• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୦୨୫ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପ୍ରାକ୍ ପ୍ରସ୍ତୁତି

Proprietor Abhimanyu Maharana by Proprietor Abhimanyu Maharana
December 4, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
୨୦୨୫ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପ୍ରାକ୍ ପ୍ରସ୍ତୁତି
Share on FacebookShare on TwitterWhatsapp

* ରଥକାଠ ଅନୁକୂଳ ପୂଜାପାଇଁ ନିର୍ଘଣ୍ଟ ହେଲା ଶୁଭଦିନ

* ଡିସେମ୍ବର ୧୭ କିମ୍ବା ୨୪ ରେ ହେବ ପୂଜା

୦୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଦଶପଲ୍ଲା :-> ବିଶ୍ବ ନିଅନ୍ତା , ଅନିବଂଧନ ବାନ୍ଧବ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆସନ୍ତା ୨୦୨୫ ମସିହାରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ବା ରଥଯାତ୍ରା ନିମନ୍ତେ ରଥକାଠ ଅନୁକୂଳ ପାଇଁ ଶୁଭଦିନ ନିର୍ଘଣ୍ଟ ହୋଇଛି । ଆବାହମାନ କାଳରୁ ଦଶପଲ୍ଲା ବନାଞ୍ଚଳ ପକ୍ଷରୁ ରଥକାଠ ଅନୁକୂଳ ପୂଜା କରାଯିବା ସମେତ ପ୍ରଥମ ରଥକାଠ ଯୋଗାଣ ହୋଇ ଆସୁଥିବା ବେଳ ଆବନାଞ୍ଚଳ ପକ୍ଷରୁ ଏହାର ପ୍ରାକ୍ ପ୍ରସ୍ତୁତି ପର୍ବ ଅନୁଷ୍ଠିତ ହୋଇଯାଇଛି। ବିେଶଷକରି ଏହିପୂଜା ପ୍ରତିବର୍ଷ ଷୈlସ ମାସର ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଥାଏ ।

ଏଥିପାଇଁ ଦଶପଲ୍ଲା ବନାଞ୍ଚଳ ଅଧିକାରୀ ସୁଦର୍ଶନ ଦେହୁରୀ ଏବଂ ଅବସରପ୍ରାପ୍ତ ବନପାଳ ତଥା ‘ଗଣକ’ ପ୍ରଫୁଲ୍ଲ କୁମାର ଦାଶ ମା’ ବଡ଼ରାଉଳଙ୍କ ରଥକାଠ ଅନୁକୂଳ ପୂଜକ ଗଣିଆ ବ୍ରାହ୍ମଣ ଶାସନସାହି ସ୍ଥିତ ପ୍ରସନ୍ନ କୁମାର ଦାଶଙ୍କ ନିକଟରେ ପହଞ୍ଚି ପାଞ୍ଜୀଗଣନା କରି ଶୁଭଦିନ ନିର୍ଦ୍ଧାରଣ କରିଛନ୍ତି। ଆସନ୍ତା ଡ଼ିେସମ୍ବର ୧୭ ଏବଂ ୨୪ ଦୁଇଟି ତାରିଖକୁ ପାଞ୍ଜୀଗଣନା କରାଯାଇ ଶୁଭଦିନ ନିର୍ଦ୍ଧାରଣ କରାଯାଇଛି। ପରମ୍ପରା ତଥା ରିତିନୀତି ଅନୁଯାୟୀ ନୟାଗଡ଼ ଜିଲ୍ଲା ଗଣିଆ ବଡ଼ମୂଳ ସ୍ଥିତ ମା’ବଡ଼ରାଉଳଙ୍କ ପୀଠରେ ଏହି ରଥକାଠ ଅନୁକୂଳ ପୂଜା ଅନୁଷ୍ଠିତ ହେବାପରେ ପ୍ରତିବର୍ଷ ରଥକାଠ  କଟାଯିବା କାର୍ଯ୍ୟ ଆରମ୍ଭ ହୋଇଥାଏ ।

ଆବାହମାନ କାଳରୁ ଏହି କାଠକୁ ନୟାଗଡ଼ ବନଖଣ୍ତ ଅଧୀନସ୍ଥ ଦଶପଲ୍ଲା ବନାଞ୍ଚଳରୁ ଯୋଗାଇ ଦିଆଯିବା ପରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ । ମା’ବଡ଼ରାଉଳଙ୍କ ପୀଠରେ ମହାପ୍ରଭୁ ଜଗନ୍ନାଥଙ୍କ ଆଜ୍ଞାମାଳ ଆସି ପହଞ୍ଜିବା ପରେ ଦଶପଲ୍ଲା ବନାଞ୍ଚଳ ପକ୍ଷରୁ ଏହି ପୂଜାନୀତି ଅନୁଷ୍ଠିତ ହୁଏ। ମା’ବଡ଼ରାଉଳଙ୍କ ପୀଠରେ ପୂଜାପରେ ମାଘ ମାସ ଶୁକ୍ଳ ପଞ୍ଚମୀ ଅର୍ଥାତ୍ ସରସ୍ବତୀ ପୂଜା ଦିନ ରଥଖଳାରେ ରଥ ନିର୍ମାଣ ପାଇଁ ଅନୁକୂଳ ପୂଜା
ନିମନ୍ତେ ପ୍ରଥମ ପର୍ଯ୍ୟାୟ ରଥକାଠ ଦଶପଲ୍ଲା ବନାଞ୍ଚଳରୁ ହିଁ ପହଞ୍ଚିଥାଏ ।

ରଥଖଳାର ନିର୍ଦ୍ଧାରିତ ସମୟ ପୂର୍ବରୁ ୧୨ ଫୁଟ ଲମ୍ବର ୩ଟି ଧଉରା କାଠ ପହଞ୍ଚିବାର ନିୟମ ରହିଛି। ପୂଜକଙ୍କ ଏହି ଟିପଣୀକୁ ବନଖଣ୍ତ ଅଧିକାରୀଙ୍କ ନିକଟକୁ ପଠାଇବା ପରେ ସେଠାରୁ ଶ୍ରୀ ମନ୍ଦିର ପ୍ରଶାସକ ନିକଟକୁ ଏହାକୁ ପଠାଯିବ। ଏହି ଦୁଇଟି ଦିନ ମଧ୍ୟରୁ ଯେ କୈlଣଷି ଗୋଟିଏ ଦିନ ଶ୍ରୀ ମନ୍ଦିର ପ୍ରଶାସକ ଧାର୍ଯ୍ୟ କରିବେ । ମା’ ବଡ଼ରାଉଳଙ୍କ ପୀଠରେ ପ୍ରଭୁ ଜଗନ୍ନାଥଙ୍କ ଆଜ୍ଞାମାଳ ପହଞ୍ଚିବା ପେର ପୂଜା ଉତ୍ସବ ଅନୁଷ୍ଠିତ ହେବବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version