• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ଥାନୀୟ କରନେସନ ପଡ଼ିଆ ଠାରେ ଜ଼ିଲ୍ଲା ସ୍ତରୀୟ ଚାଷୀମାନଙ୍କୁ ଇନପୁଟ ସହାୟତା ରାଶି ବଣ୍ଟନ ର ଶୁଭାରମ୍ଭ – . ଯୋଗ ଦେଲେ ବିଧାୟକ  

Proprietor Abhimanyu Maharana by Proprietor Abhimanyu Maharana
December 9, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ସ୍ଥାନୀୟ କରନେସନ ପଡ଼ିଆ ଠାରେ ଜ଼ିଲ୍ଲା ସ୍ତରୀୟ ଚାଷୀମାନଙ୍କୁ ଇନପୁଟ ସହାୟତା ରାଶି ବଣ୍ଟନ ର ଶୁଭାରମ୍ଭ – . ଯୋଗ ଦେଲେ ବିଧାୟକ  
Share on FacebookShare on TwitterWhatsapp

୦୮ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଫୁଲବାଣୀ  :-> ଓଡ଼ିଶାର ଚାଷୀମାନଙ୍କୁ ଇନ୍‌ପୁଟ୍ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ l ଅବସରରେ କନ୍ଧମାଳ ଜିଲ୍ଲାର ଚାଷୀମାନଙ୍କୁ ମଧ୍ୟ ଧାନର ସର୍ବନିମ୍ନ ଏଫ୍.ଏ.କ୍ୟୁ. ମୁଲ୍ୟ କ୍ୟୁଣ୍ଟାଲ ପିଛା ୨ହଜାର ୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଇନ୍‌ପୁଟ୍ ସହାୟତା ରାଶି ସହିତ ସମୁଦାୟ ୩ହଜାର ୧୦୦ ଟଙ୍କା ପ୍ରଦାନ କରାଯିବ । ଏହି ଉପଲକ୍ଷେ ସ୍ଥାନୀୟ କରୋନେସନ ପଡ଼ିଆରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ମାନ୍ୟବର ଫୁଲବାଣୀ ବିଧାୟକ ଶ୍ରୀଯୁକ୍ତ ଉମାଚରଣ ମଲ୍ଲିକ ଯୋଗଦେଇ ତାଙ୍କ ସରକାର ଓଡ଼ିଶାର ଚାଷୀମାନଙ୍କୁ ସମ୍ମାନ ଜଣାଇବା ସହିତ ସେମାନଙ୍କୁ ସେମାନଙ୍କର କଠିନ ପରିଶ୍ରମର ମୂଲ୍ୟ ଦେବାକୁ ଯାଉଛି । ପ୍ରିୟ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରତିଶ୍ରୁତିକୁ ପ୍ରଥମ ବର୍ଷରୁହିଁ ଲାଗୁ କରିଛନ୍ତି । ସେଥିପାଇଁ ତାଙ୍କୁ କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଦେଇଥିଲେ ।

ଯେଉଁ ଅତିରିକ୍ତ ଇନ୍‌ପୁଟ୍ ସହାୟକ ମୂଲ୍ୟ ଘୋଷଣା କରିଛନ୍ତି ତାହା ଧାନ ବିକ୍ର‌ୟର ୪୮ ଘଣ୍ଟା ମଧ୍ୟରେ ଚାଷାମାନଙ୍କ ଆକାଉଣ୍ଟରେ ଜମାହେବ। ସେହିପରି,କଥାଦେଇଥିବା ଶୁଭଦ୍ରା ଯୋଜନାର ପ୍ରଥମ କିଛି ଟଙ୍କା ମଧ୍ୟ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟରେ ଜମାହୋଇସାରିଛି । ଯଦି କୌଣସି ଅସୁବିଧା ବଶତଃ ଜମା ହୋଇନାହିଁ ଖୁବ୍ କମ୍ ଦିନ ମଧ୍ୟରେ ଜମା ହୋଇଯିବ । ସମସ୍ତେ ଟଙ୍କା ପାଇଲାପରେ ଦ୍ଵିତୀୟ କିସ୍ତି ଦିଆଯିବ। ତାଙ୍କର ଅନୁରୋଧ କ୍ରମେ ଜିଲ୍ଲାପାଳ ଆସନ୍ତା ମାସରୁ ଆଉ ୪୪ ଗୋଟି ରଟେଇ ପଏଣ୍ଟ ଖୋଲିଛନ୍ତି । ଫଳରେ ନିର୍ଭର ଘର ପାଖରେ ଧାନ ବିକ୍ରୟ କରିବା ସହିତ ଆଗାମି ଦିନରେ ମାସିକ ଚାଉଳ ମଧ୍ୟ ସଂଗ୍ରହ କରିପାରିବେ ବୋଲି ଶ୍ରୀ ମଲ୍ଲିକ କହିଥିଲେ ।

