• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୀମକେଲା ଗ୍ରାମ ପଞ୍ଚାୟତ ଉଚ୍ଚବିଦ୍ୟାପୀଠରେ ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
December 12, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଭୀମକେଲା ଗ୍ରାମ ପଞ୍ଚାୟତ ଉଚ୍ଚବିଦ୍ୟାପୀଠରେ ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

୧୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> ନର୍ଲା ବ୍ଳକ ଅନ୍ତର୍ଗତ ଭୀମକେଲା ଗ୍ରାମ ପଞ୍ଚାୟତ ଉଚ୍ଚବିଦ୍ୟାପୀଠର ୩୪ ତମ ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ମହାସମାରୋହରେ ଆୟୋଜିତ ହୋଇ ଯାଇଛି।ଗତ ୯ ତାରିଖରେ ସ୍ଥାନୀୟ ରାମେଶ୍ବର ମହାଦେବ ମନ୍ଦିରରୁ ମଶାଲ ଆସି କ୍ରୀଡା ପଡ଼ିଆରେ ସ୍ଥାପନ କରାଯାଇ ମୁଖ୍ୟ ଅତିଥି ସରପଂଚ ଜାନକୀ ଗଉଡଙ୍କ ଦ୍ଵାରା ଏହାର ଶୁଭ ଉଦ୍ଘାଟନ ହୋଇଥିଲା । ଦୁଇ ଦିନ ଧରି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ୧୦୦/୨୦୦ମି ଦୈ।ଡ଼,ଲମ୍ବ ଡିଆଁ,ଉଚ୍ଚ ଡିଆଁ,ଥାଳିଆ ଫିଙ୍ଗା,ଗୋଳା ଫିଙ୍ଗା ଓ ଛାତ୍ର ରାମେଶ୍ବର କ୍ରିକେଟ ଦଳ ଓ କଳାପାହାଡ଼ କ୍ରିକେଟ ଛାତ୍ରଦଳ ମଧ୍ୟରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଥିଲା । ଏଥିରେ ରାମେଶ୍ବର କ୍ରିକେଟ ଦଳ ବିଜୟୀ ହୋଇ ଟ୍ରଫି ଅକ୍ତିଆର କରିଥିଲେ । ତୃତୀୟ ଦିବସରେ ଏହାର ପୁରସ୍କାର ବିତରଣୀ ଉତ୍ସବ ଓ ବାର୍ଷିକ ଉତ୍ସବ ଆୟୋଜିତ ହୋଇଥିଲା ।

ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମଧୁସୂଦନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ସମାରୋହ କାର୍ଯ୍ୟକ୍ରମରେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କ୍ରୀଡ଼ାରେ ବିଜୟୀ ପ୍ରତିଭାଗୀ ମାନଙ୍କୁ ପୁରସ୍କୃତ କରିଥିଲେ । ଏବିଇଓ ଗୋବର୍ଦ୍ଧନ ମାଝୀ ମୁଖ୍ୟ ବକ୍ତା ଭାବେ ଯୋଗଦାନ କରି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାଙ୍କୁ ବିକଶିତ କରିବାର ସୁଯୋଗକୁ ହାତଛଡ଼ା ନ କରିବା ପାଇଁ ଆହ୍ୱାନ କରିଥିଲେ । ଏଥିରେ ସମ୍ମାନୀତ ଅତିଥି ରୂପେ ଭୀମକେଲା ଗ୍ରାମ ପଞ୍ଚାୟତର ସରପଞ୍ଚ ଜାନକୀ ଗଉଡ,ସମତିସଭ୍ୟା ସୁମିତ୍ରା ମାଝୀ, ବିଦ୍ୟାଳୟ ସଭାପତି ଝଜ ସା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।

ଶ୍ରେଷ୍ଠ କ୍ରୀଡାବିତ ଭାବେ ଟଙ୍କେଶ୍ୱରୀ ବଗର୍ତ୍ତି ଓ ଆଶିଷ କରୁଆଁଙ୍କ ନାମ ଘୋଷଣା ହୋଇଥବା ବେଳେ ମଞ୍ଚପରିଚାଳନା କାର୍ଯ୍ୟ ପୁରାତନ ଛାତ୍ର ହେମନ୍ତ କୁମାର ସାହୁ ଓ ଧନ୍ୟବାଦ ଅର୍ପଣ ଶିକ୍ଷକ ନୃସିଂହ ଚରଣ ଦଲାଇ ପ୍ରଦାନ କରିଥିଲେ । ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନେଇ ବାର୍ଷିକ ଉତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଶିକ୍ଷକ କେଶବ ମହାପାତ୍ର,ରାଜିବ କୁମାର ଦାଶ, କର୍ମଚାରୀ ତୀର୍ଥ କରୁଆଁ, କିଶୋର କରୁଆଁ, ଥବିର ବୈଠାରୁ ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

June 9, 2026
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

ଆଇ ଟି ଡି ଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ

June 9, 2026
ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

ଦାରିଙ୍ଗବାଡି ରୁ କର୍ଣ୍ଣାଟକ କୁ ଗଞ୍ଜେଇ ଚାଲାଣ : ସ୍କୁଟି ସହ ମୋବାଇଲ ଜବତ – ୩ ଗିରଫ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version