• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏଚବିଟି ଲିଙ୍ଗ-ଭିତ୍ତିକ ହିଂସା ବିରୋଧରେ ୧୬ଦିନ ବ୍ୟାପୀ ସକ୍ରିୟ ଅଭିଯାନ ଆରମ୍ଭ କଲା

Proprietor Abhimanyu Maharana by Proprietor Abhimanyu Maharana
November 26, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏଚବିଟି ଲିଙ୍ଗ-ଭିତ୍ତିକ ହିଂସା ବିରୋଧରେ ୧୬ଦିନ ବ୍ୟାପୀ ସକ୍ରିୟ ଅଭିଯାନ ଆରମ୍ଭ କଲା
Share on FacebookShare on TwitterWhatsapp

୨୫ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱରସ୍ଥିତ ଏକ ସର୍ବଭାରତୀୟ ଏନ୍ଜିଓ ‘ହମାରା ବଚ୍ପନ ଟ୍ରଷ୍ଟ’ (ଏଚବିଟି) ଲିଙ୍ଗ-ଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ବୈଶ୍ୱିକ ଅଭିଯାନ ଆରମ୍ଭ କରିଛି, ଯାହା ନଭେମ୍ବର ୨୫ (ଆନ୍ତର୍ଜାତିକ ମହିଳା ହିଂସା ନିରୋଧୀ ଦିବସ)ରୁ ଡିସେମ୍ବର ୧୦ (ଆନ୍ତର୍ଜାତିକ ମାନବାଧିକାର ଦିବସ) ପର୍ଯ୍ୟନ୍ତ ଚାଲିବ । ୨୫ ନଭେମ୍ବରରେ ଏଚବିଟି ଓଡ଼ିଶା ଓ ମଧ୍ୟପ୍ରଦେଶରେ ଏହାର ବିଶାଳ ଅଭିଯାନ ଶୁଭାରମ୍ଭ କରିଥିଲା, ଯେଉଁ ଅବସରରେ ୧୬ଦିନ ବ୍ୟାପୀ ଏହାର କାର୍ଯ୍ୟକାରିତାର ବିଭିନ୍ନ ସ୍ଥାନରେ ଏକାଧିକ କାର୍ଯ୍ୟକ୍ରମ ଆାୟୋଜିତ ହେବାକୁ ଯାଉଛି । ଏହି ସମସ୍ତ କାର୍ଯ୍ୟକ୍ରମ ଅନ୍ତରଙ୍ଗ ସାଥୀଙ୍କ ଦ୍ୱାରା ହିଂସା, ବାଲ୍ୟ ବିବାହ ଏବଂ ଅନ୍ୟ ଲିଙ୍ଗ-ଭିତ୍ତିକ ହିଂସା ଭଳି ଗୁରୁତର ପ୍ରସଙ୍ଗଗୁଡିକ ପ୍ରତି ଦୃଷ୍ଟିଦେବା ଲକ୍ଷ୍ୟ ରଖିଛି ।

କେନ୍ଦୁଝରରେ ପାଟଣାର ଏକ ଅଙ୍ଗନବାଡି କେନ୍ଦ୍ରରେ ଆୟୋଜିତ କାର୍ଯ୍ୟକ୍ରମରେ ୪୦ ଜଣ ଅଂଶଗ୍ରହଣକାରୀ ଯୋଗଦେଇଥିଲେ; ଯେଉଁମାନଙ୍କ ମଧ୍ୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, କିଶୋରୀ ବାଳିକା ଏବଂ ପିଆରଆଇ ନେତୃବୃନ୍ଦ ଅନ୍ତର୍ଭୁକ୍ତ ଥିଲେ । ଏହି ଅଭିଯାନ ସମୟରେ ଯୋ÷ନଗତ, ଶାରୀରିକ ଏବଂ ମନସ୍ତାତ୍ତ୍ୱିକ ହିଂସାଜନିତ ଆପଦ ସମ୍ପର୍କରେ ଆଲୋକପାତ କରାଯାଇଥିଲା, ଏବଂ ତାହାସହିତ ବାଲ୍ୟ ବିବାହର କୁପରିଣତି ସମ୍ପର୍କରେ ସଚେତନ କରାଯାଇଥିଲା । ଏହି ଅବସରେ ସାମୂହିକ ପ୍ରୟାସକୁ ପ୍ରେରଣା ଦେବା ନିମନ୍ତେ ଏକ ଶୋଭାଯାତ୍ରା ଆୟୋଜନ ସହିତ ସେଥିରେ ଏ ସମ୍ପର୍କରେ ସ୍ଲୋଗାନ ଦିଆଯାଇଥିଲା ।

