବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଉତ୍ତମ ଶିକ୍ଷା ପାଇବା ଓ ଗମନାଗମନର ସୁବିଧା ଉପରେ ଗୁରୁତ୍ୱ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ଯୋଗଦାନ କରି ବାଙ୍କୀ ଏନ୍‌.ଏ.ସିକୁ ଏକ ସୁନ୍ଦର, ସବୁଜ ଏବଂ ସୁ୍‌ସ୍ଥ ସହରରେ କିପରି ପରିଣତ କରାଯାଇପାରିବ ତାହା ଉପରେ ଆଲୋଚନା କରିଥିଲେ । ଏନ୍‌.ଏ.ଏସି ନଗର ପାଳ ଶ୍ରୀମତୀ ମାଣିକ ସାହୁ ଯୋଗଦାନ କରି ଏହାର ପରିସର ବୃଦ୍ଧି କରିବା ସହ ପାର୍କ, ପୁରୁଷ ଏବଂ ସ୍ତ୍ରୀ ଲୋକମାନେ ଚାଲିବା ପାଇଁ ପାଦଚଲା ରାସ୍ତା , ଉତ୍ତମ ଶିକ୍ଷାର କିପରି ସୁବିଧା ହୋଇପାରିବ ତାହା ଉପରେ ଗୁରୁତ୍ୱ ଦେଇଥିଲେ ।୨୦୧୧ମସିହା ସୁଧା ବାଙ୍କୀ ଏନ୍‌.ଏ.ଏସିର ଜନସଂଖ୍ୟା ୧୮ହଜାର ୩୭୪ ଥିବା ବେଳେ ଏହା ଆଗାମୀ ୨୦୫୧ବେଳକୁ ୩୮ହଜାର ୩୪୭ ଜନ ସଂଖ୍ୟାରେ ପହଞ୍ôଚବ ବୋଲି ଆର.ଓ.ଭି ଆସୋସିଏସନ ହାଇଦ୍ରାବାଦର ଆସୋସିଏଟ୍ ଉପସଭାପତି ଲାମା ମହାନ୍ତି ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉପନଗରପାଳ ସନ୍ତୋଷ କୁମାର ରଣା ଯୋଗଦେଇ ବାଙ୍କୀ ସହର ମଧ୍ୟରେ ଥିବା ଉପକାରାଗାରାକୁ ଦୁର୍ଗାପୁର ମୌଜାର ମାଳତୀ ପାହାଡକୁ ସ୍ଥାନାନ୍ତର କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ଫଳରେ ବାଙ୍କୀ ସହରର ପରିସର ବୃଦ୍ଧି ହେବା ସହ ପାର୍କିଂ ବ୍ୟବସ୍ଥା , ବସ୍‌ଟର୍ମିନାଲର ସୁବିଧା ହୋଇପାରିବ ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ ।

ଅନ୍ୟତମ କାଉନସିଲର ସନାତନ ବେହେରା ଯୋଗଦେଇ ବାଙ୍କୀ ଏନ୍‌.ଏ.ସି ସଂଲଗ୍ନ କୃଷି ଜିଲ୍ଲା ଅଫିସକୁ ଯଦି ଅନ୍ୟତ୍ର ସ୍ଥାନାନ୍ତର କରାଯାଇ ପାରିବ ତାହାହେଲ ସହରର ପରିସୀମା ବୃଦ୍ଧି ହେବା ସହ ଏକ ସୁନ୍ଦର ଏନ୍‌.ଏ.ସି ଗଠନ ହୋଇପାରିବ ବୋଲି କହିଥିଲେ । ସହରର ଲୋକମାନେ ଭଲ ସ୍ୱାସ୍ଥ୍ୟ ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା , ମହିଳା ଏବଂ ପୁରୁଷ ଶ୍ରମିକମାନେ ଗମନାଗମନ କରିବା ପାଇଁ ବସର ସୁବିଧା , ବସ୍ ଟର୍ମିନାଲ, ଟ୍ରାଫିକ୍‌ର ବନ୍ଦୋବସ୍ତ, ବାଙ୍କୀ ସହରର ପ୍ରବେଶ କରୁଥିବା ଭାରିଯାନ ଗୁଡିକ ସହର ଭିତରେ ନଯାଇ ତାହା ସହରର ବାହାର ପଟେ ଏକ ବିକଳ୍ପ ବାଇପାସ୍ ରାସ୍ତା ନିର୍ମାଣ କରିବା ପାଇଁ ପ୍ରସ୍ତାବ ରଖାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ବାଙ୍କୀ ଉପଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତି, ତହସିଲଦାର ଅଶେଷ କୁମାର ନାୟକ, ଡମପଡ଼ା ତହସିଲଦାର ସୂଚୀସ୍ମିତା ଦାଶ, ଇଲେକ୍ଟ୍ରିକ୍ ଏସ୍‌.ଡି.ଓ ସୌମ୍ୟରଞ୍ଜନ ମହାପାତ୍ର, କେନ୍ଦ୍ରୀୟ ଜୋନ୍ ଜିଲ୍ଲାପରିଷଦ ସଦସ୍ୟା ମିନତୀ ମହାପାତ୍ର, ରଗଡି ସରପଂଚ ବିଜୟ ଲକ୍ଷ୍ମୀ ମହାନ୍ତି, କାଉନସିଲର ପଠାଣୀ ବେହେରା, ସଂଜୟ ପୃଷ୍ଟି ସମେତ ସମସ୍ତ କାଉନସିଲର ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆରଭି ଆସୋସିଏସନର ସହର ପ୍ଳାନର ସେଫାଳୀ ସେନାପତି, ଫାଲ୍‌ଗୁନୀ ଜେନା, ଆଶାଜିନ୍ ଇଲାହୀ ଆଲିସାହା ଯୋଗଦେଇ ଆଗାମୀ ୨୦୫୧ ସୁଧା ଏନ୍‌.ଏ.ସି ପାଇଁ ରହିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଏକ ବିସ୍ତୃତ ଭୌଗୋଳିକ ନକ୍ସା ଉପସ୍ଥାପନ କରିଥିଲେ । ବାଙ୍କୀ ଏନ୍‌.ଏ.ସିର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version