• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

୨୪ ଲିଟର ଦେଶି ମଦ ଜବତ : ୨ ଅଭିଯୁକ୍ତ କୋର୍ଟ ଚାଲାଣ

Proprietor Abhimanyu Maharana by Proprietor Abhimanyu Maharana
November 30, 2024
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
୨୪ ଲିଟର ଦେଶି ମଦ ଜବତ : ୨ ଅଭିଯୁକ୍ତ କୋର୍ଟ ଚାଲାଣ
Share on FacebookShare on TwitterWhatsapp

୩୦ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭାପୁର  :-> ନୟାଗଡ ଜିଲ୍ଲା ଫତେଗଡ ଥାନା ଅଂଚଳରେ ଚୋରା ନିଶା କାରବାର ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଅବକାରୀ ବିଭାଗ ପକ୍ଷରୁ ୨୪ ଲିଟର ଦେଶି ମଦ ଜବତ କରିବା ସହିତ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି । ଅବକାରୀ ବିଭାଗ ସୂତ୍ରରୁ ପ୍ରକାଶ, ବିଶେଷ ସୂତ୍ରରୁ ଖବରପାଇ ବିଭାଗୀୟ ଥାନା ଉପ ନିରୀକ୍ଷକ ଦୀପକ କୁମାର ଜେନାଙ୍କ ନେତୃତ୍ୱରେ ୪ ଜଣିଆ ଏକ ଟିମ୍ ଶୁକ୍ରବାର ରାତିରେ ଫତେଗଡ ଥାନା ଅନ୍ତର୍ଗତ ବଡସହରା ଗ୍ରାମରେ ଚଢାଉ କରି ୧୧ ଲିଟର ଦେଶି ମଦ ଜବତ କରିବା ସହିତ ନବ ପରିଡ଼ା(୪୫) କୁ ଗିରଫ କରିଥିଲେ ।

ପୁନଃଶ୍ଚ, ନିମାଣୀ ପଞ୍ଚାୟତ ବାଦଭୁଇଁ ଗ୍ରାମରେ ଚଢ଼ାଉ କରି ୧୩ ଲିଟର ଦେଶି ମଦ ଜବତ କରିବା ସହିତ ଅଭିଯୁକ୍ତ ବାଲିଆ ବେହେରାଙ୍କ ପୁଅ ପ୍ରକାଶ ବେହେରା (୨୭) ଙ୍କୁ ଗିରଫ କରିଥିଲେ । ଅବକାରୀ ବିଭାଗ ପକ୍ଷରୁ ଶନିବାର ଦିନ ଉଭୟ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ କରିବା ସହିତ ପ୍ରକାଶ ବେହେରା ଏବଂ ନବ ବେହେରାଙ୍କୁ କୋର୍ଟ ଚାଲାଣ କରାଯାଇଛି । ମାତ୍ର ସେଠାରେ ସେମାନଙ୍କର ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦିଆଯାଇଛି । ଉକ୍ତ ଚଢାଉ ସମୟରେ ଅବକାରୀ ବିଭାଗର କର୍ମଚାରୀ ଲକ୍ଷ୍ମୀଧର ବେହେରା, ପ୍ରତ୍ୟୁଷ ରଞ୍ଜନ ଦେହୁରୀ, ମୀତାରାଣୀ ନାୟକ ପ୍ରମୁଖ ସାମିଲ ହୋଇଥିଲେ । ଅଭିଯୁକ୍ତ ପ୍ରକାଶ ବେହେରାଙ୍କ ନାମରେ ଏକାଧିକ ମାମଲା ରହିଥିବା ଅବକାରୀ ବିଭାଗ ଥାନା ଉପ ନିରୀକ୍ଷକ ଶ୍ରୀ ଜେନାଙ୍କଠାରୁ ପ୍ରକାଶ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version