• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ବ୍ଲକ କାଫେରେ ତାଲା  

Proprietor Abhimanyu Maharana by Proprietor Abhimanyu Maharana
December 5, 2024
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀ ବ୍ଲକ କାଫେରେ ତାଲା  
Share on FacebookShare on TwitterWhatsapp

୦୪ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ବ୍ଲକ ନିକଟସ୍ଥ ଗୃହରେ ହୋଇଥିବା କାଫେ ଦୀର୍ଘ ଦିନ ହେଲା ତାଲା ପଡି ବନ୍ଦ ହୋଇ ରହିଛି । ବାଙ୍କୀ ବ୍ଲକ ନିକଟରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ, ଉପକୋଷାଘର କାର୍ଯ୍ୟାଳୟ, ଉପନିବନ୍ଧକ କାର୍ଯ୍ୟାଳୟ, କୋର୍ଟ ଅବସ୍ଥିତ ଥିବା ବେଳେ ପ୍ରତିଦିନ ଶହ ଶହ ଲୋକ ଏଠାକୁ ବିଭିନ୍ନ ସରକାରୀ କାମରେ ଆସନ୍ତି । କାଫେ ଚାଲୁଥିବା ବେଳେ ଜନସାଧାରଣ ଏଥିରେ ଖାଦ୍ୟ ଖାଇବାର ସୁବିଧା ପାଇପାରୁଥିଲେ ।

ବର୍ତ୍ତମାନ କାଫେଟି ଦୀର୍ଘଦିନ ହେବ ବନ୍ଦ ହେବା ଫଳରେ ଜନସାଧାରଣ ଏହି ସୁବିଧାରୁ ବଞ୍ଁଚତ ହୋଇଛନ୍ତି । କାଫେଟିକୁ ତୁରନ୍ତ ଖୋଲାଗଲେ ଜନସାଧାରଣ ଏହାର ସୁବିଧା ନେଇପାରିବା ସହ ଖାଇବା ପିଇବାର ସୁବିଧା ହୋଇପାରିବ ବୋଲି ଜନସାଧାରଣଙ୍କ ତରଫରୁ ପ୍ରକାଶ । ଏହା ବନ୍ଦ ରହିବା ଫଳରେ ସେଠାରେ ଅସାମାଜିକ ଲୋକଙ୍କର ଆଡ୍ଡାସ୍ଥଳୀ ପାଲଟିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Gulf Odia Association celebrates Ninth Anniversary with Grandeur

Gulf Odia Association celebrates Ninth Anniversary with Grandeur

August 14, 2026
ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
ମିଡିଆକିଆ ପଞ୍ଚାୟତ ରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ

ମିଡିଆକିଆ ପଞ୍ଚାୟତ ରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ

August 14, 2026
ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

August 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Gulf Odia Association celebrates Ninth Anniversary with Grandeur

Gulf Odia Association celebrates Ninth Anniversary with Grandeur

August 14, 2026
ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version