ଇତିମଧ୍ୟରେ ଭୁବନେଶ୍ୱରର ଭଗବତୀ ଅଞ୍ଚଳରେ ୨୬ କିଶୋରୀ ବାଳିକା ଏବଂ ମହିଳା ଲିଙ୍ଗ-ଭିତ୍ତିକ ହିଂସା ବିରୋଧରେ ନିରାପତ୍ତା, ସମାନତା ଏବଂ ମଜଭୁତପଣ ଉପରେ ଆଲୋଚନାକୁ ପ୍ରୋତ୍ସାହିତ କରିବା ଉଦେ୍ଦଶ୍ୟରେ ରଙ୍ଗୋଲି ପ୍ରସ୍ତୁତି ପ୍ରତିଯୋଗିତା ଏବଂ ଶପଥ ପାଠ ଉତ୍ସବ ଆଦି ସୃଜନଶୀଳ ପଦକ୍ଷେପରେ ଅଂଶଗ୍ରହଣ କରିଥିଲେ । ମଧ୍ୟପ୍ରଦେଶର ଜିରୋଙ୍ଗିରେ ଏଚବିଟି ମହିଳାଙ୍କ ଅଧିକାର ଏବଂ ଆଇନଗତ ସଚେତନତା ସମ୍ପର୍କରେ ଏକ ଗୋଷ୍ଠୀଭିତ୍ତିକ ତାଲିମ କାର୍ଯ୍ୟକ୍ରମ ଆୟୋଜନକୁ ସୁଗମ କରାଇଥିଲା । ଏହି ଆନ୍ତଃ କି୍ରୟାଭିମୁଖୀ ଆଲୋଚନାରେ ୪୫ କିଶୋରୀ ବାଳିକା ଏବଂ ମହିଳା ଅଂଶଗ୍ରହଣ କରିଥିଲେ ଏବଂ ସେମାନେ ଘରୋଇ ହିଂସା ଏବଂ ଅନ୍ୟ ଲିଙ୍ଗ-ଭିତ୍ତିକ ହିଂସାର ମୁକାବିଲା ନିମନ୍ତେ ପ୍ରସ୍ତୁତ ଶିକ୍ଷଣୀୟ ଭିଡିଓ ଦେଖିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ମହିଳା ଓ ବାଳିକାମାନଙ୍କୁ ଅନ୍ୟାୟ ଏବଂ ପାତର ଅନ୍ତରରୁ ସୁରକ୍ଷା ପ୍ରଦାନ ନିମନ୍ତେ ଡିଜାଇନ କରାଯାଇଥିବା ବିଭିନ୍ନ ଆଇନ ସମ୍ପର୍କରେ ଆଇନଗତ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ଦେଇଥିଲା । ଅନ୍ତରଙ୍ଗ ସାଥୀଙ୍କ ଦ୍ୱାରା ହିଂସା ଭଳି ସମସ୍ୟାଗୁଡିକର ମୁକାବିଲା ଏବଂ ଆଇନଗତ ସଚେତନତା ବ୍ୟବସ୍ଥାକୁ ସୁଦୃଢ କରି ଏହି ସଂଗଠନ ଏକ ନିରାପଦ, ଅଧିକ ସମତାଭିତ୍ତିକ ଗୋଷ୍ଠୀ ନିର୍ମାଣ ନିମନ୍ତେ ଲକ୍ଷ୍ୟ ରଖିଛି । ଏହି ପ୍ରୟାସଗୁଡିକ ଗୋଷ୍ଠୀଗୁଡିକୁ ଏକତ୍ରିତ କରିବା, ରକ୍ଷା ପାଇଥିବା ମହିଳା ଓ ବାଳିକାମାନଙ୍କୁ ସଶକ୍ତ କରିବା ଏବଂ ଲିଙ୍ଗ-ଭିତ୍ତିକ ହିଂସାର ସ୍ଥାୟୀ ସମାଧାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏକ ବୃହତ୍ତର ଅଭିଯାନର ଅଂଶବିଶେଷ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version