• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ସାଇକେଲ ଚାଳନା ପ୍ରତିଯୋଗିତା ଦର୍ଶକ ଙ୍କୁ ଆକୃଷ୍ଟ କରୁଛି

Proprietor Abhimanyu Maharana by Proprietor Abhimanyu Maharana
December 10, 2024
in ଓଡ଼ିଶା, ପୁରୀ, ହୋମ୍
0
ଜାତୀୟ ସାଇକେଲ ଚାଳନା ପ୍ରତିଯୋଗିତା ଦର୍ଶକ ଙ୍କୁ ଆକୃଷ୍ଟ କରୁଛି
Share on FacebookShare on TwitterWhatsapp

୦୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :-> ପୁରୀ ଷ୍ଟ୍ରଲିଂ ଛକ ନିକଟରେ ଆରମ୍ଭ ହୋଇ ଥିବା ଜାତୀୟ ସାଇକେଲ ଚାଳନା ପ୍ରତିଯୋଗିତା ଦର୍ଶକ ଙ୍କୁ ଆକୃଷ୍ଟ କରୁଛି।ଦର୍ଶକ ମାନେ ଓ ପିଲା ମାନେ ବିଭିନ୍ନ ରାଜ୍ୟର ସାଇକେଲ ଚାଳକ ପ୍ରତିଯୋଗୀଙ୍କ ଦ୍ରୁତ ସାଇକେଲ ଚାଳନା ଦେଖିବା ସହ ସେମାନ ଙ୍କୁ ଉତ୍ସାହିତ କରୁଛନ୍ତି।ବିଭିନ୍ନ ବୟସ ବର୍ଗ ଓ ଇଭେଣ୍ଟରେ ପ୍ରତିଯୋଗିତା ହେଉଥିବାରୁ ପ୍ରତିଯୋଗିତା ମଧ୍ୟ ତୀବ୍ର ହେଉଛି ଯାହା ଦର୍ଶକ ଙ୍କୁ ବେଶ ଆନନ୍ଦ ଦେଉଛି ।

ପୁରୁଷ ଇଲାଇଟ ବର୍ଗରେ ପଞ୍ଜାବ ର ହର୍ଷବୀର ସିଂ ସେଖନ ସ୍ୱର୍ଣ୍ଣ, ଆରଏସପିବି ର ଭିସାବଜିତ ସିଂ ରୌପ୍ୟ ଓ ଏସଏସସିବିର ଦୀନେଶ କୁମାର ବୌଞ୍ଜ ପଦକ ହାସଲ କରିଥିଲେ।ଇଲାଇଟ ମହିଳା ବର୍ଗରେ ପଞ୍ଜାବ ର ଜଶମିର କୌର ସେଖନ ସ୍ୱର୍ଣ୍ଣ, ଆରଏସପିବି ର ମେଘା ଗୁଗଡ ରୌପ୍ୟ ଓ ଏଆଇପିଏସସିବି ର ମୋନିକା ଜାଟ ବୌଞ୍ଜ ପଦକ ହାସଲ କରିଥି ।

ପୁରୁଷ ୨୩ ବର୍ଷ ରୁ କମ ବ୍ୟକ୍ତିଗତ ବର୍ଗରେ ଦିଲ୍ଲୀର ଅକ୍ଷର ତ୍ୟାଗୀ ସ୍ବର୍ଣ୍ଣ, ରାଜସ୍ଥାନ ର ଗୌରାଙ୍ଗ ସିଂ ଗୌର ରୌପ୍ୟ ଓ ଚଣ୍ଡିଗଡର ଜୟ ଡୋଗ୍ରା ବ୍ରୋଞ୍ଜ,ମହିଳା ବର୍ଗରେ ରାଜସ୍ଥାନ ର ହର୍ଷୀତ ଜାଖର ସ୍ୱର୍ଣ୍ଣ, ମହାରାଷ୍ଟ୍ରର ଜୁଇ ନରକର ରୌପ୍ୟ ଓ ରାଜସ୍ଥାନ ର ମଞ୍ଜୁ ବ୍ରୋଞ୍ଜ ପଦକ ହାସଲ କରିଥିଲେ।ସବଜୁନିୟର ବାଳକ ବ୍ୟକ୍ତିଗତ ବର୍ଗରେ ରାଜସ୍ଥାନ ର ରାମବତାର ଚିପ୍ପା ସ୍ୱର୍ଣ୍ଣ, ରାଜସ୍ଥାନ ର ମହାବୀର ଶରଣ ରୌପ୍ୟ, ମଣିପୁର ର ଜେସିସ ଥୋକଚାମ ବ୍ରୋଞ୍ଜ,

ବାଳିକା ବର୍ଗରେ ରାଜସ୍ଥାନ ର ଅଞ୍ଜଳି ଜାଖର ସ୍ୱର୍ଣ୍ଣ,ରାଜସ୍ଥାନ ର ରୁଖମଣୀ ରୌପ୍ୟ ଓ ର ତାମିଲନାଡୁ ର ଥବିଥା ବ୍ରୋଞ୍ଜ ପଦକ ହାସଲ କରିଥିଲେ।ପ୍ରତିଯୋଗିତା କୁ ସଫଳ କରାଇବାକୁ ଜାତୀୟ ସାଇକ୍ଲିଂ ଆସୋସିଏସନ ର ସମ୍ପାଦକ ମନିନନ୍ଦର ସିଂ ପାଲ,ଓଡିଶା ସାଇକ୍ଲିଂ ଆସୋସିଏସନ ର ସଭାପତି ମିନତୀ ମହାପାତ୍ର, ସମ୍ପାଦକ ପ୍ରସନ୍ନ କୁମାର ରାଉତ ଓ ସମସ୍ତ ସଦସ୍ୟ ଅକ୍ଲାନ୍ତ ପରିଶ୍ରମ ଜାରି ରଖିଛନ୍ତି। ଅତିଥି ଭାବେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ,ଜିଲ୍ଲା କ୍ରୀଡା ସଂସଦର ପୂର୍ବତନ ସମ୍ପାଦକ ରବି ଶଙ୍କର ପ୍ରତିହାରୀ ପ୍ରମୁଖ ଯୋଗ ଦେଇ ଶ୍ରେଷ୍ଠ କ୍ରୀଡାବିତ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version