• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଟିଆଭଟା ଗାଁ ନିକଟରେ ମୋଟର ସାଇକେଲ ଦୁର୍ଘଟଣା – ବାଇକ୍ ଚାଳକ ମୃତ

Proprietor Abhimanyu Maharana by Proprietor Abhimanyu Maharana
December 8, 2024
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ମାଟିଆଭଟା ଗାଁ ନିକଟରେ ମୋଟର ସାଇକେଲ ଦୁର୍ଘଟଣା – ବାଇକ୍ ଚାଳକ ମୃତ
Share on FacebookShare on TwitterWhatsapp

୦୭ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ମାଟିଆଭଟା ଗ୍ରାମ ନିକଟରେ ଏକ ମୋଟର ସାଇକେଲ ଦୁର୍ଘଟଣାରେରେ ବାଇକ୍ ଚାଳକ ର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଯୁବକ ଜଣକ ଖପ୍ରାଖୋଲ ଥାନା ମାଟିଆଭଟା ପଞ୍ଚାୟତ ଅନ୍ତର୍ଗତ ଅନକାମରା ଗାଁ ର ଅଜୁ ତାଣ୍ଡି (୨୦) ବୋଳି ସୂଚନା ମିଳିଛି । ସୂଚନାନୁଯାୟୀ ଗାଡ଼ି ନମ୍ବର ଓଡି ୧୭ଏନ-୫୩୨୭ ବାଇକରେ ଅଜୁ ନିଜ ଗାଁ ରୁ ସନ୍ଧ୍ୟା ୬ଟା ସମୟରେ ଅନ୍ୟ ଗ୍ରାମକୁ ବରଯାତ୍ରୀ ଯିବା ପାଇଁ ବାହାରିଥିଲେ ।

ବାହା ଘରୁ ନିଜ ଗାଁ କୁ ଫେରିଲା ସମୟରେ ମାଟିଆଭଟା ନିକଟ ବୁଲାଣି ରେ ଭାରସାମ୍ୟ ହରାଇ ବାଇକ୍ ଟି ଗୋଟିଏ ନିମ୍ବ ଗଛରେ ପିଟି ହୋଇ ଦୁର୍ଘଟଣା ହୋଇଥିଲା । ମଧ୍ୟ ରାତ୍ରି ସମୟରେ ଦୁର୍ଘଟଣା ଘଟି ଥିବାରୁ କେହି ଜାଣି ପାରିଲେ ନାହିଁ । ସ୍ଥାନୀୟ ଲୋକେ ସକାଳୁ ଦେଖିବାକୁ ପାଇ ଘରଲୋକଙ୍କୁ ଖବର କରିଥିଲେ । ଘରଲୋକ ଘଟଣା ସ୍ଥଳରେ ପହଞ୍ଚି ପୋଲିସକୁ ଖବର କରିଥିଲେ।

ଖପ୍ରାଖୋଲ ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଅଜୁ ର ଶରୀରକୁ ଉଦ୍ଧାର କରି ଖପ୍ରାଖୋଲ ଡାକ୍ତରଖାନାକୁ ନେଇଥିବା ବେଳେ ଡ଼ାକ୍ତର ତାଙ୍କୁମୃତ ଘୋଷଣା କରିଥିଲେ । ଏ ନେଇ ଖପ୍ରାଖୋଲ ପୋଲିସ ମୃତ ବ୍ୟକ୍ତିର ପଞ୍ଚନାମା କରି ଶବ ବ୍ୟବଚ୍ଛେଦ ପାଇଁ ପଠେଇଥିଲେ । ଏନେଇ ଖପ୍ରାଖୋଲ ଥାନା କେସ ନଂ ୨୮୨/୨୦୨୪ ରେ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚାଲିଥିବା ଖପ୍ରାଖୋଲ ଥାନା ଅଧିକାରୀ ନରେନ୍ଦ୍ର ଛତ୍ର ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version