• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାରିଙ୍ଗବାଡିରେ ଆରମ୍ଭ ହେଲା କଫି ସଂଗ୍ରହ : ବାଲିଗୁଡା ଆଇଟିଡିଏ କୁ ଦିଆଗଲା ଦାୟିତ୍ୱ

Proprietor Abhimanyu Maharana by Proprietor Abhimanyu Maharana
December 7, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦାରିଙ୍ଗବାଡିରେ ଆରମ୍ଭ ହେଲା କଫି ସଂଗ୍ରହ : ବାଲିଗୁଡା ଆଇଟିଡିଏ କୁ ଦିଆଗଲା ଦାୟିତ୍ୱ
Share on FacebookShare on TwitterWhatsapp

୦୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା   : >  କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡିକୁ ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚାର ଉନ୍ନତି ପାଇଁ ଜିଲା ଓ ବ୍ଲକ ପ୍ରଶାସନ ପଦକ୍ଷେପ ନେଉଛନ୍ତି। ତେବେ ଚଳିତ ବର୍ଷ ବାଲିଗୁଡା ଆଇଟିଡିଏ (ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା) ପକ୍ଷରୁ କଫି ଗଛରୁ କଫି ତୋଳିବା ଓ ତାର ପ୍ରସ୍ତୁତି କରି ମଞ୍ଜି (ବିହନ) କୁ କୋରାପୁଟ ପଠାଇ ଚୂଡାନ୍ତ ପ୍ରସ୍ତୁତି କରିବା ପାଇଁ ପଦକ୍ଷେପ ନିଆଯାଇଛି। ପ୍ରାୟ ପଚାଶ ଜଣ ମହିଳା କଫି ତୋଳିବା ପାଇଁ ଏକ ସପ୍ତାହ ହେଲା କାର୍ଯ୍ୟରେ ଲାଗିଥିବା ବେଳେ ଅନ୍ୟ କିଛି ଶ୍ରମିକ କଫିକୁ ପାଣିରେ ଧୋଇବା ଓ ତାକୁ ଅନ୍ୟ ଏକ ମେଶିନରେ ମଞ୍ଜି ବାହାର କରିବା ଏବଂ ମଞ୍ଜିକୁ ବେଡରେ ଶୁଖାଇବା କାର୍ଯ୍ୟ କରୁଛନ୍ତି।

ଏହି ପ୍ରାଥମିକ ପ୍ରସ୍ତୁତି କରିବା ପରେ ସମସ୍ତ ମଞ୍ଜି ଶୁଖିବା ପରେ ତାକୁ କୋରାପୁଟ କଫିକୁ ଚୂଡାନ୍ତ ପ୍ରସ୍ତୁତି ପାଇଁ ପଠାଯିବା ବ୍ୟବସ୍ଥା କରାଯିବ ବୋଲି ବାଲିଗୁଡା ଆଇଟିଡିଏ କାର୍ଯ୍ୟାଳୟର ଏସଏମଏସ ଜନାଥନ ଦିଗାଲ କହିଛନ୍ତି । ପ୍ରକାଶ ଯେ, ଗତବର୍ଷ କଫି ତୋଳିବା ବନ୍ଦ କରିଦିଆଯିବାରୁ ଲକ୍ଷାଧିକ ଟଙ୍କାର କଫି ଚୋରି ହେବା ସହ ଦଲାଲ ମାଲାମାଲ ହୋଇଥିଲେ। ପୂର୍ବରୁ ଅର୍ଥାତ ୨୦୨୨ /୨୩ ଆର୍ଥିକ ବର୍ଷରେ ରାଜ୍ୟସରକାରଙ୍କ (ଟି.ଡି.ସି.ସି.ଓ.ଏଲ.) ଟ୍ରାଇବଲ ଡେଭଲପମେଣ୍ଟ କୋ-ଅପରେଟିଭ କରପୋରେଶନ ଅଫ ଓଡ଼ଶା ଏଲ୍‌ଟିଡି ପ୍ରଥମ ଥର ପାଇଁ କଫି ମଞ୍ଜି ସଂଗ୍ରହ କରି ପ୍ରାଥମିକ ପ୍ରସ୍ତୁତ କରି ପ୍ରାୟ ୧୮ ଟନ୍‌ କଫି ମଞ୍ଜି ସଂଗ୍ରହ କରିଥିଲା।

କୋଭିଡ ପୂର୍ବରୁ ଏକ ଘରୋଇ ଅନୁଷ୍ଠାନକୁ କଫି ବଗିଚା ଲିଜ ସୂତ୍ରରେ ଦିଆଯାଇଥିବା ବେଳେ ଦିର୍ଘ ବର୍ଷ ଧରି ଲକ୍ଷାଧିକ ଟଙ୍କା କ୍ଷତି ହୋଇଥିଲା ସୂଚନାଯୋଗ୍ୟ,ଯେ, ସରକାରଙ୍କ ଜଳ ବିଭାଜନ ତଥା ମୃତ୍ତିକା ସଂରକ୍ଷଣ ବିଭାଗ ହାତରେ କଫି ବଗିଚା ରହିଥିବା ବେଳେ ପର୍ଯ୍ୟଟକଙ୍କଠାରୁ ବଗିଚା ବୁଲିବା ପାଇଁ ଟିକେଟ ସଂଗ୍ରହ କରାଯାଉଥିଲେ ସୁଦ୍ଧା କଫି ବଗିଚାର ସୌନ୍ଦର୍ଯ୍ୟକରଣ, ପର୍ଯ୍ୟଟକଙ୍କ ପାଇଁ କୌଣସି ମୌଳିକ ସୁବିଧା ନଥିବା ଜଣାପଡିଛି । ସରକାର କଫି ବଗିଚାକୁ ଉନ୍ନତି କରିବା ସହ କଫିର ପ୍ରସ୍ତୁତିୁପାଇଁ ସମସ୍ତ ସୁବିଧା କରାଇଲେ ଦାରିଙ୍ଗବାଡି କଫିର ଚାହିଦା ବୃଦ୍ଧି ପାଇବ ବୋଲି ମତ ପ୍ରକାଶ ପାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ଷ୍ଟେଟ ବ୍ୟାଙ୍କ ଓ ଦ ବେଲ୍ ତତଫରୁ ବିନ୍ଦୁଏ ରକ୍ତ ସିନ୍ଧୁଏ ଜୀବନ କାର୍ଯ୍ୟକ୍ରମ

June 12, 2026
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

June 12, 2026
ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 12, 2026
  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ଷ୍ଟେଟ ବ୍ୟାଙ୍କ ଓ ଦ ବେଲ୍ ତତଫରୁ ବିନ୍ଦୁଏ ରକ୍ତ ସିନ୍ଧୁଏ ଜୀବନ କାର୍ଯ୍ୟକ୍ରମ

June 12, 2026
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version