• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ପେନସନ ଅଦାଲତ : ୫୩୫ଟି ମାମଲାର ଶୁଣାଣି

Proprietor Abhimanyu Maharana by Proprietor Abhimanyu Maharana
November 26, 2024
in ଓଡ଼ିଶା, ଭଦ୍ରକ, ମୟୁରଭଞ୍ଜ, ହୋମ୍
0
ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ପେନସନ ଅଦାଲତ : ୫୩୫ଟି ମାମଲାର ଶୁଣାଣି
Share on FacebookShare on TwitterWhatsapp

୨୬ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଓ ଓଡିଶା ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ମିଳିତ ଆନୁକୂଲ୍ୟରେ ଏବଂ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ସହଯୋଗରେ ସ୍ଥାନୀୟ ସହିଦ ସ୍ମୃତି ଭବନ ଠାରେ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଆଜି ଅନୁଷ୍ଠିତ ହୋଇଯାଇଅଛି । ମୟୂରଭଞ୍ଜ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପେନସନ ଅଦାଲତରେ ଏ. ଜି କାର୍ଯ୍ୟାଳୟର ଉପ ମହାଲେଖାକାର (ପେନସନଓ ଭବିଷ୍ୟନିଧି ) ସଞ୍ଜୟ କୁମାର,ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ସ୍ୱତନ୍ତ୍ର ଶାସନ ସଚ୍ଚିବ, ସତ୍ୟ ରଞ୍ଜନ ସାହୁ, ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର,

ବରିଷ୍ଠ ଲେଖାଧିକାରୀ ସାରଦା ପ୍ରସନ୍ନ ମହାପାତ୍ର, କଲ୍ୟାଣ ପଣ୍ଡା ଯୋଗଦେଇ ପେନସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ଅଭିଯୋଗର ଶୁଣାଣି କରିଥିଲେ। ବରିଷ୍ଠ ଲେଖାଧିକାରୀ ଶ୍ରୀ ମହାପାତ୍ର ପେନସନ ଓ ଜିପିଏଫ ଆବେଦନ ପତ୍ର ପଠାଉଥିବା ବେଳେ ଯେଉଁ ଭୁଲ କରନ୍ତି ତାର ସଂଶୋଧନ କିପରି କରାଯାଇ ପାରିବ ପିପିଟି ମାଧ୍ୟମରେ ବୁଝାଇଥିଲେ। ଏହି ପେନସନ ଅଦାଲତରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟର ଗ୍ରାଚୁଇଟି ମଂଜୁର ହୋଇ ନଥିବା ୫୩୫ଟି ମାମଲାର ଶୁଣାଣି ପାଇଁ ଉପସ୍ଥାପିତ ହୋଇଥିଲା । ତନ୍ମଧ୍ୟରୁ ୬ ଜଣଙ୍କୁ ସେହି ମଞ୍ଚରେ ପେନସନ କାଗଜ ପ୍ରଦାନ କରାଯାଇଥିଲା ଓ ଅନ୍ୟ ସମସ୍ତ ପେନସନ ମାମଲା ତୁରନ୍ତ କାର୍ଯ୍ୟକାରୀ ହେବ ବୋଲି ଜିଲ୍ଲାପାଳ ଶ୍ରୀ ସୟ କହିଥିଲେ।

ଉପ ମହାଲେଖାକାର ସଞ୍ଜୟ କୁମାର ଉପସ୍ଥିତ ଥିବା ପେନସନ ମଞ୍ଜୁରକର୍ତ୍ତା ଓ ଡିଡିଓ ମାନଙ୍କୁ ଠିକ ସମୟରେ ଅବସରପ୍ରାପ୍ତ କର୍ମଚାରୀମାନଙ୍କର ଅବସରକାଳୀନ ଦେୟ କାଗଜପତ୍ର ଓ ଠିକ ସମୟରେ ମହାଲେଖାକାର କାର୍ଯ୍ୟାଳୟକୁ ଏହା ସବୁ ପଠାଇବାକୁ କହିଥିଲେ ଯାହା ଫଳରେ ସେମାନେ ଠିକ ସମୟରେ ସେମାନଙ୍କର ପ୍ରାପ୍ୟ ପାଇପାରିବେ । ଅବସର ପରେ ସେମାନଙ୍କର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡେ। ତେଣୁ ମାନବୀୟ ଦୃଷ୍ଟି କୋଣରୁ ସେମାନଙ୍କର ଦୂରାବସ୍ଥାର ସୁଧାର ଆଣିବା ପାଇଁ ଅବସରର 2 ମାସ ପୁର୍ବରୁ ଏଜି କାର୍ଯ୍ୟାଳୟକୁ ପଠାଇବା ଉଚିତ ଯାହାଫଳରେ ଅବସର ଦିନ ସେମାନଙ୍କର ଅବସରକାଳୀନ ପ୍ରାପ୍ୟ ପାଇପାରିବେ ଓ ସରକାର ପେନସନ ଆବେଦନ ପତ୍ର ସରଳିକରଣ କରିବାକୁ ଅନୁରୋଧ କରିଥିଲେ।

