୦୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ :-> ଭାରତରତ୍ନ ବାବା ସାହେବ ଭିମ ରାଓ ଆମ୍ବେଦକରଙ୍କ ମୃତ୍ୟୁ ବାର୍ଷିକୀ ଅବସରରେ ଖୋର୍ଦ୍ଧାରୋଡ଼ ରେଲ୍ ମଣ୍ଡଳ ଦ୍ୱାରା ମଣ୍ଡଳ କାର୍ଯ୍ୟାଳୟ ଠାରେ “ମହାପରିନିର୍ବାଣ” ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ଏଚ୍.ଏସ୍.ବାଜୱା, ଖୋର୍ଦ୍ଧାରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଓ ରେଳ କର୍ମଚାରୀ ମାନେ ବାବା ସାହେବ ଆମ୍ବେଦକରଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।


© 2023 Odisha Taza News.