ସଂମ୍ମାନିତ ଅତିଥି ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ଖରିଫ ୨୦୨୪-୨୫ ବର୍ଷ ସକାଶେ ଧାନକ୍ରୟ ଉପରେ ସୂଚନା ଦେବା ସହିତ ଧାନର ସର୍ବନିମ୍ନ ମୂଲ୍ୟ ସହିତ ଅତିରିକ୍ତ ଇନ୍‌ପୁଟ୍ ସହାୟକ ରାଶି କିଭଳି ବିକ୍ରୟର ୪୮ଘଣ୍ଟା ମଧ୍ୟରେ ଚାଷାମାନଙ୍କ ଆକାଉଣ୍ଟରେ ଜମାହେବ ସେ ବିଷୟରେ ଆଲୋଚନା କରିଥିଲେ । ଆଶା କରାଯାଉଛି ଚଳିତ ବର୍ଷ ଅଧ‌ିକ ପରିମାଣର ଧାନ ମଣ୍ଡିକୁ ଆସିବ। ଚାଷୀମାନଙ୍କ ସୁବିଧା ପାଇଁ ଚଳିତ ବର୍ଷ ଅଧିକ ସଂଖ୍ୟକ ରିଟେଲ ପଏଣ୍ଟ ଓ ରେଜିଷ୍ଟ୍ରେସନ ପଏଣ୍ଟ ଖୋଲାଯିବ। ଫଳରେ ଚାଷୀମାନେ ଅଧିକ ସଂଖ୍ୟାରେ ପଞ୍ଜୀକରଣ କରିବେ ଓ ଧାନ ବିକ୍ରୟ କରିପାରିବେ ବୋଲି ଜିଲ୍ଲାପାଳ କହିଥିଲେ ।

ବେସାମରିକ ଯୋଗାଣ ଅଧିକାରୀ ଶ୍ରୀ ଜ୍ଞାନେନ୍ଦ୍ରିୟ ମିଶ୍ର ତାଙ୍କ ଅଭିଭାଷଣ ରେ ଗତ ବର୍ଷ ପ୍ରାୟ ୭୦ ହଜାର କ୍ୟୁଣ୍ଟାଲ ଧାନ କ୍ରୟ କରାଯାଇଥିବାବେଳେ ଚଳିତ ବର୍ଷ ୧ଲକ୍ଷ କ୍ୟୁଣ୍ଟାଲ ରୁ ଅଧୁକ ଧାନ କ୍ରୟ ପାଇଁ ଆଶା କରାଯାଉଛି । ଧାନ ଅମଳରେ ବିଳମ୍ବ ଓ ଚାଷୀମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ଚଳିତ ମାସ ୨୪ ତାରିଖରୁ ଧାନ କ୍ରୟ ଆରମ୍ଭ ହେବ ବୋଲି ଶ୍ରୀ ମିଶ୍ର କହିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ -ତଥା- କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶମୁନାଥ ନନ୍ଦୀ, ଉପ ଜିଲ୍ଲାପାଳ, ଖଣ୍ଡମାଳ ଶ୍ରୀ ଚିତ୍ତରଞ୍ଜନ ମହନ୍ତଙ୍କ ସମେତ ବହୁ ସଂଖ୍ୟାରେ ଚାଷୀ, ସ୍ଥାନୀୟ ଜନସାଧାରଣ ଏବଂ ସମସ୍ତ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ଷ୍ଟେଟ ବ୍ୟାଙ୍କ ଓ ଦ ବେଲ୍ ତତଫରୁ ବିନ୍ଦୁଏ ରକ୍ତ ସିନ୍ଧୁଏ ଜୀବନ କାର୍ଯ୍ୟକ୍ରମ

June 12, 2026
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

June 12, 2026
ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଦେବସ୍ନାନ ପୂର୍ଣ୍ଣିମା ୨୦୨୬ ଲାଗି ବ୍ୟାପକ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 12, 2026
  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ଷ୍ଟେଟ ବ୍ୟାଙ୍କ ଓ ଦ ବେଲ୍ ତତଫରୁ ବିନ୍ଦୁଏ ରକ୍ତ ସିନ୍ଧୁଏ ଜୀବନ କାର୍ଯ୍ୟକ୍ରମ

June 12, 2026
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version