• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିର୍ଲା ଗ୍ଲୋବାଲ୍ ୟୁନିଭର୍ସିଟିର ସପ୍ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 7, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବିର୍ଲା ଗ୍ଲୋବାଲ୍ ୟୁନିଭର୍ସିଟିର ସପ୍ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

୦୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବିର୍ଲ୍ଲା ଗ୍ଲୋବାଲ ୟୁନିଭର୍ସିଟି, ଭୁବନେଶ୍ୱର ପକ୍ଷରୁ ଏହାର ୭ମ ବାର୍ଷିକ ସମାବର୍ତ୍ତନ ଉତ୍ସବ ଶିକ୍ଷାନୁଷ୍ଠାନର ଗୋଠପାଟଣା କ୍ୟାମ୍ପସ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବୋର୍ଡ ଅଫ୍ ଗଭର୍ଣ୍ଣର୍ସର ସଦସ୍ୟ ଡଃ ପି.କେ. ମିଶ୍ର (ଅବସରପ୍ରାପ୍ତ ଆଇଏଏସ୍‌) ଏହି ସମାବର୍ତ୍ତନ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ ।

ଅଭିଷେକ ଭଗତ, ଜେ.ଏମ୍‌. ଫାଇନାନସିଆଲ ଲିଃ. ର ପରିଚାଳନା ନିର୍ଦ୍ଦେଶକ (ଡିଜିଟାଲ ଟେକ୍ନୋଲୋଜି ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କିଙ୍ଗ୍‌) ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିଥିଲେ । ଏହି ଅବସରରେ ବିଜିୟୁର କୁଳପତି କୂଳଭୁଷଣ ବାଲୁନି ବାର୍ଷିକ ବିବରଣୀ ପାଠ କରିଥିଲେ ଏବଂ ରେଜିଷ୍ଟ୍ରାର ବି. କେ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

୨୪୦ ଜଣ ସ୍ନାତକତ୍ତୋର, ୧୮୯ଜଣ ସ୍ନାତକ ଓ ୫ ଜଣ ପିଏଚ୍‌ଡି ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ୍‌ ପ୍ରଦାନ କରାଯାଇଥିଲା । ବିଭିନ୍ନ ବିଭାଗରେ ଟପ୍ପର ହୋଇଥିବା ୧୯ ଜଣ ଛାତ୍ରଛାତ୍ରୀଙ୍କୁ ଗୋଲ୍ଡ ମେଡାଲ ପ୍ରଦାନ କରାଯାଇଥିଲା । ଏହି ଅବସରରେ ବିର୍ଲ୍ଲା ଗ୍ଲୋବାଲ ୟୁନିଭର୍ସିଟି ପକ୍ଷରୁ ଆଲୁମୁନି ମିଟ୍ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ସହ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version