• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱର୍ଗତ ଲକ୍ଷ୍ମୀଧର ବେହେରା ମିମୋରିଆଲ୍ ଟୁର୍ଣ୍ଣମେଣ୍ଟ୍ : ଫାଇନାଲକୁ କୁମାରବସ୍ତ ରାଇଜିଂ ଷ୍ଟାର୍ ଉନ୍ନୀତ

Proprietor Abhimanyu Maharana by Proprietor Abhimanyu Maharana
December 1, 2024
in ଓଡ଼ିଶା, କଟକ, ହୋମ୍
0
ସ୍ୱର୍ଗତ ଲକ୍ଷ୍ମୀଧର ବେହେରା ମିମୋରିଆଲ୍ ଟୁର୍ଣ୍ଣମେଣ୍ଟ୍ : ଫାଇନାଲକୁ କୁମାରବସ୍ତ ରାଇଜିଂ ଷ୍ଟାର୍ ଉନ୍ନୀତ
Share on FacebookShare on TwitterWhatsapp

୩୦ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ଆଥେଲେଟିକ୍ ଆସୋସିଏସନ୍ ଆନୁକୁଲ୍ୟରେ ଚାଲିଥିବା ଲକ୍ଷ୍ମୀଧର ମେମୋରିଆଲ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଆଜି ତୃତୀୟ ସେମି ଫାଇନାଲ ମ୍ୟାଚରେ ରାଇଜିଂ ଷ୍ଟାର କୁମାରବସ୍ତ ଏବଂ ମଞ୍ଚେଶ୍ୱର କ୍ରିକେଟ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଟସ୍‌ରେ ବିଜୟ ଲାଭ କରି ରାଇଜିଂ ଷ୍ଟାର କ୍ରିକେଟ କ୍ଲବ ପ୍ରଥମେ ବୋଲିଂ କରି ମଞ୍ଚେଶ୍ୱର ଦଳ ନିର୍ଦ୍ଧାରିତ ୧୦ଓଭରରେ ୧୫୨ରନରେ ସୀମିତ ରଖିପାରିଥିଲା । ମଞ୍ଚେଶ୍ୱର ଦଳ ପକ୍ଷରୁ ସୋମନାଥ ବଳ ୧୪ବଲ୍‌ରୁ ୫୪ରନ୍ କରିଥିବା ବେଳେ କୁମାରବସ୍ତ ପକ୍ଷରୁ ବିକାଶ ରାଉତ ୩ୱିକେଟ୍ ହାତେଇଥିଲେ ।

ଜବାବରେ କୁମାରବିସ୍ତ ଦଳ ୮.୨ଓଭରରେ ଆବଶ୍ୟକ ରନ୍ ସଂଗ୍ରହ କରି ନେଇଥିଲା । ଦଳପକ୍ଷରୁ ଆଇଏସ୍‌.ଗିରି ମାତ୍ର ୧୭ବଲ୍‌ରୁ ୭୮ ଏବଂ ବିକାଶ ରାଉତ ୨୦ବଲ୍‌ରୁ ୫୦ରନ୍ ସଂଗ୍ରହ କରି ଫାଇନାଲକୁ ଉନ୍ନୀତ ହୋଇଛି । ବିକାଶ ରାଉତ ମ୍ୟାନଅଫ୍ ଦି ମ୍ୟାଚ୍ ବିବେଚିତ ହୋଇ ଥିଲେ । ସାମ୍ବାଦିକ ଅନନ୍ତ କୁମାର ରଣା , କ୍ରୀଡାବିତ୍ କେଶବ ମଙ୍ଗୁଆଳ ଅତିଥି ଭାବେ ଯୋଗଦେଇ ମ୍ୟାନ ଅଫ୍ ଦି ମ୍ୟାଚ୍ ବିକାଶ ରାଉତଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଆସନ୍ତା ରବିବାର ଦିନ ରାଇଜିଂ ଷ୍ଟାର୍ କୁମାରବସ୍ତ ଓ ପିୱାଇସି ଅଟ୍ରି ମଧ୍ୟରେ ଖେଳ ଅନୁଷ୍ଠିତ ହେବବୋଲି କ୍ରୀଡା ସଂପାଦକ ସତ୍ୟରଞ୍ଜନ ସାହୁ ସୂଚନା ଦେଇଥିଲେ । ଆଜିର ମ୍ୟାଚକୁ କେଶବ ମଙ୍ଗୁଆଳ ଓ ଆଦର୍ଶ ମହାପାତ୍ର ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version