No Result
View All Result
୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଥିବା ରାଜୀବ ଗାନ୍ଧି ସଦଭାବନା ଗୃହରେ ଭୀମଭୋଇ ସାମର୍ଥ୍ୟ ଶିବିର ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣ ସାରିକା ଜେନା ଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡ଼ିଓ ଡ଼ ଅମୃତ କୁମାର ରାଉଳ,
ମହିପୁର ସି ଏଚ୍ ସି ଅଧିକାରୀ ଦେବୀ ପ୍ରସାଦ ପ୍ରଧାନ,ଅତିରିକ୍ତ ତହସିଲଦାର କବିରାଜ ସେଠୀ, ଉପାଧ୍ୟକ୍ଷ ପର୍ଶୁରାମ ସ୍ବାଇଁ ପ୍ରମୁଖ ଯୋଗଦେଇ ଆସନ୍ତା ୧୩ ତାରିଖ ରେ ହେବାକୁ ଥିବା ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କିପରି ସୁରୁଖୁରୁରେ ଅନୁଷ୍ଠିତ ହେବ ସେ ଉପରେ ବିସ୍ତୃତ ଭାବେ ଆଲୋଚନା କରଯାଇଥିଲା । ଏହି ପ୍ରସ୍ତୁତି ବୈଠକ ରେ ଲୋକ ପ୍ରତିନିଧି ଏବଂ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।
No Result
View All Result