ସଚ୍ଚିବ ଶ୍ରୀ ସାହୁ ପେନସନ ମଞ୍ଜୁରକର୍ତ୍ତାମାନେ ଅବସର ପୂର୍ବରୁ ଯେପରି ଅବସର କାଗଜପତ୍ର ଯେପରି ମହାଲେଖାକାର କାର୍ଯ୍ୟାଳୟରେ ପହଞ୍ଚେ ସେଥିପାଇଁ ପଦକ୍ଷେପ ନେବାକୁ ସେମାନଙ୍କୁ ଅନୁରୋଧ କରିଥିଲେ । ବିଭିନ୍ନ ବିଭାଗର ପେନସନ ମଞ୍ଜୁର କର୍ତ୍ତାମାନେ ଠିକ ସମୟରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କର ପେନସନ କାଗଜ ଠିକ ସମୟରେ ଏ. ଜି କାର୍ଯ୍ୟାଳୟକୁ ପଠାଇବାକୁ, ପେନସନ ମଞ୍ଜୁରୀକୁ ବିଳମ୍ବ ନ କରିବାକୁ ଶ୍ରୀ ସାହୁ କହିଥିଲେ । ଏହି ପରିପ୍ରେକ୍ଷୀରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମଲ୍ଲିକ ଜିଲ୍ଲାରେ ପେନସନ ଓ ଗ୍ରାଚୁଇଟି ମଂଜୁର ହୋଇ ନ ଥିବା ଅବସରପ୍ରାପ୍ତ କର୍ମଚାରୀ ମାନଙ୍କର ପେନସନ କାଗଜ ପତ୍ର ତୁରନ୍ତ ପଠାଇବାକୁ ନିର୍ଦ୍ଦେଶ ଦେଇଥିଲାବେଳେ କର୍ମଚାରୀମାନେ ସେମାନଙ୍କର ପେନସନ, ଭବିଷ୍ୟନିଧି ପ୍ରାପ୍ୟ ଯେପରି ଠିକ ସମୟରେ ପାଇପାରିବେ ତା ଉପରେ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ବର୍ତ୍ତମାନ ସମୟ ବଦଳି ଯାଇଛି ଅବସରକାଳୀନ ପ୍ରାପ୍ୟ ପାଇବା ପାଇଁ ଆଉ ବର୍ଷ ବର୍ଷ ଧରି ଅପେକ୍ଷା କରିବାକୁ ପଡୁନାହିଁ  l ଏଜି କାର୍ଯ୍ୟାଳୟ ଦୁଇ ମାସ ପୂର୍ବରୁ ଯାଇଥିବା ପେନସନ ଆବେଦନ ପତ୍ର ବିଚାରକୁ ନେଇ ଅବସର ପୂର୍ବରୁ ପେନସନ ଓ ଜିପିଏଫ ପ୍ରଦାନ କରୁଥିବାରୁ, ଜିଲ୍ଲାପାଳ ଶ୍ରୀ ସୟ ପ୍ରଶଂସା କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଚନ୍ଦ୍ରକାର ଏ. ଜି କାର୍ଯ୍ୟାଳୟ ପକ୍ଷରୁ ପେନସନର ମାନଙ୍କ ପେନସନ ର ଅବସରକାଳୀନ ପ୍ରାପ୍ୟ ଫଇସଲା ପାଇଁ ଏହିଭଳି କଲ୍ୟାଣ ମୂଳକ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ଧନ୍ୟବାଦ ଦେଇଥିଲେ । ଏହି ଅଦାଲତକୁ ସହକାରୀ ଲେଖାଧିକାରୀ ଦିଲ୍ଲୀପ ଦୁବେ, ଶରତ ଚନ୍ଦ୍ର ମହାପାତ୍ର, ବସନ୍ତ କୁମାର ପଣ୍ଡା, ଭିନେଶ ଯାଦବ, ପୁରୁଷୋତ୍ତମ  ବଳ, ଅଶୋକ କୁମାର ପାତ୍ର, କୌଶିକ କୁମାର କବି, ଯାମି ସଞ୍ଜୟ ସିଂହ, ଚନ୍ଦ୍ର ଶେଖର ବେହେରା ଓ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ପ୍ରମୁଖ ପେନସନ ଅଦାଲତକୁ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version