• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା ମହୋତ୍ସବ କାଉଁରୀ ଦ୍ଵିତୀୟ ସନ୍ଧ୍ୟା – ମନମୋହିଲା ଢୋଲ ମହୁରୀ 

Proprietor Abhimanyu Maharana by Proprietor Abhimanyu Maharana
December 11, 2024
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରାଜସୁନାଖଳା ମହୋତ୍ସବ କାଉଁରୀ ଦ୍ଵିତୀୟ ସନ୍ଧ୍ୟା – ମନମୋହିଲା ଢୋଲ ମହୁରୀ 
Share on FacebookShare on TwitterWhatsapp

୧୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :-> ଷଷ୍ଠ ରାଜସୁନାଖଳା ମହୋତ୍ସବ ‘କାଉଁରୀ-୨୦୨୪’ ଦ୍ଵିତୀୟ ସନ୍ଧ୍ୟାରେ  ଢୋଲ ମହୁରୀ ନୃତ୍ୟରେ  ଦର୍ଶକ ବିଭୋର ହୋଇଥିଲେ  । ଏହି ଦ୍ଵିତୀୟ ସନ୍ଧ୍ୟା କାର୍ଯ୍ୟକ୍ରମରେ ସ୍ଥାନୀୟ ରଣପୁର ବିଧାୟକ ତଥା ରାଜ୍ୟ ବିଧାନସଭାର ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବରେ ପ୍ରଶାନ୍ତ କୁମାର ଜଗଦେବ ,ମୁଖ୍ୟବକ୍ତାଭାବେ କୋରେଇ ବିଧାୟକ ତଥା ସିନେତାରକା ଆକାଶ ଦାଶ ନାୟକ ଯୋଗଦେଇଥିଲେ ।

ଏଥିରେ ସମ୍ମାନୀତ ଅତିଥିଭାବେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ , ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ , କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ , ଜିଲ୍ଲା ପରିଷଦ ସଭ୍ୟା ଲକ୍ଷ୍ମୀପ୍ରିୟା ତରାଇ , ସ୍ଥାନୀୟ ସମିତି ସଭ୍ୟ ତପନ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସିନ   ଥିଲେ । ଏହି କାର୍ଯ୍ୟକ୍ରମରେ ସଭାରେ ମହୋତ୍ସବ କମିଟି ସମ୍ପାଦକ ଜୟେନ୍ଦ୍ର ବେହେରା ବିବରଣୀ ପାଠ କରିଥିବା ବେଳେ ମହୋତ୍ସବର ପ୍ରତିଷ୍ଠାତା ତଥା ସଭାପତି ଚିତ ରଞ୍ଜନ ପ୍ରଧାନ ଧନ୍ୟବାଦ ଦେଇଥିଲେ ।

ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ପୁରୁଲିଆ ଛଉ , ବଲାଙ୍ଗୀରର ସମ୍ବଲପୁରୀ ନୃତ୍ୟ ,ପାରମ୍ପରିକ ବିବିଧ ନୃତ୍ୟ, ସମରକଳା, ଆସାମର ବିହ୍ୟୁ, ଡିଶୀ ନୃତ୍ୟ ଓ ଢୋଲ ମହୁରୀ କାର୍ଯ୍ୟକ୍ରମ ଦର୍ଶକଙ୍କ ମନମୋହିଥିଲା । ଏହି ଶୀତୁଆ ସନ୍ଧ୍ୟାରେ ରଣପୁର ,ବୋଲଗଡ଼ ,ଭାପୁର ବେଗୁନିଆ ବ୍ଲକର ହଜାର ହଜାର ଦର୍ଶକ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ବଂଶୀଧର ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅବିନାଶ ସୁବୁଦ୍ଧିଙ୍କ ନିର୍ଦ୍ଦେଶନାରେ ଦେଶାତ୍ମକ ବୋଧ ସଙ୍ଗୀତ ପରିବେଷଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version