• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଦ୍ଦାନ୍ତ ମାଓନେତା ଦାଶୁରଙ୍କ ଅଙ୍ଗ ରକ୍ଷକ କ୍ୟାଡର ମାଓବାଦୀ ବିଜା ର ଆତ୍ମସମର୍ପଣ

Proprietor Abhimanyu Maharana by Proprietor Abhimanyu Maharana
November 29, 2024
in ଓଡ଼ିଶା, କନ୍ଧମାଳ, ଦେଶ, ହୋମ୍
0
ଦୁର୍ଦ୍ଦାନ୍ତ ମାଓନେତା ଦାଶୁରଙ୍କ ଅଙ୍ଗ ରକ୍ଷକ କ୍ୟାଡର ମାଓବାଦୀ ବିଜା ର ଆତ୍ମସମର୍ପଣ
Share on FacebookShare on TwitterWhatsapp

୨୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ ଲାଗିଛି। ଚଳିତ ବର୍ଷ ବୌଦ୍ଧ, କନ୍ଧମାଳ ଜିଲାରେ ପୁଲିସ ଗୁଳିରେ ୪ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବାବେଳେ ଗୁରୁବାର ଜଣେ କ୍ୟାଡର ମାଓବାଦୀ କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀ ଜଣକ ହେଲେ ବିଜା ମାଡଭୀ ଓରଫ ଟିକେସ। ଛତିଶଗଡ଼ ସୁକମା ଜିଲା କିସ୍ତାରାମ ଥାନା ଅନ୍ତର୍ଗତ ମଙ୍ଗଳଗୁଡା ଗ୍ରାମର ବିଜା ୨୦୧୮ ମସିହାରୁ ମାଓ ସଙ୍ଗଠନର ଦରବା ଡିଭିଜନରେ ସାମିଲ ହୋଇ ପଶ୍ଚିମ ବସ୍ତର, ମାଦ ଏବଂ ଉତ୍ତର ବସ୍ତର ଅଞ୍ଚଳରେ କାର୍ଯ୍ୟ କରି ଆସୁଥିଲେ। ୨୦୨୦ ମସିହାରେ ସେ ଓଡ଼ିଶା କ୍ୟାଡରକୁ ଆସି ଅଷ୍ଟମ କମ୍ପାନୀ (କାଡାମ ଏରିଆ କମିଟି) ର ସଦସ୍ୟ ଭାବେ ନୂଆପଡା ଅଞ୍ଚଳରେ ସକ୍ରିୟ ରହିଥିଲେ।

ଏବେ ସେ କନ୍ଧମାଳ ଜିଲାର ରାହୁଲ ଏରିଆ କମିଟିର ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ।ବିଜା ଗତ ଫେବୃଆରୀ ମାସରେ ପୁଲିସ ଗୁଳିରେ ନିହତ ହୋଇଥିବା ଦୁର୍ଦ୍ଦାନ୍ତ ମାଓନେତା ଦାଶୁରଙ୍କ ଅଙ୍ଗ ରକ୍ଷକ ଥିଲେ। ୨୦୨୦ ମସିହା ସିର୍ଲା, ବାଇବାଲି ସମେତ ୧୦ଟି ଗୁଳି ବିନିମୟ ଘଟଣାରେ ସେ ସାମିଲ ଥିଲେ ବୋଲି ଗୁରୁବାର ଜିଲା ପୁଲିସ ମୁଖ୍ୟାଳୟ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ। ମାଓ ସଙ୍ଗଠନ ପ୍ରତି ଜନସମର୍ଥନ କ୍ରମାଗତ ଭାବେ ହ୍ରାସ ପାଉଥିବା​ବେଳେ​‌ ସଙ୍ଗଠନ ଭିତରେ ଉତ୍ପୀଡ଼ନ ଏବଂ ବିକାଶ ବିରୋଧୀ କାର୍ଯ୍ୟକଳାପ ପ୍ରତି ବିତସ୍ପୃହ ହୋଇ ଆତ୍ମସମର୍ପଣ କରିଥିବା ପ୍ରକାଶ କରିଛନ୍ତି ବିଜା। ତାଙ୍କଠାରୁ ମିଳିଥିବା ସୂଚନା ଆଧାରରେ ପୁଲିସ ବାଲିଗୁଡ଼ା ଥାନା ଅନ୍ତର୍ଗତ ସରୁଲଇ ନିକଟରେ ଚଢାଉ କରି ଜିଲେଟିନ ଷ୍ଟିକ, ବନ୍ଧୁକ, ଖାଦ୍ୟ ସାମଗ୍ରୀ, ପୋଷାକ ସହିତ ବିପୁଳ ମାଓ ସାମଗ୍ରୀ ଜବତ କରିଛି। ଗୁରୁବାର କନ୍ଧମାଳ ଜିଲା ପୁଲିସ ମୁଖ୍ୟାଳୟ ଠାରେ ଦକ୍ଷିଣାଞ୍ଚଳ ଡିଆଇଜି ଡ. ଷଡ଼ଙ୍ଗୀ ଏବଂ କନ୍ଧମାଳ ଏସପି ହରିଶ ବି.ସିଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛି ଏହି ମାଓବାଦୀ। ତାଙ୍କୁ ରାଜ୍ୟ ସରକାରଙ୍କ ଯୋଜନା ଅନୁଯାୟୀ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ଏ ଅବସରରେ ଡିଆଇଜି ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

July 28, 2026
ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version