• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଭୟପାଦର ୨୪ତମ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
November 26, 2024
in ଓଡ଼ିଶା, କଟକ, ହୋମ୍
0
ଅଭୟପାଦର ୨୪ତମ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

୨୪ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :->  ବାଙ୍କୀ ଡମପଡ଼ା ବ୍ଲକ ଅନ୍ତର୍ଗତ ଢ଼ଁସର ଗ୍ରାମର ପୁରାତନ ଆଧ୍ୟାତ୍ମିକ ଚେତନା ଓ ସାଂସ୍କୃତିକ ଅନୁଷ୍ଠାନ ଅଭୟପାଦର ୨୪ତମ ବାର୍ଷିକ ଉତ୍ସବ ଆଜି ପୂର୍ବାହ୍ନରେ ନରଗାଙ୍ଗ ସ୍ଥିତ ଜାହ୍ନବୀ ଆଶ୍ରମ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ସଭାପତି ସାମ୍ବାଦିକ ଗୌରାଙ୍ଗ ବେହେରାଙ୍କ ସଂଚାଳନରେ ଅଭୟପାଦର ସଂପାଦକ ସୁଦର୍ଶନ ସାହୁ ବାଷିର୍କ ବିବରଣୀ ପଠନ କରିବା ସହ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ଏଥିରେ ମୁଖ୍ୟଅତିଥି ଭାବେ ବସୁଦେବ କୁଟୁମ୍ବକମ୍ ରାଜ୍ୟ ପ୍ରତିଷ୍ଠାତା ସଭାପତି ଭାଗୀରଥି ସାହୁ ଯୋଗଦେଇ ବର୍ତ୍ତମାନ ସମୟରେ ଧର୍ମ ଏକ ଅଭିନ୍ନ ବସୁଦେବକୁଟୁମ୍ବକମ୍ ସମସ୍ତ ଲୋକଙ୍କୁ ଏକାକାର କରିବା ତା’ର ଲକ୍ଷ୍ୟ ବୋଲି ମତବ୍ୟକ୍ତ କରିଥିଲେ ।

ମୁଖ୍ୟବକ୍ତା ଭାବେ ଦି ଲିଙ୍କ ଚକ୍ଷୁ ଚିକିତ୍ସାଳୟର ଅଧ୍ୟକ୍ଷ ଡକ୍ଟର ଆଲୋକକୁମାର ସାହୁ ଯୋଗଦେଇ ଅଭୟପାଦ ସମାଜ , ସଂସ୍କାର ତଥା ବାଙ୍କୀର ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ସାମାଜିକ କ୍ଷେତ୍ରରେ ତା’ର ଦାୟିତ୍ୱକୁ ସୂଚାରୁ ରୂୂପେ ସଂପାଦନ କରି ଆସୁଥିବା ସଂପର୍କରେ ନିଜର ବକ୍ତବ୍ୟ ରଖିଥିଲେ । ସମ୍ମାନିତ ଅତିଥି ଭାବେ ଯୁବସଂଗଠକ ଅଭିନାଶ ପଟ୍ଟନାୟକ , ଆଦିବାସୀ ହରିଜନ କଲ୍ୟାଣ ପରିଷଦର ସଂପାଦକ କେଶବ ଚନ୍ଦ୍ର ବେହେରା, ଅନୁଷ୍ଠାନର ଉପଦେଷ୍ଟା କବି ଶ୍ରୀବନ୍ତ ପ୍ରସାଦ ପାଣି ପ୍ରମୁଖ ଉପସ୍ଥିତ ଥିଲେ । ଏହି ପରିପ୍ରେକ୍ଷୀରେ ଅନୁଷ୍ଠାନ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେଥି ମଧ୍ୟରୁ ଆଇନଜୀବୀ ଜିତେନ୍ କୁମାର ରଥ, ଯୁବସାମ୍ବାଦିକ ବିଭୂପ୍ରସାଦ ସାମଲ, ଅଇନଜୀବୀ ଗଗନ ବିହାରୀ ମହାପାତ୍ର, ଶିକ୍ଷକ ଗୟାଧର ନାୟକ,ଶିକ୍ଷକ ବଳରାମ ପାଇକରାୟଙ୍କ ସମେତ ଅନେକ ପ୍ରତିଭାମାନଙ୍କୁ ଅଭୟପାଦ ପକ୍ଷରୁ ମାନପତ୍ର ଓ ଉପଢ଼ୌକକନ ଦେଇ ମୁଖ୍ୟଅତିଥି ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସଂଗୀତ ପରିବେଷଣ କରିଥିଲେ ସତ୍ୟବ୍ରତ ପ୍ରଧାନ, ସତ୍ୟନାରାୟଣ ସୁବୁଦ୍ଧି, ଶେଷରେ ଅଭୟପାଦ ପକ୍ଷରୁ ଶ୍ରୀଗୁରୁ ପାଦ ପ୍ରଡକ୍‌ସନ୍ ପକ୍ଷରୁ ଅଭୟପାଦର ଦ୍ୱିତୀୟ ଭାଗର ସୁଟିଂର ଶୁଭାରମ୍ଭ ହୋଇଥିଲା । ତୁଳସୀ ସାହୁ ଏହାକୁ ପ୍ରଯୋଜନା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version