• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ କଲେଜରେ ଆସ୍ଥା ଶିକ୍ଷା ଟ୍ରଷ୍ଟ ଆନୁକୁଲ୍ୟରେ ସମ୍ବର୍ଦ୍ଧନା ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
November 26, 2024
in ଓଡ଼ିଶା, କଟକ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବାଙ୍କୀ କଲେଜରେ ଆସ୍ଥା ଶିକ୍ଷା ଟ୍ରଷ୍ଟ ଆନୁକୁଲ୍ୟରେ ସମ୍ବର୍ଦ୍ଧନା ଉତ୍ସବ
Share on FacebookShare on TwitterWhatsapp

୨୫ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ  :-.> ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆସ୍ଥା ଶିକ୍ଷା ଟ୍ରଷ୍ଟ ଆନୁକୁଲ୍ୟରେ ପିପିପି ମୋଡ୍‌ରେ ଖୋଲିଥିବା ବୃତ୍ତିଗତ ସେଲ୍ଫ ଫାଇନାନ୍ସ୍ ପାଠ୍ୟକ୍ରମରେ ନାମ ଲେଖାଇଥିବା ନୂତନ ଛାତ୍ରଛାତ୍ରୀମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସମ୍ବର୍ଦ୍ଧନା ଉତ୍ସବରେ ବୃତ୍ତିଗତ ସେଲ୍ପ୍ ପାଇନାନ୍ସ୍ ପାଠ୍ୟକ୍ରମର ସଂଯୋଜକ ଅଧ୍ୟାପକ ଆଶିଷ କୁମାର ପାଢୀ ସଭାପତିତ୍ୱ କରିବା ସହିତ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟଅତିଥି ଭାବେ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଯୋଗଦାନ କରି ଏହି ପାଠ୍ୟକ୍ରମ ଶେଷ କରିବା ପରେ ନିଶ୍ଚିତ ଭାବେ ଛାତ୍ରଛାତ୍ରୀମାନେ ଚାକିରି କିମ୍ବା ବ୍ୟବସାୟ କ୍ଷେତ୍ରରେ ନିଯୁକ୍ତି ପାଇପାରିବେ ବୋଲି ପ୍ରକାଶ କରିଥିଲେ ।

ଭଲପାଠ ପଢ଼ି କଲେଜର ସୁନାମ ରକ୍ଷା ପାଇଁ ଅଧ୍ୟକ୍ଷ ଡକ୍ଟର ମହାନ୍ତି ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ମୁଖ୍ୟବକ୍ତା ଭାବେ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ବୃତ୍ତିଗତ ସେଲ୍ଫ୍ ପାଇନାନ୍ସର ଖୋଲିଥିବା ୬ଗୋଟି ବିଷୟ ଆତ୍ମନିଯୁକ୍ତି ଏବଂ ସରକାରୀ କ୍ଷେତ୍ରରେ ନିଯୁକ୍ତିର ସୁଯୋଗ ଆଣିବ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ସ୍ନାତକୋତ୍ତର ସଂଯୋଜକ ଡକ୍ଟର ଶଶିଭୂଷଣ ମହାପାତ୍ର, ବରିଷ୍ଠ ପ୍ରାଧ୍ୟାପକ ପ୍ରମୋଦ କୁମାର ପଣ୍ଡା, ଡକ୍ଟର ଶ୍ରୀକାନ୍ତ ଦାସ, ଅଧ୍ୟାପିକା ଅର୍ପିତା ଅପରଜିତା, ଡକ୍ଟର ମାନସ ମହାପାତ୍ର, ଅଧ୍ୟାପକ ଜଗନ୍ନାଥ ଦଳେଇ ଅଧ୍ୟାପିକା ସିନ୍ଧୁବାଳା ପଣ୍ଡା ଓ କିରଣ ସାହୁ ପ୍ରମୁଖ ଯୋଗଦାନ କରି ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିବା ସହିତ ସେମାନଙ୍କର ଭବିଷ୍ୟତ ଜୀବନ ଉଜ୍ଜ୍ୱଳମୟ ହେଉ ବୋଲି କହିଥିଲେ । ଅଧ୍ୟାପିକା ଜ୍ଞାନଦା ରଣା ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version