ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଓ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଉଦ୍ଘାଟନ କରି ପୁସ୍ତକ ଦ୍ୱୟ +୩ ଓ ସ୍ନାତକତ୍ତୋର ଛାତ୍ରଛାତ୍ରୀମାନଙ୍କ ପାଇଁ ଉପାଦେୟ ହୋଇ ପାରିବ ବୋଲି ମତପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷାବିଭାଗର ବିଭାଗୀୟ ମୁଖ୍ୟ ଅଧ୍ୟାପକ ସୁକାନ୍ତ କୁମାର ମହାପାତ୍ର, ଡକ୍ଟର ପ୍ରସନ୍ନ କୁମାର ମହାପାତ୍ର, ଡକ୍ଟର ଶଶିଭୂଷଣ ମହାପାତ୍ର, ପ୍ରାଧ୍ୟାପକ ପ୍ରମୋଦ କୁମାର ପଣ୍ଡା, ଅଧ୍ୟାପିକା ଜ୍ୟୋର୍ତିମୟୀ ପାଢ଼ୀ, ଅଧ୍ୟାପିକା ଶିବାନୀ ଦେବଦର୍ଶିନୀ ପ୍ରଧାନ ଓ ଅଧ୍ୟାପକ ବିପ୍ରବର ରାଉତ ପ୍ରମୁଖ ଯୋଗଦେଇଥିଲେ । ଶେଷରେ ଜ୍ୟୋର୍ତିମୟୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
© 2023 Odisha Taza News.