୦୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ସିଦ୍ଧେ ବାଙ୍କୀର ଅଧିଷ୍ଠାତ୍ରୀ ଦେବୀ ମା’ଚର୍ଚ୍ଚିକାଙ୍କ ମନ୍ଦିର ପରିଦର୍ଶନ କରି ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ସଂପର୍କରେ ସେବାୟତମାନଙ୍କ ସହିତ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ୧୧କୋଟି ଟଙ୍କା କିପରି ମନ୍ଦିରର ଉନ୍ନୟନମଳକ କାର୍ଯ୍ୟରେ ବିନିଯୋଗ କରାଯିବ ସେ ସଂର୍କରେ ସେବାୟତ, ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତା ଓ ବାଙ୍କୀର ପ୍ରଶାସନିକ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ।

ବାଙ୍କୀ ଉପଜିଲ୍ଲାପାଳ ଦେବୀପ୍ରସାଦ ମହାନ୍ତି, ବିଡିଓ ଅଂଶୁମାନ ଦାସ, ମନ୍ଦିର ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ରଣା, ସଂପାଦକ ନୀଳମଣି ମହାପାତ୍ର, ସଭ୍ୟ ସୁଶାନ୍ତ ମହାପାତ୍ର, ଅମରନାଥ ରଣା, ବିଦ୍ୟାଧର ରଣା, ପ୍ରଣବ ପ୍ରକାଶ ମହାପାତ୍ର, ଶରତଚନ୍ଦ୍ର ରଣା ପ୍ରମୁଖ ଉପସ୍ଥିତ ରହି ମନ୍ଦିରର ଉନ୍ନୟନ କାର୍ଯ୍ୟ ସଂପର୍କରେ ଜିଲ୍ଲାପାଳଙ୍କୁ ଅବଗତ କରାଇଥିଲେ ।