• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ କଲେଜ ରାଜନୀତି ବିଜ୍ଞାନ ବିଭାଗ ଆନୁକୁଲ୍ୟରେ ସମ୍ବିଧାନ ସଂପର୍କରେ ଆଲୋଚନା ଓ ପ୍ରତିଯୋଗିତା

Proprietor Abhimanyu Maharana by Proprietor Abhimanyu Maharana
November 29, 2024
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀ କଲେଜ ରାଜନୀତି ବିଜ୍ଞାନ ବିଭାଗ ଆନୁକୁଲ୍ୟରେ ସମ୍ବିଧାନ ସଂପର୍କରେ ଆଲୋଚନା ଓ ପ୍ରତିଯୋଗିତା
Share on FacebookShare on TwitterWhatsapp

୨୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ  :-> ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗ ଆନୁକୁଲ୍ୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସମ୍ବିଧାନ ସମ୍ବନ୍ଧରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହେବା ସହ ସମ୍ବିଧାନ ସଂପର୍କରେ ତର୍କ , ସଂଗୀତ ଓ ଚିତ୍ରକଳା ଆଦି ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଉଦ୍‌ଘାଟନ କରି ଏହାର ସଫଳତା କାମନା କରିଥିଲେ । ମୁଖ୍ୟଅତିଥି ଭାବେ ଶିକ୍ଷାବିତ୍ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ଏହି ବିଭାଗର ଛାତ୍ରଛାତ୍ରୀମାନେ ସମ୍ବିଧାନକୁ ଭଲଭାବରେ ତର୍ଜମା କରିବା ଆବଶ୍ୟକ ବୋଲି କହିଥିଲେ ।

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଡକ୍ଟର ଶୈଳେନ୍ଦ୍ର ଚନ୍ଦ୍ର ଦେଓ ସଭାପତିତ୍ୱ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଡକ୍ଟର ଲୀନା ରାଣୀ ପ୍ରଧାନ,ଅଧ୍ୟାପକ ଅଦୈତ୍ୟ ପ୍ରଧାନ , ଅଧ୍ୟାପକ ରୁଦ୍ରପ୍ରସାଦ ସାହୁ, ଓ ଅଧ୍ୟାପିକା ବର୍ଷାରାଣୀ ଦିକ୍ଷୀତ ଯୋଗଦାନ କରି ସମ୍ବିଧାନ ଉପରେ ଛାତ୍ରଛାତ୍ରୀମାନଙ୍କୁ ବହୁ ମୂଲ୍ୟବାନ ତଥ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନେ ନିଜ ନିଜର ସନ୍ଦର୍ଭ ପାଠ କରିଥିଲେ । ଚିତ୍ରକଳା ପ୍ରତିଯୋଗିତାରେ ସୁବ୍ରତ କୁମାର ମାଝୀ ପ୍ରଥମ, ସରସ୍ୱତୀ ବେହେରା ଦ୍ୱିତୀୟ, ସୀମା ଦତ୍ତ ଓ ସମୀତା ଛାଟୋଇ ଯୁଗ୍ମ ତୃତୀୟସ୍ଥାନ ଅଧିକାର କରିଥିବା ବେଳେ ତର୍କପ୍ରତିଯୋଗିତାରେ ସୋନାଲି ବେହେରା ପ୍ରଥମ ସ୍ଥାନ ଓ ସଂଗୀତ ପ୍ରତିଯୋଗିତାରେ ବୈଶାଖି ସିଂହ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ଅଧ୍ୟାପକ ନରେଶ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version