• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଦିବାସୀ ମହାବିଦ୍ୟାଳୟ ରେ ୭୫ତମ ସମ୍ବିଧାନିକ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
November 29, 2024
in ଓଡ଼ିଶା, କନ୍ଧମାଳ, ଦେଶ, ହୋମ୍
0
ଆଦିବାସୀ ମହାବିଦ୍ୟାଳୟ ରେ ୭୫ତମ ସମ୍ବିଧାନିକ ଦିବସ ପାଳିତ
Share on FacebookShare on TwitterWhatsapp

୨୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ୭୫ ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ କାର୍ତ୍ତିକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ.ମଧୁସୂଦନ ମହାପାତ୍ର, ସମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟ ପରିଚାଳନା ସମିତି ସଭାପତି ପ୍ରତ୍ୟୁଷ ରଞ୍ଜନ ଶତପଥୀ ଯୋଗ ଦେଇ ଏହି ଦିବସ ର ଗୁରୁତ୍ଵ ଉପସ୍ଥାପିତ କରିଥିଲେ। ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଡ.ସୁଶାନ୍ତ କୁମାର ଦାସ ଉପସ୍ଥିତ ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ଭାରତୀୟ ସମ୍ବିଧାନର ୭୫ ବର୍ଷ ରେ ପ୍ରସଙ୍ଗ ଓ ଆମ ସମ୍ମୁଖରେ ସମସ୍ୟା ସହ ସମ୍ବିଧାନ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ରାଜନୀତି ବିଜ୍ଞାନ ବିଭାଗ ଛାତ୍ର ତରୁଣ କୁମାର ମଲ୍ଲିକ,ବିକ୍ରମ ମଲ୍ଲିକ ,ଶ୍ରୀଧର ସିଓ ,ସୁଶ୍ରୀ ଅନ୍ନପୂର୍ଣ୍ଣା ପାଢ଼ୀ ,ଏକ ରାଷ୍ଟ୍ର ଏକ ନିର୍ବାଚନ, ସବକା ସାଥ ସବକା ବିକାଶ, ଆତ୍ମନିର୍ଭର ଭାରତ, ଏକ ଭାରତ, ଶ୍ରେଷ୍ଠ ଭାରତ ପାଠ ଚକ୍ର ଉପସ୍ଥାପନ କରିଥିଲେ। ଉପସ୍ଥିତ ଅତିଥି ଏ ବିଷୟରେ ନିଜ ନିଜ ମତ ପ୍ରଦାନ କରିଥିଲେ। ପ୍ରଥମେ ସମସ୍ତ ଅତିଥି ଓ ଛାତ୍ର ଛାତ୍ରୀ ସମ୍ବିଧାନର ମୁଖବନ୍ଧ କୁ ପାଠ କରିଥିଲେ। ଏ ଅବସରରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇ ଥିଲା। ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଭାରତୀୟ ସଂସ୍କୃତି ରେ ବିଭିନ୍ନତା ମଧ୍ୟରେ ଏକତା କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ ହିମାଂଶୁ ଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ କାର୍ଯ୍ୟକ୍ରମ ପରିଚାଳନା ରେ ଅରୁନ୍ଧତୀ ପ୍ରଧାନ, ଡ.ସଂଯୁକ୍ତା ନାୟକ,ଦଣ୍ଡପାଣି ଭୂୟାଁ, ହେମନ୍ କୁମାର ଦିବକା, ଆଲିପାମା ସାହୁ, ସୁକୁମାରୀ ପ୍ରଧାନ ପ୍ରମୁଖ ଅଧ୍ୟାପକ ,ଅଧ୍ୟାପିକା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ମହାବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

July 28, 2026
ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version