୦୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗିର ଜିଲ୍ଲା ଖପ୍ରାଖଲ ବ୍ଲକ୍ ଭାନପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅଭିଯୋଗ ଶୁଣାଣୀ ଶିବିର ସୋମବାର ଅନୁଷ୍ଠିତ ହୋଇଥିଲା । ଶିବିରରେ ସ୍ଥାନୀୟ ସରପଞ୍ଚ ରୀନା ଜାଲ ଅଧ୍ୟକ୍ଷତା କରିଥିବା ବେଳେ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ କନିଷ୍କ ବିଭାର,

ଏ ପିଓ ପ୍ରଶାନ୍ତ କୁମାର ସାହୁ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ଶ୍ୟାମ କୁମାର, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ପ୍ରତୀକ୍ଷା ସାହୁ ପ୍ରମୁଖ ଯୋଗଦେଇ ଥିଲେ। ଏହି ଅବସରରେ ଗ୍ରାମୀଣ ଆବାସ ସମ୍ପର୍କିତ ୨୯୫,















